ଆଜି ରାଜ୍ୟରୁ ୧୫୭୨ ଆକ୍ରାନ୍ତ ଚିହ୍ନଟ, ଶୀର୍ଷରେ ଖୋର୍ଦ୍ଧା

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୫୭୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୭୪,୫୭୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୧୮ ଜଣ ଚିହ୍ନଟ ହୋଇଥିବା ବେଳେ ୬୫୪ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୩୦୯ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୩୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୬୧ ଏବଂ ସୁନ୍ଦରଗଡ଼ରୁ ୧୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୯, ବାଲେଶ୍ୱର ୬୨, ବରଗଡ଼ ୨୫, ଭଦ୍ରକ ୨୭, ବଲାଙ୍ଗୀର ୪୦, ବୌଦ୍ଧ ୨୫, ଦେବଗଡ଼ ୨୦, ଢେଙ୍କାନାଳ ୩୫, ଗଜପତି ୪୭, ଗଞ୍ଜାମ ୨୭, ଜଗତସିଂହପୁର ୪୮, ଯାଜପୁର ୫୨, ଝାରସୁଗୁଡ଼ା ୧୩, କଳାହାଣ୍ଡି ୨୨, କନ୍ଧମାଳ ୬୨, କେନ୍ଦ୍ରାପଡ଼ା ୩୦, କେନ୍ଦୁଝର ୪୩, କୋରାପୁଟ ୮୭, ମାଲକାନଗିରି ୬, ମୟୂରଭଞ୍ଜ ୬୦, ନବରଙ୍ଗପୁର ୨୦, ନୟାଗଡ଼ ୩୫, ନୂଆପଡ଼ା ୨୩, ପୁରୀ ୩୯, ରାୟଗଡ଼ା ୭୪, ସମ୍ବଲପୁରରୁ ୭୩ ଏବଂ ସୋନପୁରରୁ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୪୯।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୭୪,୫୭୫ରେ ପହଞ୍ଚିଥିବା ବେଳେ ୧୨,୭୪,୪୩୧ ଜଣ ସୁସ୍ଥ ହୋଇଛନ୍ତି। ୧୪,୨୫୩ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri