ନଚାଇଲେ ରିୟା, ଝୁମାଇଲେ ଦୀପ୍ତିରେଖା

ଢେଙ୍କାନାଳ ଅଫିସ, ୨ା୧ – ଢେଙ୍କାନାଳ ଶିବମଣ୍ଡପ ସନ୍ତୋଷୀ ଗାର୍ଡେନରେ ରାଇଜିଂଷ୍ଟାର କ୍ଲବ ପକ୍ଷରୁ ବୁଧବାର ସନ୍ଧ୍ୟାରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ମଧ୍ୟରେ ନବବର୍ଷକୁ ସ୍ବାଗତ କରାଯାଇଛି। ଓଲିଉଡ ଅଭିନେତ୍ରୀ ରିୟାଙ୍କ ମନଛୁଅଁା ନୃତ୍ୟ ଏବଂ ଦୀପ୍ତିରେଖାଙ୍କ ସଙ୍ଗୀତର ଯାଦୁ ଶୀତୁଆ ସନ୍ଧ୍ୟାରେ ଭରିଥିଲା ବେଶ୍‌ ରୋମାଞ୍ଚ। ଶେଷ ପର୍ଯ୍ୟାୟରେ ହାସ୍ୟ ଅଭିନେତା ପପୁ ପମ୍‌ପମ୍‌ ଉପସ୍ଥିତ ଜନତାଙ୍କୁ ହସାଇ ହସାଇ ବେଦମ୍‌ କରିଥିଲେ। ମୁଖ୍ୟଅତିଥି ଭାବେ ଏମ୍‌ପି ମହେଶ ସାହୁ, ମୁଖ୍ୟବକ୍ତା ବିଧାୟକ ସୁଧୀର କୁମାର ସାମଲ, ସମ୍ମାନିତ ଅତିଥି ଢେଙ୍କାନାଳ ଚାମ୍ବର୍ସ ଅଫ୍‌ କମର୍ସ ସଭାପତି ଶରତ ଚନ୍ଦ୍ର ପାଢ଼ୀ, ବଲ୍‌ ବ୍ୟାଡମିଣ୍ଟନ ସଂଘର ରାଜ୍ୟ ସଭାପତି ଷ୍ଟାଲିନ ପରିଜା ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଜଗନ୍ନାଥ ରାଉଳ, ଜୟକୃଷ୍ଣ ବେହେରା, ଗତିକୃଷ୍ଣ ନାୟକ, ଗୋବିନ୍ଦ ରାଉଳଙ୍କ ସମେତ କଳାକାର ରିୟା, ଦୀପ୍ତିରେଖା ଏବଂ ପପୁ ପମ୍‌ପମ୍‌ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଅନୁଷ୍ଠାନର ସଭାପତି ସନାତନ ରାଉଳ, ସମ୍ପାଦକ ଗୁରୁପଦ ବିଶ୍ୱାଳ, ସତ୍ୟ ନାରାୟଣ କର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।


All Right Reserved By Dharitri.Com

ଆବାସ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୩୧ା୧ – ଢେଙ୍କାନାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ବୁଧବାର ଅପରାହ୍ନରେ ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ସ୍ବତନ୍ତ୍ର...

କମୁନି ହାତୀପଲ ଉତ୍ପାତ

ପରଜଙ୍ଗ, ୨୬।୮(ଡି.ଏନ.ଏ.)  ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ ହାତୀ ଉପଦ୍ରବ କମୁନାହିଁ। ନରହନ୍ତା ଦନ୍ତା ଆତଙ୍କରେ ଅଞ୍ଚଳବାସୀ ତ୍ରାହି ତ୍ରାହି ଡାକିଲେଣି। ଶନିବାର...

କଙ୍କଡ଼ାହାଡ଼ ଥାନା ଆଇଆଇସି ସସ୍‌ପେଣ୍ଡ

ଢେଙ୍କାନାଳ ଅଫିସ,୩୦ା୧: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଆଇଆଇସି ପ୍ରମୋଦ କୁମାର ଲେଙ୍କାଙ୍କୁ ଗୁରୁବାର ସସ୍‌ପେଣ୍ଡ କରାଯାଇଛି। ଜଣେ ଅସହାୟା ମହିଳାଙ୍କ ଅଭିଯୋଗ ନ ରଖିବାରୁ...

ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ଏମିତି: ରୋଗୀଙ୍କୁ ଇଞ୍ଜେକ୍‌ଶନ ଦେଉଛନ୍ତି କର୍ମଚାରୀ, ଭିଡିଓ ଭାଇରାଲ

ଢେଙ୍କାନାଳ ଅଫିସ,୪।୧୨: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ମେଡିସିନ ଓ୍ବାର୍ଡରେ ଜଣେ ମହିଳା ରୋଗୀଙ୍କୁ ଚିକିତ୍ସାଳୟର ଜଣେ ମହିଳା କର୍ମଚାରୀ ଇଞ୍ଜେକ୍‌ଶନ ଦେଉଥିବାର ଏକ ଭିଡିଓ...

ବିହାରରୁ ନିଖୋଜ ବୃଦ୍ଧ ଢେଙ୍କାନାଳରୁ ଉଦ୍ଧାର

ଢେଙ୍କାନାଳ ଅଫିସ, ୩୦।୧୦: ବିହାରରୁ ୭ମାସ ତଳେ ନିଖୋଜ ହୋଇଯାଇଥିବା ଜଣେ ବୃଦ୍ଧଙ୍କୁ ଦୀପାବଳି ଦିନ ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଅଞ୍ଚଳରୁ ଉଦ୍ଧାର କରାଯାଇଛି।...

ଟଙ୍କା ନ ଦେଲେ ମିଳୁନି କାର୍ଯ୍ୟାଦେଶ

ପରଜଙ୍ଗ, ୨୧।୧୦(ଡି.ଏନ.ଏ.) ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅର୍ଥ କାରବାର ହେଉଥିବା ଅଭିଯୋଗ ହୋଇଛି। ଟଙ୍କା ନ ଦେଲେ କାର୍ଯ୍ୟାଦେଶ ଦିଆଯାଉନାହିଁ। ଏ...

ଜାତୀୟ ତମାଖୁ ବର୍ଜନ ସଚେତନତା ‘ତମାଖୁ ସବୁଠାରୁ ମାରାତ୍ମକ’

ଢେଙ୍କାନାଳ ଅଫିସ, ୭।୧୨ – ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ସଂସ୍ଥାନ (ଆଇଆଇଏମ୍‌ସି) ପରିସରରେ ଜିଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ଶୁକ୍ରବାର ମହାବିଦ୍ୟାଳୟସ୍ତରୀୟ ଜାତୀୟ ତମାଖୁ ବର୍ଜନ...

ଅଧାବାଟରେ ଛାଡ଼ି ପଳାଇଲେ ପ୍ରେମିକ

ପରଜଙ୍ଗ, ୨୨।୮(ଡି.ଏନ.ଏ.) – ପ୍ରେମ ପ୍ରତାରଣାର ଶିକାର ହୋଇଥିବା ଜଣେ ବିବାହିତା ମହିଳା ସ୍ତ୍ରୀ ମାନ୍ୟତା ଦାବିରେ ତାଲା ଭାଙ୍ଗି ଅଭିଯୁକ୍ତ ପ୍ରେମିକଙ୍କ ଘରେ ପଶିବା...

Leave a comment

Your email address will not be published. Required fields are marked *