ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୩ ଜଣ ଲୋକାଲ କେସ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୪ ହଜାର ୧୬୦ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୩ ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୬, ଭଦ୍ରକରୁ ୩, କଟକରୁ ୬, ଢେଙ୍କାନାଳରୁ ୨, ଗଞ୍ଜାମ ୩, ଜଗତ୍‌ସିଂହପୁରରୁ ୨, ଯାଜପୁରରୁ ୫, ଝାରସୁଗୁଡାରୁ ୫, କେନ୍ଦୁଝରରୁ ୪, କୋରାପୁଟରୁ ୧, ମୟୂରଭଞ୍ଜରୁ ୨, ନୟାଗଡ଼ରୁ ୧, ପୁରୀରୁ ୫ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୩, ସୁନ୍ଦରଗଡରୁ ୫ ଥିବା ବେଳେ ଷ୍ଟେଟ ପୁଲ୍‌ରୁ ୨୦ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜ ଦୁର୍ଘଟଣା ପରେ ବି ଚେତୁନାହାନ୍ତି ଟ୍ରଲର ମାଲିକ, ବିପସଙ୍କୁଳ ଅବସ୍ଥାରେ ଚାଲିଛି ମାଛଧରା

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ୧୦ହଜାରରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ବଙ୍ଗୋପସାଗର ଉପରେ ନିର୍ଭର କରନ୍ତି। ମାଛ ଧରିଲେ ପରିବାର…

ଲ୍ୟାଣ୍ଡିଂ ବେଳେ ଫେଲ୍‌ ହେଲା ବ୍ରେକ୍‌ : ସିଧା ଯାଇ ଖୁଣ୍ଟରେ ପିଟିହେଲା ଇଣ୍ଡିଗୋ ବିମାନ, ତା’ପରେ…

ଶ୍ରୀନଗର,୪।୯: ମୁମ୍ବାଇରୁ ଶ୍ରୀନଗର ପହଞ୍ଚିଥିବା ଇଣ୍ଡିଗୋର ବିମାନ 6E 225 ଲ୍ୟାଣ୍ଡିଂ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଲ୍ୟାଣ୍ଡିଂ ପରେ ବିମାନଟି ପାର୍କିଂ ବେ’ ଆଡ଼କୁ ଯାଉଥିବା ସମୟରେ…

ଆଦିବାସୀ ଛାତ୍ରଙ୍କ ସମର୍ଥନରେ ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା, ଦରକାର ପଡ଼ିଲେ…

ମୁମ୍ବାଇ,୪।୯: ମହାରାଷ୍ଟ୍ରର ନାସିକରେ ଆନ୍ଦୋଳନରତ ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଅନଶନ ଶେଷ କରିବାକୁ ଅପିଲ୍ କରିଛନ୍ତି କକରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ। ଗୁରୁବାରନାସିକର ଇଦଗାହ…

ଇସ୍ରୋର ଆଉ ଏକ ବଡ଼ ସଫଳତା, ଲଞ୍ଚ ହେଲା EOS-05 ସାଟେଲାଇଟ୍

ନୂଆଦିଲ୍ଲୀ,୪ା୯: ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ) ଅନ୍ତରୀକ୍ଷ କ୍ଷେତ୍ରରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରର…

କଳାହାଣ୍ଡି ଜିଲାରେ ଶିକ୍ଷାର ବିକଳ ଚିତ୍ର: ୩୮୨୦ ଡ୍ରପ୍‌ଆଉଟ ଛାତ୍ରୀଛାତ୍ର

ଭବାନୀପାଟଣା, ୪ା୯(ଉତ୍ତମ କୁମାର ଦାଶ):ଶିକ୍ଷାର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣାରେ ଛାତ୍ରୀଛାତ୍ରଙ୍କୁ ବହି,…

ବର୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…

ଭୁବନେଶ୍ୱର,୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ…

ଇରାନ୍‌କୁ ଆର୍ଥିକ ଫାଇଦା ପହଞ୍ଚାଇଲେ ପରିଣାମ ଭୋଗିବ: ଆମେରିକା

ୱାଶିଂଟନ୍‌,୪।୯ (ପି.ଟି.): କିର୍‌ଗିଜସ୍ଥାନର ବିଶ୍‌କେକ୍‌ଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମ୍ମିଳନୀ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇରାନ୍‌ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ୍‌ଙ୍କ…

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri