ଗୋପବନ୍ଧୁ ସ୍ବାସ୍ଥ୍ୟବୀମା ଯୋଜନାର ନବୀକରଣ ପ୍ରସ୍ତାବ ଅନୁମୋଦନ, ଉପକୃତ ହେବେ ତାଲିକାଭୁକ୍ତ ୬,୦୧୧ ସାମ୍ବାଦିକ

ଭୁବନେଶ୍ୱର,୧।୬(ବ୍ୟୁରୋ): କର୍ମଜୀବୀ ସାମ୍ବାଦିକମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋପବନ୍ଧୁ ସ୍ବାସ୍ଥ୍ୟବୀମା ଯୋଜନାର ନବୀକରଣ ପ୍ରସ୍ତାବକୁ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଅନୁମୋଦନ କରିଛନ୍ତି। ଶୁକ୍ରବାର ଦାସ ପ୍ରଥମ କାର୍ଯ୍ୟଦିବସରେ ଲୋକସମ୍ପର୍କ ଭବନସ୍ଥିତ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହି ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।

ପ୍ରକାଶଯୋଗ୍ୟ, ଗୋପବନ୍ଧୁ ସ୍ବାସ୍ଥ୍ୟବୀମା ଯୋଜନା ରାଜ୍ୟର କର୍ମଜୀବୀ ସାମ୍ବାଦିକମାନଙ୍କ ସ୍ବାସ୍ଥ୍ୟ, ସୁରକ୍ଷା ଓ ନିରାପତ୍ତା ପାଇଁ କାର୍ଯ୍ୟକାରୀ ହୋଇଛି। ମନ୍ତ୍ରୀଙ୍କ ଅନୁମୋଦନ ପରେ ରାଜ୍ୟର ତାଲିକାଭୁକ୍ତ ୬୦୧୧ଜଣ କର୍ମଜୀବୀ ସାମ୍ବାଦିକଙ୍କୁ ଏହି ଯୋଜନାର ସୁବିଧା ଅବିଚ୍ଛିନ୍ନ ଭାବେ ଉପଲବ୍ଧ ହେବ।


All Right Reserved By

ଶପଥ ଗ୍ରହଣ ଉତ୍ସବ ପାଇଁ ସୁରକ୍ଷା, ଟ୍ରାଫିକ୍‌ କଟକଣା

ଭୁବନେଶ୍ୱର, ୨୯ା୫(ବ୍ୟୁରୋ): ସାଧାରଣ ନିର୍ବାଚନରେ ବିପୁଳ ଜନ ସମର୍ଥନ ପାଇଥିବା ବିଜେଡି ପୁଣି ସରକାର ଗଠନ କରିବାକୁ ଯାଉଛି। ବୁଧବାର ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ...

ଛାତ୍ର ସଂସଦ ନିର୍ବାଚନକୁ ନେଇ ଆରମ୍ଭ ହେଲାଣି ଛକାପଞ୍ଝା: ଛାତ୍ରଙ୍କୁ ନିର୍ଯାତନା, କଲେଜ ଯିବାକୁ ବାରଣ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଛାତ୍ର ସଂସଦ ନିର୍ବାଚନ ନେଇ କୌଣସି ବିଜ୍ଞପ୍ତି ପ୍ରକାଶ ପାଇ ନ ଥିବା ବେଳେ ଏ ନେଇ ବିଭିନ୍ନ କଲେଜରେ...

ଚଳିତ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଛି ୯ ଶହ ବାସଗୃହ

ମାଲକାନଗିରି,୧୪ା୮ (ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଯୋଗୁ ୩ଥର ସୃଷ୍ଟି ପରିସ୍ଥିତି ହୋଇଥିଲା। ଏବେ ବନ୍ୟା ଛାଡ଼ିଯାଇଛି ସତ ଲୋକଙ୍କ ଦୁର୍ଦ୍ଧଶା କମିନି। ଜିଲା...

କ୍ୟାବିନେଟ୍‌ ମନ୍ତ୍ରୀଭାବେ ଶପଥ ନେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୩୦।୫(ବ୍ୟୁରୋ)-ଭାଜପା ନେତା ଧର୍ମେନ୍ଦ୍ର ପ୍ରଧାନ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ରେ ସ୍ଥାନ ପାଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଧର୍ମେନ୍ଦ୍ରଙ୍କୁ ପଦ ଓ...

ଧାନ ତଳି ଉପରେ ୨ ଫୁଟର ପାଣି

ପଦ୍ମପୁର, ୫।୭ (ଡି.ଏନ.ଏ.) – ବିଳମ୍ବିତ ମୌସୁମୀ ବର୍ଷା ପରେ ନଦୀ ଜଳ ଏବେ ଚାଷୀଙ୍କ ପାଇଁ କାଳ ସାଜିଛି। ଭଦ୍ରକ ବ୍ଲକ ସାହାଡ଼ା ପଞ୍ଚାୟତର...

ଘରୋଇ କଲେଜ ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ଭୁୁବନେଶ୍ୱର, ୫।୭(ବ୍ୟୁରୋ) : ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଥିବା ଏକ ଘରୋଇ ଯୁକ୍ତ୨ ସାଇନ୍ସ କଲେଜ ହଷ୍ଟେଲରେ ଜଣେ ଛାତ୍ରଙ୍କ ମୃତଦେହ ବୁଧବାର ସନ୍ଦେହଜନକ ଅବସ୍ଥାରେ...

ଶ୍ରୀ ରାମଚନ୍ଦ୍ର ଭବନରେ ସ୍ଥାନ ପାଇଲା କବି ବ୍ରଜନାଥ ରଥଙ୍କ ତୈଳଚିତ୍ର

ବାଲେଶ୍ୱର ଅଫିସ,୧୨।୬: ବାଲେଶ୍ୱରର ବିଶିଷ୍ଟ କବି ବ୍ରଜନାଥ ରଥଙ୍କର ତୈଳଚିତ୍ର ମଙ୍ଗଳବାର ଶ୍ରୀ ରାମଚନ୍ଦ୍ର ଭବନରେ ସ୍ଥାନୀତ ହୋଇଛି।  ଏହି ଅବସରରେ ଆୟୋଜିତ ସଭାରେ ଉତ୍କଳ...

କର୍ମଚାରୀଙ୍କୁ ଆଇସିୟୁରେ ସିଟ୍‌ ମିଳିଲାନି: ମୃତ୍ୟୁ ପରେ କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା, ଧାରଣା ଦେଲେ ଆଟେଣ୍ଡାଣ୍ଟ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ଆଇସିୟୁରେ ସିଟ୍‌ ଥିବା ସତ୍ତ୍ୱେ ନ ଦେବା, ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ପରାମର୍ଶ ଦେବା, ଗୁରୁତର ରୋଗୀଙ୍କ ମୃତ୍ୟୁ ଘଟିବା ପ୍ରତିବାଦରେ କ୍ୟାପିଟାଲ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *