ବରଗଡ଼ ଧନୁଯାତ୍ରାର ପଞ୍ଚମ ଦିବସ: ମଥୁରାକୁ ଦହି ବିକିଗଲେ ଗୋପାଙ୍ଗନା

ବରଗଡ଼ ଅଫିସ,୪।୧: ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଶନିବାର ପଞ୍ଚମ ଦିବସ। ଏହି ଦିବସରୁ ଆରମ୍ଭ ହୋଇଛି ଗୋପୀ, ଗୋପାଙ୍ଗନାଙ୍କ ଦହି ବିକା ଦୃଶ୍ୟାଭିନୟ। ଚନ୍ଦ୍ରସେଣାଙ୍କ ସମେତ ଗୋପୀ,ଗୋପାଙ୍ଗନାମାନେ ଯମୁନା(ଜୀରାନଦୀ) ପାରି ହୋଇ ଗୋପପୁର(ଅମ୍ବାପାଲି)ରୁ ମଥୁରାନଗରୀ(ବରଗଡ଼)କୁ ପ୍ରବେଶ କରି ଦହି ବିକିଛନ୍ତି। ଗୋପୀ, ଗୋପାଙ୍ଗନାଙ୍କ ଏହି ଦହିବିକା ଦୃଶ୍ୟ ଧନୁଯାତ୍ରା ମହୋତ୍ସବରେ ଦର୍ଶକ ମହଲରେ ଅନ୍ୟତମ ଆକର୍ଷଣ ପାଲଟିଛି।


All Right Reserved By Dharitri.Com

ଡାକ୍ତରଙ୍କୁ ମାଡ଼ ଅଭିଯୋଗ: ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଚଳ, ରୋଗୀ ହନ୍ତସନ୍ତ

ଆଳି,୧୯।୩(ଡି.ଏନ୍‌.ଏ.): ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଡାକ୍ତରଙ୍କୁ ଦୁର୍ବ୍ୟବହାର ଓ ମାଡ଼ ଅଭିଯୋଗରେ ଗୁରୁବାର ସକାଳୁ ମେଡିକାଲରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ମେଡିକାଲରେ ଡାକ୍ତର ନ...

ପୁନଃ ନିର୍ଦ୍ଦେଶନାମା ଜାରି କଲା ସାଧାରଣ ପ୍ରଶାସନ ବିଭାଗ: କ୍ରିଟିକାଲ ବିଭାଗରେ ୫୦%, ପାର୍ସିଆଲି କ୍ରିଟିକାଲ ବିଭାଗରେ ୧୦% କର୍ମଚାରୀ କାର୍ଯ୍ୟାଳୟ ଆସିବେ

ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା(କୋଭିଡ୍‌-୧୯)ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସରକାରୀ କାର୍ଯ୍ୟାଳୟଗୁଡ଼ିକରେ କର୍ମଚାରୀଙ୍କ ସଂଖ୍ୟା ହ୍ରାସ କରିଛନ୍ତି। ପୂର୍ବରୁ ସମସ୍ତ ବିଭାଗକୁ ୩ଟି ବର୍ଗ(କ୍ରିଟିକାଲ, ପାର୍ସିଆଲି...

୩୫ ଚାଷୀ ଗଲେ ମହାରାଷ୍ଟ୍ର

ଚମ୍ପୁଆ,୧୧।୨(ଡି.ଏନ.ଏ.)- ଚାଷ ସମ୍ବନ୍ଧୀୟ ସୂଚନା ଓ ସର୍ବେକ୍ଷଣ ନିମନ୍ତେ ଚମ୍ପୁଆ ଉଦ୍ୟାନ କୃଷି ବିଭାଗ ପକ୍ଷରୁ ୩୫ ଜଣ ଚାଷୀଙ୍କୁ ମହାରାଷ୍ଟ୍ର ପଠାଯାଇଛି। ଚମ୍ପୁଆ, ଯୋଡା...

ମହାବାତ୍ୟାକୁ ପୂରିଲା ୨୦ ବର୍ଷ: ସୃଷ୍ଟି ହେଉନି ହେନ୍ତାଳ ବଣ, ଚିନ୍ତାରେ ଉପକୂଳବାସୀ

କେନ୍ଦ୍ରାପଡା ଅଫିସ, ୨୯ା୧୦-୧୯୯୯ ମହାବାତ୍ୟାକୁ ମଙ୍ଗଳବାର ୨୦ ବର୍ଷ ପୂରୁଛି। ମାତ୍ର ଏହାର କରାଳ ରୂପ ଲୋକଙ୍କ ମନରେ ଏବେ ବି ଜୀବିତ ହୋଇ ରହିଛି।...

ଘର ଭାଂଗବାର ୫ ବଛର ବିତଲା:ତାରପଲିନ୍‌ ତଲେ ବୁଢ଼ାବୁଢ଼ି, ପରହର ଘରେ ପୁଓବହ

ଅତାବିରା, ୨୮।୬ (ଡି.ଏନ୍‌.ଏ): ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ଉଦେପୁର ଗଁାର କୃଷ୍ଣ ବନଛୁର(୬୪)। ସେ ଝନେ ନିହାତି ଗରିବ୍‌ ହେଇଥିଲାବେଲେ ୫...

CORONAVIRUS UPDATE: ବାଲେଶ୍ୱରରୁ ଆଉ ଜଣେ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ୧୭୫ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୫।୫(ବ୍ୟୁରୋ): ବାଲେଶ୍ୱରରୁ ଆଉ ଜଣେ କରୋନା ପଜିଟିଭ୍‌ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ପଜିଟିଭ୍‌ ସଂଖ୍ୟା ୨୪ରେ ପହଞ୍ଚିଛି। ସେହିଭଳି ରାଜ୍ୟରେ...

ମହିଳା ଗୋଷ୍ଠୀ ଖୋଲିଲେ ଖୁଚୁରା ବିକ୍ରୟ କେନ୍ଦ୍ର

ଖଇରା, ୩୧ା୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବଜାରରେ ଖାଉଟିମାନଙ୍କୁ ସୁଲଭ ମୂଲ୍ୟରେ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଯୋଗାଇ ଦେବାକୁ ମହିଳା ଗୋଷ୍ଠୀ ଅଣ୍ଟା ଭିଡିଛି। ଖଇରାର...

ବିଜ୍ଞାନ,କାରିଗରୀ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀଙ୍କ ନୂଆପଡା ଗସ୍ତ: ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା; ଯୋଗେଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା

ନୂଆପଡ଼ା ଅଫିସ,୧୯ା୮ : ପୂର୍ବତନ ପର୍ଯ୍ୟଟନ ମନ୍ତ୍ରୀ ତଥା ବର୍ତ୍ତମାନର ବିଜ୍ଞାନ, କାରିଗରୀ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶୋକ କୁମାର ପଣ୍ଡା ଦିନିକିଆ ନୂଆପଡା ଗସ୍ତରେ...

Leave a comment

Your email address will not be published. Required fields are marked *