୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ୱର,୨୨ା୧୨: ପ୍ରବଳ ଶୀତରେ ଥରୁଛି ସାରା ରାଜ୍ୟ। ଫଳରେ ଲୋକେ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଘରୁ ବାହାରୁନାହାନ୍ତି। ତେବେ ଶୁକ୍ରବାର ରେକର୍ଡ ହୋଇଥିବା ସର୍ବନିମ୍ନ ତାପମାତ୍ରା
୧୦ ଡିଗ୍ରୀ ତଳେ ୧୬ ସହର ରହିଛି। ପାହାଡିଆ ଅଞ୍ଚଳ ମଧ୍ୟରେ ଜି. ଉଦୟଗିରି ଏବଂ ସମତଳ ଅଞ୍ଚଳ ମଧ୍ୟରେ ଫୁଲବାଣୀ ସବୁଠୁ ଥଣ୍ଡା ସହର ଭାବେ ପରିଗଣିତ ହୋଇଛି।

IMD issues yellow alert for five Odisha districts, cold wave to continue for three more days - India Today

ଜି. ଉଦୟଗିରିରେ ଆଜି ସର୍ବନିମ୍ନ ତାପମାତ୍ରା ୪.୬ ଡିଗ୍ରୀ ଥିବା ବେଳେ ସେମିଳିଗୁଡ଼ାରେ ୫.୬, ଫୁଲବାଣୀରେ ୬, କିରେଇରେ ୭.୧, କୋରାପୁଟରେ ୭.୭, କେନ୍ଦୁଝରରେ ୭.୮, ଦାରିଙ୍ଗବାଡ଼ିରେ ୮ ଡିଗ୍ରୀ, ଅନୁଗୋଳରେ ୮.୬ ଡିଗ୍ରୀ, ଭବାନୀପାଟଣାରେ ୮.୬ ଡିଗ୍ରୀ, ରାଉରକେଲାରେ ୮.୭ ଡିଗ୍ରୀ, ସୁନ୍ଦରଗଡ଼ରେ ୯ ଡିଗ୍ରୀ, ନବରଙ୍ଗପୁରରେ ୯ ଡିଗ୍ରୀ, ସୋନପୁରରେ ୯.୩ ଡିଗ୍ରୀ, ଝାରସୁଗୁଡ଼ାରେ ୯.୪ଡିଗ୍ରୀ, ରାଣୀତାଲରେ ୯.୪ ଡିଗ୍ରୀ ଏବଂ ଚିପିଲିମାରେ ମଧ୍ୟ ତାପମାତ୍ରା ୯.୪ ଡିଗ୍ରୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri