ପୁରୀ-ବାରିପଦା ମଧ୍ୟରେ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର,୫।୧(ବ୍ୟୁରୋ): ନିୟମିତ ଟ୍ରେନ୍‌ରେ ମାତ୍ରାଧିକ ଭିଡ଼ ଯୋଗୁ ପୁରୀଠାରୁ ବାରିପଦାର ଭଞ୍ଜପୁରକୁ ଏକ ସ୍ପେଶାଲ ସାପ୍ତାହିକ ଟ୍ରେନ୍‌ ଚାଲିବ। ପ୍ରତୀକ୍ଷା ତାଲିକା (ଓ୍ବେଟିଂ ଲିଷ୍ଟ)ରେ ରହୁଥିବା ଟିକେଟଧାରୀଙ୍କୁ ଏହି ସ୍ପେଶାଲ ଟ୍ରେନରେ ନିଶ୍ଚିତ ଟିକେଟ ସୁବିଧା ମିଳିପାରିବ। ଏହି ପୁରୀ-ଭଞ୍ଜପୁର ସ୍ପେଶାଲ(୦୮୦୯୨) ଟ୍ରେନ ୩୧ ଜାନୁୟାରୀ ପର୍ଯ୍ୟନ୍ତ ଚଳାଚଳ କରିବ। ଏହା ପ୍ରତି ଶୁକ୍ରବାର ପୁରୀଠାରୁ ରାତି ୧୧ଟା ୫୫ରେ ଛାଡ଼ି ଶନିବାର ସକାଳ ୬ଟା ୫୦ରେ ଭଞ୍ଜପୁରରେ ପହଞ୍ଚତ୍ବ। ସେହିପରି ଭଞ୍ଜପୁରରୁ ପ୍ରତି ଗୁରୁବାର ରାତି ୧୧ଟା ୫୦ରେ ଛାଡ଼ି ଶୁକ୍ରବାର ସକାଳ ୭ଟାରେ ପୁରୀରେ ପହଞ୍ଚତ୍ବ। ଏଥିରେ ଗୋଟିଏ ସ୍ଲିପର କୋଚ୍‌ ଓ ୭ ଦ୍ୱିତୀୟ ଶ୍ରେଣୀ ଚେୟାର କାର୍‌ ରହିଛି। ପୁରୀ-ଭଞ୍ଜପୁର ମଧ୍ୟରେ ଖୋର୍ଦ୍ଧାରୋଡ଼, ଭୁବନେଶ୍ୱର, ନରାଜ ମାର୍ଥାପୁର, ଯାଜପୁର-କେଉଁଝର ରୋଡ଼, ଭଦ୍ରକ, ସୋର, ବାଲେଶ୍ୱର, ରୂପ୍‌ସା, ବେତନଟୀ ଓ ବାରିପଦାରେ ରହଣି କରିବ।


All Right Reserved By Dharitri.Com

‘ଓଡ଼ିଶା ସ୍କିଲ୍‌ସ-୨୦୨୦’ ଉଦ୍‌ଘାଟିତ

ଭୁବନେଶ୍ୱର, ୮ା୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟ ଦକ୍ଷତା ପ୍ରତିଯୋଗିତା ଓଡ଼ିଶା ସ୍କିଲ୍‌ସ-୨୦୨୦ର ଦ୍ୱିତୀୟ ସଂସ୍କରଣ ଶୁକ୍ରବାର କୃଷି ଭବନଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ...

ଏବିଭିପି ପକ୍ଷରୁ ଭିସୁଟରେ ର଼୍ୟାଗିଂର ପ୍ରତିବାଦ

ଭବାନୀପାଟଣା,୨୫।୮(ଡି.ଏନ.ଏ.) ସମ୍ବଲପୁର ଜିଲା ବୁର୍ଲା ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ୍‌)ରେ ର଼୍ୟାଗିଂକୁ ଏବିଭିପି ପକ୍ଷରୁ ଶନିବାର ପ୍ରତିବାଦ କରାଯାଇଛି। ଭବାନୀପାଟଣାସ୍ଥିତ ସ୍ଥାନୀୟ କଲେଜ ଛକ ଏବଂ...

ଛଦେଶ ଅଞ୍ଚଳରେ ବିଏସ୍‌ଏନ୍‌ଏଲ୍‌ ଫେଲ୍‌: କାମରେ ଆସୁନି ପୁରୁଣା ଯନ୍ତ୍ରପାତି

ଭାପୁର, ୩।୭(ଡି.ଏନ୍‌.ଏ.)-ଢେଙ୍କାନାଳ ସଦର ବ୍ଲକ ଛଦେଶ ଅଞ୍ଚଳରେ ବିଏସ୍‌ଏନ୍‌ଏଲ୍‌ ସେବା ବିଭ୍ରାଟରେ ସୁଧାର ଆସୁନାହିଁ। କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ଏହି ଟେଲିକମ୍‌ କମ୍ପାନୀ ନିଜକୁ...

ଯୋଡ଼ା ନାବାଳିକା ଗଣବଳାତ୍କାର ମାମଲା

ଭୁବନେଶ୍ୱର, ୨୮।୬(ବ୍ୟୁରୋ) : କେନ୍ଦୁଝର ଜିଲା ଯୋଡା ଅଞ୍ଚଳରେ ଗତ ସୋମବାର ଜଣେ ନାବାଳିକା ଗଣବଳାତ୍କାରର ଶିକାର ହୋଇଥିଲେ। ଏହି ଘଟଣାକୁ ନେଇ ମାନବାଧିକାର କର୍ମୀ...

ବ୍ଲକସ୍ତରୀୟ ଫଲ ଆର୍ମି ୱାର୍ମ ତାଲିମ ଶିବିର

କର୍ଲାମୁଣ୍ଡା,୨୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକସ୍ଥିତ ଆମତ୍ାଗୃହଠାରେ କର୍ଲାମୁଣ୍ଡା କୃଷି ବିଭାଗ ପକ୍ଷରୁ ସୋମବାର ବ୍ଲକସ୍ତରୀୟ (ଫଲ ଆର୍ମି ୱାର୍ମ) ଚିହ୍ନଟ କ୍ଷତିର ଲକ୍ଷଣ ଓ...

ସଡକ ଦୁର୍ଘଟଣା ଆହତଙ୍କୁ ଚିକିତ୍ସା: ବେସରକାରୀ ହସ୍ପିଟାଲ ଖର୍ଚ୍ଚ ବହନ କରିବେ ସରକାର;  ପ୍ରଥମ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର

ଭୁବନେଶ୍ୱର,୭ା୯(ବ୍ୟୁରୋ)-ରାସ୍ତା ସୁରକ୍ଷା ସମଗ୍ର ବିଶ୍ୱରେ ଚିନ୍ତାର ବିଷୟ ହୋଇଛି। ଦୁର୍ଘଟଣା ଜନୀତ ମୃତ୍ୟୁହାର କମାଇବା ପାଇଁ ତୁରନ୍ତ ଡାକ୍ତରୀ ଚିକିତ୍ସା ଅପରିହାର୍ଯ୍ୟ ହୋଇପଡିଛି । ଏହାକୁ...

ଏଣିକି ଭଲ କାମ କଲେ ଥାନାଧିକାରୀଙ୍କୁ ମିଳିବ ପଦୋନ୍ନତି, ଖିଲାପ କଲେ କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଆସନ୍ତା ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେବ ‘ମୋ ସରକାର କାର୍ଯ୍ୟକ୍ରମ’। ଏହି ପରିପ୍ରେକ୍ଷୀରେ ଶନିବାର ସ୍ଥାନୀୟ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ...

ଜଷ୍ଟିସ ଡ. ଅରିଜିତ ପଶାୟତଙ୍କୁ ଭୂମିଗୌରବ ସମ୍ମାନ

କଟକ ଅଫିସ,୧୮।୮: କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ସାରସ୍ବତ ପୀଠ ସାରଳା ଭବନଠାରେ ଶନିବାର ସାରଳା ସାହିତ୍ୟ ସଂସଦ ଓ ଚେଳିତୋଳ କଲଚରାଲ ଏକାଡେମୀର ମିଳିତ...

Leave a comment

Your email address will not be published. Required fields are marked *