ଜାତୀୟ ରାଜପଥରେ ଲାଗିବ ସିସିଟିଭି

ଭୁବନେଶ୍ୱର,୨।୧(ବ୍ୟୁରୋ): ଜାତୀୟ ରାଜପଥରେ ଲଗାଯିବ ସିସିଟିଭି। ରାଜ୍ୟରେ ବଢ଼ିବାରେ ଲାଗିଥିବା ସଡ଼କ ଦୁର୍ଘଟଣାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଗିରିସୋଲାରୁ ପୁଇଁତଲା ଯାଏ ସିସିଟିଭିି ଲାଗିବ। ଜାତୀୟ ରାଜପଥର ୫୨ କିମି ପର୍ଯ୍ୟନ୍ତ ସିସିଟିଭି ଲଗାଇବାକୁ ପଦକ୍ଷେପ ନିଆଯାଉଥିବା ଗୁରୁବାର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି।


All Right Reserved By Dharitri.Com

ଖାଲିପଡ଼ୁଛି ରେଷ୍ଟୁରାଣ୍ଟ୍‌, ପବ୍‌

ଭୁବନେଶ୍ୱର,୧୭।୩(ବ୍ୟୁରୋ): ଭିଡ଼ ଜମୁଥିବା ରେଷ୍ଟୁରାଣ୍ଟ ଓ ପବ୍‌ ଏବେ ଖାଲିପଡ଼ୁଛି। ଗ୍ରାହକଙ୍କ ଅପେକ୍ଷାରେ କର୍ମଚାରୀଙ୍କ ଦିନ କଟୁଛି। କରୋନା ଭୟ ଯୋଗୁ ବିପୁଳ କ୍ଷତିଗସ୍ତ ହୋଇଛି...

ଅଗଷ୍ଟ ୩କୁ ଘୁଞ୍ଚିଲା ମହାନଦୀ ଶୁଣାଣି

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ଶନିବାର ହୋଇଛି। ଓଡ଼ିଶା ପକ୍ଷରୁ ହୋଇଥିବା ମଧ୍ୟବର୍ତ୍ତିକାଳୀନ ଆବେଦନ ଉପରେ ଏହି ଶୁଣାଣି ହୋଇଛି। ପରବର୍ତ୍ତୀ...

ଗୃହ ବିଭାଗ ଖର୍ଚ୍ଚ ଦାବି ଆଲୋଚନା:‘ଅପରାଧ ବୃଦ୍ଧି ପାଇଲେ ବିକାଶ ହୁଏନାହିଁ’

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ବିଧାନସଭାରେ ସୋମବାର ଗୃହ ଏବଂ ସାଧାରଣ ପ୍ରଶାସନ ବିଭାଗ ଖର୍ଚ୍ଚ ଦାବି ଉପରେ ଆଲୋଚନା ବେଳେ ବିରୋଧୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି...

ଆସନ୍ତା ଜାନୁୟାରୀ ୨୦ରୁ ଭୁବନେଶ୍ୱର-ସୁରଟ ମଧ୍ୟରେ ଉଡିବ ବିମାନ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ଆସନ୍ତା ଜାନୁୟାରୀ ୨୦ ତାରିଖରୁ ଭୁବନେଶ୍ୱର-ସୁରଟ ମଧ୍ୟରେ ବିମାନ ଚଳାଚଳ ହେବ। ଏୟାର ଇଣ୍ଡିଆ ପକ୍ଷରୁ ଏହି ସେବା ଯୋଗାଇ ଦିଆଯିବ। ସୋମବାର ଓ...

‘ଅଧିକାଂଶ ନାରୀ ନିର୍ଯାତନା ପ୍ରସଙ୍ଗରେ ବିଜେଡି ନେତା ସାମିଲ’

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟରେ ମହିଳାମାନେ ସୁରକ୍ଷିତ ନାହାନ୍ତି। ପ୍ରତିଦିନ ମହିଳାଙ୍କ ସହ ବଳାତ୍କାର, ଅସଦାଚରଣ ବୃଦ୍ଧି ପାଇବାରେ ଲାଗିଛି। ବିଶେଷଭାବେ ଶାସକ ଦଳ ନେତା ଓ କର୍ମୀମାନେ...

ରାଜଧାନୀ ଏକ୍ସପ୍ରେସର ସମୟ ପରିବର୍ତ୍ତନ

ଭୁବନେଶ୍ୱର, ୭।୧(ବ୍ୟୁରୋ): ଉତ୍ତର ଭାରତରେ ଘନ କୁହୁଡ଼ି ଯୋଗୁ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହେଉଛି। ପୂର୍ବ ଭାରତରେ ବି ଏହାର ପ୍ରଭାବ ପଡ଼ିଛି। ଏଥିପାଇଁ ସୋମବାର...

ରାଜ୍ୟ ସରକାରଙ୍କ ଘୋଷଣାକୁ ଗଜପତି ମହାରାଜାଙ୍କ ସ୍ବାଗତ: ଐତିହ୍ୟ, ପରମ୍ପରାକୁ ଦୃଷ୍ଟିରେ ରଖାଯାଉ

ପୁରୀ ଅଫିସ, ୨୫।୮: ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ଉନ୍ନତି ପାଇଁ ରାଜ୍ୟ ସରକାର ବିଭିନ୍ନ ଘୋଷଣା କରିଛନ୍ତି। ଏହି ଘୋଷଣାକୁ ସ୍ବାଗତ କରିଛନ୍ତି ଗଜପତି...

ଦ୍ୱିତୀୟ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ସୁନା ଗହଣା, ଟଙ୍କା ନେଇ ଯୁବକ ଫେରାର

ଦିଗପହଣ୍ଡି,୧୭।୩(ଡି.ଏନ୍‌.ଏ.): ଦିଗପହଣ୍ଡି ଥାନା ଅଞ୍ଚଳର ଜନୈକା ବିବାହିତାଙ୍କୁ ଜଣେ ଯୁବକ ୨ୟ ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଛନ୍ତି। ଏପରି କି ଅଭିଯୁକ୍ତ ତାଙ୍କଠାରୁ ସୁନା...

Leave a comment

Your email address will not be published. Required fields are marked *