ରାଜ୍ୟରେ ନୂଆ ୧୫୭ କରୋନା ପଜିଟିଭ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୩୭୨୩ରେ ପହଞ୍ଚିଲା

ଭୁବନେଶ୍ୱର, ୨୦।୧(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ଦିନ ରାଜ୍ୟରୁ ୧୫୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୭୨୩ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳରୁ ୮ ଜଣ ରହିଥିବା ବେଳେ ବାଲେଶ୍ୱରରୁ ୧୨, ବରଗଡ଼ ୭, ଭଦ୍ରକ ୧, ବଲାଙ୍ଗୀର ୩, ବୌଦ୍ଧ ୧, କଟକ ୫, ଗଞ୍ଜାମ ୩, ଜଗତସିଂହପୁର ୪, ଯାଜପୁର ୮, ଝାରସୁଗୁଡ଼ା ୪, କଳାହାଣ୍ଡି ୧, ଖୋର୍ଦ୍ଧା ୮, କୋରାପୁଟ ୨, ମୟୂରଭଞ୍ଜ ୩, ନବରଙ୍ଗପୁର ୧, ନୂଆପଡ଼ା ୯, ପୁରୀ ୨୦, ରାୟଗଡ଼ା ୨, ସମ୍ବଲପୁର ୧୮, ସୋନପୁର ୧, ସୁନ୍ଦରଗଡ଼ ୩୦ ଏବଂ ଷ୍ଟେଟ ପୁଲରୁ ୨ଜଣ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri