Posted inରାଜ୍ୟ

ସୁସ୍ଥ ହେଲେ ୧୫୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୯ା୧- ଓଡ଼ିଶାରେ ଶୁକ୍ରବାର ୧୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତ ସଂଖ୍ୟା ୩,୩୧,୮୨୪ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୩୦, ପୁରୀ ଓ ସମ୍ବଲପୁରରୁ ୨୩, ବାଲେଶ୍ୱର ୧୨, ଅନୁଗୁଳ ଓ ଖୋର୍ଦ୍ଧାରୁ ୯, ବରଗଡ଼ରୁ ୭, ଜଗତ୍‌ସିଂହପୁର ୬, କଟକ ଓ ଯାଜପୁରରୁ ୫, ଝାରୁସୁଗୁଡ଼ା ୪, ବଲାଙ୍ଗୀର, ଗଜପତି ଓ ନୂଆପଡ଼ାରୁ ୩, ଗଞ୍ଜାମ, କେନ୍ଦୁଝର, କୋରାପୁଟ ଓ ମୟୁରଭଞ୍ଜରୁ ୨, ଭଦ୍ରକ, ବୌଦ୍ଧ, ଦେଓଗଡ଼, କନ୍ଧମାଳ ଓ ସୋନପୁର ଜଣେ ଏବଂ ଷ୍ଟେଟ୍‌ ପୁଲରୁ ଦୁଇ ଜଣେ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିବହନ ବିଭାଗର କଠୋର ଆଭିମୁଖ୍ୟ: ବୈଧ ବୀମା ନଥିବା ଗାଡ଼ି…

ଭୁବନେଶ୍ୱର, ୧୦।୮: ବୈଧ ବୀମା ନଥିବା ଗାଡ଼ି ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ। ଟୋଲଗେଟ୍‌ରେ ଇ- ଡିଟେକ୍ସନ ପଦ୍ଧତିରେ କଡ଼ାକଡ଼ି ଯାଞ୍ଚ କରାଯିବ। ବୀମା, ଫିଟନେସ,…

ଜିଲା ଶିକ୍ଷାଅଧିକାରୀଙ୍କୁ କଳାହାଣ୍ଡି ଘରୋଇ ସଂଘର ଦାବିପତ୍ର: ସିଓଆର ଓ ଆରଟିଇ ପ୍ରତିପୂରଣ ପାଇଁ …

ଭବାନୀପାଟଣା,୧୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଘରୋଇ ସ୍କୁଲ ସଂଘ ର ସଭ୍ୟମାନେ ସୋମବାର ଜିଲା ଶିକ୍ଷା ଅଧିକାରୀଙ୍କୁ ଭେଟି ସିଓଆର ଓ ଆରଟିଇ ପ୍ରତିପୂରଣ ଏକ…

ଜେ.କେ. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ

ରିଷିଡା, ୧୦।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ରିଷିଡାସ୍ଥିତ ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତଦୁଇ ପ୍ରଥମ ବର୍ଷ (କଳା ଓ ବିଜ୍ଞାନ)…

ରାଜନୀତିରେ ହଲଚଲ: ଯୁବମୋର୍ଚ୍ଚା ସଭାପତି ନିଯୁକ୍ତ କଲା ଭାଜପା, ଏହି ୨ ଜଣଙ୍କୁ ମିଳିଲା ଗୁରୁଦାୟିତ୍ୱ

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ପଞ୍ଚାୟତ ଓ ପୌର ନିର୍ବାଚନ ଯେତିକି ପାଖାଉଛି ରାଜନୈତିକ ଉଷ୍ମତା ସେତିକି ବଢୁଛି ।ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରସ୍ତୁତ…

ଗାଁରେ ଚାଞ୍ଚଲ୍ୟ: ଘରେ ଆତ୍ମହତ୍ୟା କଲେ ନାବାଳିକା, ପୋଲିସ ପହଞ୍ଚି…

ଗୁଣପୁର,୧୦।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହରର ପୁରୁଣା ଗୁଣପୁର ଉପର ସଉରା ସାହିରେ ଜଣେ ୧୪ ବର୍ଷୀୟା ନାବାଳିକା ଘରେ ଆତ୍ମହତ୍ୟା କରିଥିବା ଘଟଣା ଘଟିଛି।…

ଘର ତାଲା ଭାଙ୍ଗି ଚୋରି: ୩୦ ଭରି ସୁନା ଅଳଙ୍କାର, ୮ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ….

ଦିଗପହଣ୍ଡି,୧୦|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧ ନଂ ୱାର୍ଡ ରାଜପୁର ରୋଡରେ ରହୁଥିବା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଭାସ୍କର ସାହୁଙ୍କ ଘର ସମ୍ମୁଖ କବାଟ…

କୂଳ ଲଙ୍ଘୁଛି ଆର୍ଯ୍ୟପଲ୍ଲୀ ସମୁଦ୍ର: ବଢୁଛି ଲୋକଙ୍କ ମଧ୍ୟରେ ଭୟ, ବର୍ଷାରେ ଉପଜିଲାପାଳ…

ଛତ୍ରପୁର,୧୦।୮ (ଦିଲ୍ଲୀପସାମଲ /ଦ୍ୱାରିକା ପଟ୍ଟନାୟକ ): ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବା ଯୋଗୁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଭୟ…

ନାକ ଫୁଲ ଗିଳି ଦେଲେ ଶେହନାଜ: ଶୁଟି ସେଟ୍‌ରେ ଘଟିଲା…

ଚୁଲବୁଲି ଅଭିନେତ୍ରୀ ଶେହନାଜ ଗିଲଙ୍କ ସହ ଏକ ଦୁର୍ଘଟଣା ଘଟିଛି। ଶୁଟିଂ କରୁଥିବା ସମୟରେ ସେ ଭୁଲବଶତଃ ତାଙ୍କ ନାକ ଫୁଲ ଗିଳିଦେଇଛନ୍ତି। ଏହି ଘଟଣା ସେଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri