ତୈମୁରଙ୍କ ହାତରେ ଟାଟୁ

ମୁମ୍ବାଇ,୧।୬: ନିକଟରେ ଶାହରୁଖ ଖାଁ ନିଜ ସାନ ପୁଅ ଅବରାମଙ୍କ ବର୍ଥଡେ ସେଲିବ୍ରେଟ କରିଥିଲେ। ଏହି ବାର୍ଥଡେ ପାର୍ଟିରେ ସୈଫ ଅଲ୍ଲୀ ଖାଁ, କରୀନା କପୁର ଖାଁଙ୍କ ସହ ତୈମୁର ମଧ୍ୟ ପହଞ୍ଚିଥିଲେ। ପାର୍ଟିରେ ତୈମୁର ଖୁବ୍‌ ଏନଜୟ କରିବା ସହ ନିଜ ହାତରେ ଟାଟୁ କରିଥିବା ଦେଖିବାକୁ ମିଳିଛି। ତୈମୁରଙ୍କୁ ଟାଟୁର ବହୁ ସଉକ ରହିଥିବା ଜଣାପଡ଼ିଛି। ତୈମୁର ଟାଟୁ ତିଆରି କରଉଥିବାର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଫଟୋରେ ତୈମୁର ପିଙ୍କ କଲରର ଶାର୍ଟ ପିନ୍ଧିଥିବା ବେଳେ ଡେନିମ ଜିନ୍ସରେ ସବୁଥର ଭଳି ଖୁବ୍‌ କ୍ୟୁଟ ଦେଖାଯାଉଛନ୍ତି। ତାଙ୍କର ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


All Right Reserved By Dharitri.Com

କ୍ରିସ୍‌ମାସ୍‌ରେ ରୋମାଣ୍ଟିକ ହେଲେ ଏହି ଦୁଇ ଯୋଡ଼ି

ବମ୍ବେ: ବଡଦିନ ତଥା ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନକୁ ଧୂମ୍‌ଧାମରେ ପାଳନ କରିଛନ୍ତି ବଲିଉଡର ଅନେକ କଳାକାର। ଅନେକ ଘରକୁ ରଙ୍ଗ ବେରଙ୍ଗର ଆଲୋକମାଳାରେ ସଜାଇ କ୍ରିସମାସ୍‌...

ଦୀପିକାଙ୍କୁ ଦରକାର ମୋ ଭଳି ପରାମର୍ଶଦାତା: ବାବା ରାମଦେବ

ମୁମ୍ବାଇ,୧୪।୧: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟିରେ ହୋଇଥିବା ହିଂସା ପରେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ସେଠାକୁ ଗସ୍ତ କରିଥିଲେ। ସେଠାରେ ସେ ବିରୋଧ ପ୍ରଦର୍ଶନକାରୀ...

ଏମାନେ ଦାମୀ ଷ୍ଟାର କିନ୍ତୁ ଚଢ଼ନ୍ତି ଶସ୍ତା କାର

ବଲିଉଡ୍‌ର କିଛି ଷ୍ଟାରଙ୍କ ଲାଇଫ୍‌ଷ୍ଟାଇଲ ସବୁବେଳେ ଚର୍ଚ୍ଚାରେ ରହିଥାଏ। ଫିଲ୍ମ କ୍ୟାରିୟର ବାଦ୍‌ ସେମାନଙ୍କ ଦୈନନ୍ଦିନ ଚଳଣି ସାଧାରଣ ଲୋକଙ୍କ ପରି ହୋଇଥାଏ।  ବିଗ୍‌ ଟାଉନ୍‌ରେ...

ଫିଲ୍ମ ‘ପାନିପତ୍‌’ ଟ୍ରେଲର୍‌: ନାୟକ ନୁହେଁ, ଦର୍ଶକଙ୍କ ହୃଦୟ ଜିତିଲେ ଖଳନାୟକ

ନିର୍ଦ୍ଦେଶକ ଆଶୁତୋଷ ଗ୍ବାରିକରଙ୍କ ଆଗାମୀ ଫିଲ୍ମ ‘ପାନିପତ୍‌’ର ଟ୍ରେଲର ଇତିମଧ୍ୟରେ ରିଲିଜ୍‌ ହୋଇଯାଇଛି। ଆଫଗାନ ଓ ମରାଠା ଯୋଦ୍ଧାଙ୍କ ମଧ୍ୟରେ ହୋଇଥିବା ତୃତୀୟ ପାନିପତ୍‌ ଯୁଦ୍ଧକୁ...

ନିଜ ବିବାହକୁ ନେଇ ଫିଲ୍ମ ନିର୍ମାଣ କରିବେ ପ୍ରିୟଙ୍କା

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଆସିଛନ୍ତି। ବିବାହ ପରେ ପ୍ରାୟତଃ ସ୍ବାମୀ ନିକ୍‌ ଜୋନାସ୍‌ଙ୍କ ସହ ଆମେରିକାରେ ରହୁଥିବା ପ୍ରିୟଙ୍କା ନିଜ ଆଗାମୀ...

ଲଭ୍‌ ଲାଇଫ୍‌ କଥା କହିଲେ ଦୀପିକା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ବର୍ତ୍ତମାନ ଫିଲ୍ମ ବ୍ୟତୀତ ଏକ ସୁଖୀ ଦାମ୍ପତ୍ୟ ଜୀବନଯାପନ କରୁଛନ୍ତି। ସେ ୨୦୧୭ରେ ରଣବୀର ସିଂଙ୍କୁ ବିବାହ କରିଥିଲେ।...

ପ୍ରେମରେ ପଡ଼ିଛନ୍ତି ତମନ୍ନା

ଓଡ଼ିଆ ଅଭିନେତ୍ରୀ ତମନ୍ନା ଏବେ ପ୍ରେମରେ ଉବୁଟୁବୁ। ପୁଣି ସେ ଏପରି ଯୁବକଙ୍କ ପ୍ରେମରେ ପଡିଛନ୍ତି ଯିଏ ଏକ ଅଦ୍ଭୁତ ଶକ୍ତିର ଅଧିକାରୀ। ସେହି ଶକ୍ତି...

ରିଲିଜ ହେଲା ଫିଲ୍ମ ‘ଲକ୍ଷ୍ମୀ ବମ୍‌’ର ପ୍ରଥମ ପୋଷ୍ଟର, କିନ୍ନର ଭୂମିକାରେ ନଜର ଆସିବେ ଅକ୍ଷୟ

ମୁମ୍ବାଇ: ଆଗାମୀ ଫିଲ୍ମ ‘ଲକ୍ଷ୍ମୀ ବମ୍‌’ରେ କିନ୍ନର ଭୂତ ଭୂମିକାରେ ନଜର ଆସିବେ ବଲିଉଡ୍‌ ସୁପରଷ୍ଟାର ଅକ୍ଷୟ କୁମାର। ଫିଲ୍ମର ପ୍ରଥମ ପୋଷ୍ଟର ରିଲିଜ ପରେ...

Leave a comment

Your email address will not be published. Required fields are marked *