ଆଇସ୍‌-ସ୍ନୋ ଫେଷ୍ଟିଭାଲ୍‌: ୧୪ ଦେଶର କଳାକାର ନିର୍ମାଣ କରିଛନ୍ତି ୨ ଶହ କଳାକୃର୍ତ୍ତି

ବେଜିଂ,୩।୧: ଚାଇନାରେ ଆଇସ୍‌-ସ୍ନୋ ଫେଷ୍ଟିଭାଲ୍‌ ଆରମ୍ଭ ହୋଇଛି। ସ୍ଥାନୀୟ ହେଲୋଙ୍ଗୟାଙ୍ଗ୍‌ ପ୍ରଦେଶର ହାର୍ବିନ୍‌ଠାରେ ଅନୁଷ୍ଠିତ ହେଉଥିବା ଏହି ଉତ୍ସବରେ ୧୪ ଦେଶର କଳାକାର ଯୋଗଦେଇ ୨ ଶହ ଆକର୍ଷଣୀୟ କଳାକୃର୍ତ୍ତି ନିର୍ମାଣ କରିଛନ୍ତି। ୬ ଲକ୍ଷ ବର୍ଗ ମିଟରରେ ଥିବା ଏହି ସ୍ନୋ ଓ୍ବାଲର୍‌ଡରେ ୨.୨୦ କ୍ୟୁବିକ୍‌ ମିଟର ବରଫରେ ଶହେ ମିଟର ଉଚ୍ଚା ପର୍ଯ୍ୟନ୍ତ ବିଭିନ୍ନ କଳାକୃତ୍ତି ନିର୍ମିତ ହୋଇଛି। ପ୍ରଥମେ ୧୯୮୫ରେ ଏହି ଉତ୍ସବ ଆରମ୍ଭ ହୋଇଥିଲା। ଲୋକେ ଏହାକୁ ବେଶ୍‌ ପସନ୍ଦ କରିଥିଲେ। ପରେ ପ୍ରତିବର୍ଷ ଏଠାରେ ଏହି ଉତ୍ସବ ଶୀତଦିନେ ଅନୁଷ୍ଠିତ ହୋଇଆସୁଛି। ବରଫରେ ନିର୍ମିତ ହୋଇଥିବା ବିଭିନ୍ନ କଳାକୃର୍ତ୍ତି ଦେଖିବା ପାଇଁ ପ୍ରତିବର୍ଷ ଏଠାରେ ପର୍ଯ୍ୟଟକଙ୍କ ଭିଡ଼ ହୋଇଥାଏ।


All Right Reserved By Dharitri.Com

ଭିନ୍ନ ମେଳା: ଯେଉଁଠାରେ ବିବାହ ପାଇଁ ଅନ୍ୟର ସ୍ତ୍ରୀକୁ କରାଯାଏ ଚୋରି

ବିଶ୍ୱର ବିଭିନ୍ନ ସ୍ଥାନରେ ବିବାହର ରୀତି ଭିନ୍ନ ପ୍ରକାରର। ଏମିତି ଏକ ରୀତି ରହିଛି ଯେଉଁଠାରେ ପୁରୁଷମାନେ ଅନ୍ୟର ସ୍ତ୍ରୀକୁ ଚୋରିକରି ବିବାହ କରିଥାନ୍ତି। ପଶ୍ଚିମ...

କପଡ଼ା ଆଲମିରା ପଡ଼ି ଶିଶୁ ମୃତ: କମ୍ପାନୀ ଦେଲା ୩୩୧ କୋଟି କ୍ଷତିପୂରଣ

ନ୍ୟୁୟର୍କ,୮।୧: କପଡ଼ା ଆଲମିରା ପଡ଼ି ଜଣେ ୨ ବର୍ଷ ଶିଶୁର ମୃତ୍ୟୁ ଘଟଣାରେ ସମ୍ପୃକ୍ତ ଆଲମିଲା କମ୍ପାନୀକୁ ୩୩୧ କୋଟି ଟଙ୍କାର କ୍ଷତି ପୂରଣ ଦେବାକୁ...

ଭାରତକୁ ଟାଣିଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୫।୧: ଆମେରିକାର ରକେଟ ମାଡ଼ରେ ଇରାନ ସେନାର କମାଣ୍ଡର ଜେନେରାଲ କାସିମ୍‌ ସୋଲେମାନୀ ନିହତ ହେବାର ଦିନକ ପରେ ବାଗ୍‌ଦାଦସ୍ଥିତ ଆମେରିକା ଦୂତାବାସକୁ ଟାର୍ଗେଟ କରାଯାଇଛି।...

ଶୀତରେ ବି ଯୁବତୀଙ୍କ ଶରୀରରୁ ବୋହିଥାଏ ପ୍ରବଳ ଝାଳ: ପ୍ରତି ଘଣ୍ଟାରେ ସେ ବଦଳାନ୍ତି ପୋଷାକ …

ପୃଥିବୀର କେତେକ ଲୋକଙ୍କଠାରେ ବିରଳ ସମସ୍ୟା ଦେଖିବାକୁ ମିଳିଥାଏ। ଏପରି ଜଣେ ଯୁବତୀ ଆମେରିକାର ଟେକ୍ସାସ୍‌ରେ ଅଛନ୍ତି। ତାଙ୍କ ଶରୀରରୁ ବର୍ଷସାରା ପ୍ରବଳ ଝାଳ ବାହାରିଥାଏ।...

କାଲିଫର୍ନିଆ ଜଙ୍ଗଲରେ ନିଆଁ: ଅନ୍ଧାରରେ ୨ ଲକ୍ଷ ପରିବାର

କଲିଫର୍ନିଆ,୨୫।୧୦: ଆମେରିକାର କାଲିଫର୍ନିଆରେ ଥିବା ଜଙ୍ଗଲରେ ଗତ ବୁଧବାର ଲାଗିଥିବା ନିଆଁ ବେଳକୁ ବେଳ ବଢିବାରେ ଲାଗିଛି। ଏହା ଏବେ ଏତେ ଭୟଙ୍କର ହୋଇଯାଇଛି ଯେ...

ଥରିଲା ପାପୁଆ ନିଉ ଗିନି

ପୋର୍ଟ ମୋରସିବାୟ,୯।୨: ରିକ୍ଟର ସ୍କେଲରେ ୬.୨ ତୀବ୍ରତାର ଏକ ଭୂକମ୍ପ ରବିବାର ସକାଳେ ପାପୁଆ ନିଉ ଗିନିରେ ଅନୁଭୂତ ହୋଇଛି। ଏଥିରେ ମୃତାହତ ବା କ୍ଷୟକ୍ଷତି...

ଇଷ୍ଟର ଆତଙ୍କବାଦୀ ଆକ୍ରମଣ ପରେ ପ୍ରଥମ ଥର ଶ୍ରୀଲଙ୍କା ଗସ୍ତରେ ମୋଦି

କଲମ୍ବୋ,୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମାଳଦ୍ୱୀପରୁ ଫେରି ଶ୍ରୀଲଙ୍କା ଗସ୍ତ କରିଛନ୍ତି। ଶ୍ରୀଲଙ୍କାରେ ଇଷ୍ଟର ସନ୍‌ଡେ’ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ପ୍ରଥମ ବିଦେଶୀ...

ଭଗବାନଙ୍କ ସହର ‘ପ୍ଲେସ୍‌ ଅଫ୍‌ ଗର୍ଡ’: ଆଜି ବି ରହସ୍ୟ ଘେରରେ ଏହାର ନିର୍ମାଣ

ଦୁନିଆରେ ଏମିତି ଅନେକ ରହସ୍ୟ ରହିଛି, ଯାହାର ସମାଧାନ କରିବା ଏକ ଚ୍ୟାଲେଞ୍ଜ। ତେବେ ଯେତେବେଳେ ବି ବୈଜ୍ଞାନିକମାନେ ଏହି ରହସ୍ୟଗୁଡିକୁ ସମାଧାନ କରିବାକୁ ଚେଷ୍ଟା...

Leave a comment

Your email address will not be published. Required fields are marked *