ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ/ଜୋହାନ୍ସବର୍ଗ,୨୩।୮: ଆଜି ହେଉଛି ୧୫ତମ ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ। ଏହି ପରିପେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମଫୋସାଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବାକୁ ଯାଉଛନ୍ତି। ଏହା ପରେ ପ୍ରଧାନମନ୍ତ୍ରୀ ମୋଦି ଜୋହାନ୍ସବର୍ଗରେ ଖୋଲା ଏବଂ ବନ୍ଦ ସର୍ବଦଳୀୟ ଅଧିବେଶନରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଜୋହାନ୍ସବର୍ଗରେ ଅନୁଷ୍ଠିତ ୧୫ ତମ ବ୍ରିକ୍ସ ସମ୍ମିଳନୀର ଉଦଘାଟନୀ ଦିବସ ବ୍ରିକ୍ସ ବ୍ୟବସାୟ ଫୋରମ ନେତାଙ୍କ ବାର୍ତ୍ତାଳାପର ସାକ୍ଷୀ ରହିଛି। ଆଜି ସମ୍ମିଳନୀର ଦ୍ୱିତୀୟ ଦିନ। ଆଜି ସମ୍ମିଳନୀର ସର୍ବଦଳୀୟ ଅଧିବେଶନ ପରେ ସାଂସ୍କୃତିକ ପ୍ରଦର୍ଶନୀ ଏବଂ ରାଷ୍ଟ୍ରପତି ରାମଫୋସାଙ୍କ ଦ୍ୱାରା ଆୟୋଜିତ ରାତ୍ରୀ ଭୋଜନର ଆୟୋଜନ କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ…

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri