ନୂଆ ହେୟାରଷ୍ଟାଇଲ୍‌ ଯୋଗୁ ଟ୍ରୋଲ୍‌ ହେଲେ ରିତେଶ

ମୁମ୍ବାଇ: ସ୍ତ୍ରୀ ଜେନେଲିଆଙ୍କୁ ଖୁସି କରିବାକୁ ଯାଇ ଟ୍ରୋଲ ହୋଇଛନ୍ତି ବଲିଉଡ୍‌ ଅଭିନେତା ରିତେଶ ଦେଶମୁଖ। ସେ ବି ନିଜ ହେୟାରଷ୍ଟାଇଲ୍‌(କେଶ ବିନ୍ୟାସ) ଲାଗି। ନିକଟରେ ରିତେଶ ରେଡ୍‌ ସ୍କାଇରଲ୍‌ ଟେଲ୍‌ ଲୁକ୍‌ କରି ଜେନେଲିଆକୁ ସର୍‌ପ୍ରାଇଜ୍‌ କରିବାକୁ ଚେଷ୍ଟା କରିଥିଲେ। ଜେନେଲିଆ ରିତେଶଙ୍କ କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଥିଲେ। କିଛି ସମୟ ମଧ୍ୟରେ ପ୍ରଶଂସକମାନେ ମିଶ୍ରିତ କମେଣ୍ଟ ଦେବା ଆରମ୍ଭ କରିଦେଇଥିଲେ। କିଛି ଲୋକ ରିତେଶଙ୍କ ଏହି ଲୁକ୍‌କୁ ପସନ୍ଦ ନ କରି ଟ୍ରୋଲ କରିଥିଲେ। ସେ ମଣିଷ ନୁହଁ ବରଂ ଏକ ଶୁଆ ପରି ଦେଖାଯାଉଥିବା ଜଣେ ବ୍ୟବହାରକାରୀ କହିଥିଲେ। ସେହିଭଳି ଅନ୍ୟ ଜଣେ ରିତେଶ କେଶ କୁକୁଡ଼ା ଥଣ୍ଟ ପରି ଦେଖାଯାଉଥିବା କହିଥିବା ବେଳେ ଆଉ ଜଣେ ଗେ’ ଭଳି ଦିଶୁଥିବା ମଧ୍ୟ କହିବାକୁ ପଛାଇନାହାନ୍ତି।

ଆଗାମୀ ଦିନରେ ରିତେଶ କମେଡି ଫିଲ୍ମ ‘ହାଉସ୍‌ଫୁଲ-୪’ରେ ନଜର ଆସିବେ। ଏହାପରେ ଫିଲ୍ମ ମରଜାବାଁରେ ସେ କାମ କରିବେ। ଏଥିରେ ତାଙ୍କ ସହ ସିର୍ଦ୍ଧାର୍ଥ ମଲହୋତ୍ରା ନଜର ଆସିବେ।


All Right Reserved By

ରିୟଲ ଲାଇଫକୁ ନେଇ ସିନେମା କରିବ ଫିଲ୍ମ କିଡା

ମୁମ୍ବାଇ,୧୮-୪: ବ୍ୟବସାୟିକ ସିନେମା ପ୍ରସ୍ତୁତିରେ ନିଜର ଛାପ ଛାଡିବା ପରେ ଫିଲ୍ମ କିଡା ପ୍ରଡକ୍ସନ ହାଉସ ବର୍ତ୍ତମାନ ରିୟଲ ଲାଇଫ ଷ୍ଟୋରୀକୁ ନେଇ ସିନେମା କରିବ।...

ପୁଲଓ୍ବାମା ଶହିଦଙ୍କ ପରିବାରକୁ ୧ କୋଟି ଟଙ୍କା ସହାୟତା ଦେବେ ଲତା ମଞ୍ଜେସକର

ମୁମ୍ବାଇ, ୧୬।୪: ପୁଲଓ୍ବାମା ଆକ୍ରମଣରେ ଶହିଦ ହୋଇଥିବା ଯବାନଙ୍କ ପରିବାରକୁ ସହାୟତାର ହାତ ବଢାଇଛନ୍ତି ସ୍ବର ସାମ୍ରାଜ୍ଞୀ ଲତା ମଞ୍ଜେସକର। ଶହିଦ ଯବାନଙ୍କ ପରିବାର ୧କୋଟି...

ବିବାହ ଉପରେ ଭରସା ନାହିଁ: ସଲମାନ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନଙ୍କ ବିବାହକୁ ନେଇ ସବୁବେଳେ କିଛି ନା କିଛି ଖବର ଆସୁଛି ସାମ୍ନାକୁ। ନିକଟରେ ‘ଭାରତ’ ଫିଲ୍ମର ପ୍ରମୋଶନ ଇଭେଣ୍ଟରେ ଯୋଗ...

ଭାରତର ବିଜୟକୁ ନେଇ କ’ଣ ବୁଝିଲେ ତୈମୁର

ଲଣ୍ଡନ,୧୭।୬: ସୈଫ ଅଲ୍ଲି ଖାଁ ଓ କରୀନା କପୁର ଖାଁଙ୍କ ଲାଡ୍‌ଲା ତୈମୁର ଅଲ୍ଲି ଖାଁ ଇଣ୍ଟରନେଟରେ ଏବେ  ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ସୋସିଆଲ ମିଡିଆରେ...

ଭୂକମ୍ପରେ ଫଶିଗଲେ ସଲମାନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡର ଭାଇଜାନ ସଲମାନ ଖାନଙ୍କ ତଥାକଥିତ ଗର୍ଲଫ୍ରେଣ୍ଡ ଲୁଲିଆ ଭନ୍ତୁର ଭୂକମ୍ପରେ ଫଶିଯାଇଛନ୍ତି। ମଙ୍ଗଳବାର ଇଣ୍ଡୋନେସିଆରେ ୫.୭ ତିବ୍ରତାର ଭୂକମ୍ପ ହୋଇଥିଲା। ଏହି ସମୟରେ ଲୁଲିଆ...

ବକ୍ସ ଅଫିସରେ ଧମାଲ କରୁଛି ‘ପିଏମ୍‌ ନରେନ୍ଦ୍ର ମୋଦି’

ମୁମ୍ବାଇ,୨୮।୫: ଦେଶ ହେଉ ବା ସିନେ ଜଗତ ସବୁଠାରେ ଏବେ ମୋଦିଙ୍କ ଲହର ଚାଲିଛି। ମୋଦିଙ୍କ ବାୟୋପିକ ‘ପିଏମ୍‌ ନରେନ୍ଦ୍ର ମୋଦି’ ଏବେ ବକ୍ସ ଅଫିସରେ...

କାହା ପ୍ରେମରେ ପଡିଛନ୍ତି ସିଦ୍ଧାର୍ଥ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରାଙ୍କ ଅଭିନୀତ ଫିଲ୍ମ ‘ଜବରିୟା ଯୋଡି’ର ଟ୍ରେଲର ନିକଟରେ ରିଲିଜ୍‌ ହୋଇଛି। ଦର୍ଶକଙ୍କ ତରଫରୁ ଏହି ଟ୍ରେଲରକୁ ଭଲ ରେସ୍‌ପନ୍ସ...

ମାତ୍ର ୧୬ ବର୍ଷ ବୟସରେ ବଲିଉଡରେ ବୋଲ୍ଡ୍‌ ସିନ୍‌ ଦେଇଥିଲେ ଏହି ନାୟିକା

ମୁମ୍ବାଇ: ୮୦ ଦଶକରେ ବଲିଉଡ୍‌ ପରଦାରେ ବୋଲ୍ଡ ସିନ୍‌ କଥା କହିଲେ ବା ଶୁଣିଲେ ଟିକେ ଅଡୁଆ ଲାଗୁଥିଲା। ତଥାପି ସେ ସମୟରେ ମାତ୍ର ୧୬...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *