୨୩ ଦିନରେ ୧୫୬.୬ମି.ମି ବର୍ଷା

ଭୁବନେଶ୍ୱର, ୨୩।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍‌ ଗତ ୧ରୁ ୨୩ତାରିଖ ମଧ୍ୟରେ ଓଡ଼ିଶାରେ ୧୫୬.୬ମି.ମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ବାଭାବିକ ବର୍ଷା ୧୪୬.୮ମିମି ଠାରୁ ୭ ପ୍ରତିଶତ ଅଧିକ ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ ରାୟଗଡ଼ା, ଗଞ୍ଜାମ, ଗଜପତି, ଯାଜପୁର, ଭଦ୍ରକ, କନ୍ଧମାଳ ଏବଂ କେନ୍ଦୁଝର ଆଦି ୭ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ଯାହା ସ୍ବାଭାବିକ ବର୍ଷାଠାରୁ ୨୦ରୁ ୫୯% କମ୍‌ ରହିଛି। ଏହି ସମୟ ମଧ୍ୟରେ ପୁରୀ, ସୁନ୍ଦରଗଡ଼ ଓ କୋରାପୁଟ ଆଦି ୩ ଜିଲାରେ ସ୍ବାଭାବିକଠାରୁ ଅତ୍ୟଧିକ ଅର୍ଥାତ୍‌ ୬୦% କିମ୍ବା ତା’ଠାରୁ ଅଧିକ ବର୍ଷା ହୋଇଛି। ସେହିପରି ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ନୂଆପଡ଼ା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ମାଲକାନଗିରି ଆଦି ୯ଜିଲାରେ ସ୍ବାଭାବିକଠାରୁ ୨୦ରୁ ୫୯% ଯାଏ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଅବଶିଷ୍ଟ ୧୧ଜିଲାରେ ସ୍ବାଭାବିକ ବର୍ଷା ଅନୁଭୂତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri