ଜେଏନ୍‌ୟୁ ଆକ୍ରମଣକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୧(ବ୍ୟୁରୋ): ଜବାହରଲାଲ୍‌ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ରେ ମୁଖାପିନ୍ଧା ଦୁର୍ବୃତ୍ତଙ୍କ ଆକ୍ରମଣ ଘଟଣାକୁ ନେଇ ଏବେ ସାରା ଦେଶରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇଛି। ଶିକ୍ଷାନୁଷ୍ଠାନରେ ଏଭଳି ଦାଦାଗିରିକୁ ନେଇ ସମଗ୍ର ଦେଶରେ ପ୍ରତିକ୍ରିୟା ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଆକ୍ରମଣକୁ ନିନ୍ଦା କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ଗଣତନ୍ତ୍ରଣରେ ହିଂସାର କୌଣସି ସ୍ଥାନ ନାହିଁ। ଏହି ଘଟଣାରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗିରଫ କରାଯାଇ ଆଇନ ଅନୁସାରେ ଦଣ୍ଡ ଦିଆଯାଉ। ଏହାସହ ଆହତ ଛାତ୍ରୀଛାତ୍ର ଏବଂ ଶିକ୍ଷକମାନଙ୍କ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ସୂଚନାଯୋଗ୍ୟ, ରବିବାର ସନ୍ଧ୍ୟାରେ ଏକାଧିକ ମୁଖା ପିନ୍ଧା ଦୁର୍ବୃତ୍ତ ଜେଏନ୍‌ୟୁ କ୍ୟାମ୍ପସରେ ପଶି ଛାତ୍ରୀଛାତ୍ର ଏବଂ ଶିକ୍ଷକମାନଙ୍କୁ ଆକ୍ରମଣ କରିଥିଲେ। ଏଥିରେ ଜେଏନ୍‌ୟୁ ସଭାପତି ଐଶେ ଘୋଷଙ୍କ ସମେତ ୨୫ ଜଣ ଆହତ ହୋଇଛନ୍ତି।

ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ

ଦିଲ୍ଲୀ ଜବାହାରଲାଲ୍ ନେହେରୁ ବିଶ୍ୱବିଦ୍ୟାଳୟରେ ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ ବୋଲି କହିବା ସହ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ଆକ୍ରମଣକୁ କଡା ଭାଷାରେ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ।#NaveenPatnaik #JNUviolence #DharitriLive #JNU #JNUAttack #JawaharlalNehruUniversity #Students #Dharitri #Delhi

Dharitri ಅವರಿಂದ ಈ ದಿನದಂದು ಪೋಸ್ಟ್ ಮಾಡಲಾಗಿದೆ ಸೋಮವಾರ, ಜನವರಿ 6, 2020


All Right Reserved By Dharitri.Com

ବିଭାଗୀୟ ତ୍ରୁଟି ବଢ଼ାଉଛି ସଡ଼କ ଦୁର୍ଘଟଣା

ଭୁବନେଶ୍ୱର, ୮ା୬(ବ୍ୟୁରୋ): ସଡ଼କ ଦୁର୍ଘଟଣା ରୋକିବା ପାଇଁ ଓଡ଼ିଶା ସରକାରଙ୍କୁ ସୁପ୍ରିମକୋର୍ଟ ବାରମ୍ବାର ଭର୍ତ୍ସନା କରିବା ସତ୍ତ୍ୱେ କୌଣସି ଲାଭ ମିଳୁନାହିଁ। ରାସ୍ତା ଦୁର୍ଘଟଣା କ୍ଷେତ୍ରରେ...

କେଳୁଣୀ ମୁହାଁଣ ବନ୍ଦ ଯୋଗୁ ପ୍ରାଚୀ, କାଦୁଆରେ କୃତ୍ରିମ ବନ୍ୟା: ପାଣି ଘେରରେ ୫ ଗାଁ, ରାସ୍ତରେ ୪ଫୁଟର ପାଣି

କାକଟପୁର, ୩୦।୭(ଡି.ଏନ୍‌.ଏ.)-ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତଣ୍ଡାହାର ଗ୍ରାମ ନିକଟରେ ରହିଛି କେଳୁଣୀ ମୁହାଁଣ। ଏଠାରେ ପ୍ରାଚୀ ଓ କାଦୁଆ ନଦୀ ସମୁଦ୍ରରେ ମିଶିଛନ୍ତି। ପ୍ରାଚୀ...

ବସ୍‌ରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା: ଅଭିଯୁକ୍ତ ହେଲ୍‌ପର ଗିରଫ

ପୁରୀ ଅଫିସ, ୯ା୭ : ମହାପ୍ରଭୁଙ୍କ ରଥଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇପଡ଼ିଥିବାବେଳେ ଘଟିଛି ଲଜ୍ଜାଜନକ ଘଟଣା। ସୋମବାର ରାତିରେ ପୁରୀ ବସ୍‌ଷ୍ଟାଣ୍ଡ ପରିସରସ୍ଥ ଏକ...

ଏସ୍‌ସିବି ମେଡିକାଲରେ ନାହିଁ କୁକୁର କାମୁଡ଼ା ଇଞ୍ଜେକ୍‌ଶନ

କଟକ ଅଫିସ, ୧୭।୧୨: ଏସ୍‌ସିବି ମେଡିକାଲ ସମେତ ରାଜ୍ୟର ବିଭିନ୍ନ ସରକାରୀ ହସ୍ପିଟାଲରେ କୁକୁର କାମୁଡା ଇଞ୍ଜେକଶନ(ଆଣ୍ଟି ରାବିଜ୍‌ ଭ୍ୟାକସିନ)ର ଘୋର ଅଭାବ। ଗତ ୩...

ଲଘୁ ଖଣିଜ ଚୋରି ରୋକିବାକୁ ଆସିବ ନୂଆ ନିୟମ

ଭୁବନେଶ୍ୱର,୫ା୧୨ (ବ୍ୟୁରୋ): କେବଳ ବଡ଼ ବଡ଼ ଖଣି ନୁହେଁ, ଲଘୁ ଖଣିଜ ପଦାର୍ଥ ଚୋରି ମଧ୍ୟ ରାଜ୍ୟରେ ଅତିମାତ୍ରାରେ ବୃଦ୍ଧି ପାଉଛି। ଏହାକୁ ନେଇ ଅନେକ...

ଚିଲିକାରେ ଅଟକି ରହିଥିବା ଜାହାଜରୁ ତେଲ କାଢ଼ିବା ପ୍ରକ୍ରିୟା ଆରମ୍ଭ: ପଡ଼ିଲା ପାଇପ, ଆଜି ବାହାରିିବ ତେଲ

ବ୍ରହ୍ମଗିରି/କୃଷ୍ଣପ୍ରସାଦ,୨୯।୮ (ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଚିଲିକା ରାଜହଂସ ଓ ଖିରିସାହି ମଧ୍ୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ମାଲେସିଆର ଏକ ପଣ୍ୟବାହୀ ଜାହାଜ...

ଏକାଠି ଖାଇବେ ନବୀନ-ଶାହା: ପଞ୍ଚ ତାରକା ହୋଟେଲରୁ ଆସିଲା ପ୍ରାୟ ୫୦ ପ୍ରକାର ବ୍ୟଞ୍ଜନ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ପୂର୍ବାଞ୍ଚଳ ଜୋନ ପରିଷଦ ବୈଠକରେ ଯୋଗଦେଇଥିବା ଅତିଥିମାନେ ନବୀନ ନିବାସରେ ମଧ୍ୟାହ୍ନଭୋଜନ କରିବେ। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମେତ ବିହାର ମୁଖ୍ୟମନ୍ତ୍ରୀ...

ଗୃହ ଦାବିରେ ଜିଲାପାଳ, ବିଧାୟକଙ୍କୁ ଭେଟିଲେ ଭୂମିହୀନ

ଭଦ୍ରକ ଅଫିସ,୨୪।୭: ଭଦ୍ରକ ପୌରପାଳିକା ଅଧୀନ ଚରମ୍ପା ବରାଳପୋଖରୀର ୧, ୨, ୩ ଓ ୪ ନମ୍ବର ୱାର୍ଡରେ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଭୂମିହୀନ ମହିଳା...

Leave a comment

Your email address will not be published. Required fields are marked *