ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୧୪୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବାଲେଶ୍ୱରରୁ ୩, ଗଜପତି ଏବଂ ସମ୍ବଲପୁରରୁ ୨ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ବଲାଙ୍ଗୀର ଏବଂ କଟକରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୧।


Enter your email to get our daily news in your inbox.

All Right Reserved By Dharitri.Com

ବକେୟା ଦରମା, ମହଙ୍ଗା ଭତ୍ତାକୁ ନେଇ ଅସନ୍ତୋଷ: ଆଜି ଆଲୋଚନା କରିପାରନ୍ତି ସରକାର

ଭୁବନେଶ୍ୱର,୧୭ା୨(ବ୍ୟୁରୋ): କେନ୍ଦ୍ର ସରକାର ୧୬ ଜାନୁୟାରୀରୁ ସରକାରୀ କର୍ମଚାରୀଙ୍କ ପାଇଁ ୭ମ ବେତନ କମିଶନ ଲାଗୁ କରିସାରିଛନ୍ତି। ପରେ ଓଡ଼ିଶା ସରକାର ସେପ୍ଟେମ୍ବର ୨୦୧୭ରେ ଏହା...

ଖସିଲା କରୋନା ଗ୍ରାଫ୍‌: ଆଜି ୧୦୪ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୦୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୪୫୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ଭୁଲ୍‌ ମାନି ବାପାଙ୍କୁ ଘରକୁ ନେଲେ ପୁଅ

ପାଣିକୋଇଲି,୧୪ା୧୧(ଡି.ଏନ.ଏ.): ପାଣିକୋଇଲି ପଞ୍ଚାୟତ ବଣିଆଗାଡ଼ିଆ (ଖଜିରିପୁର) ଗ୍ରାମର ବୃଦ୍ଧ ପୂର୍ଣ୍ଣଚନ୍ଦ୍ର ବିଶ୍ୱାଳଙ୍କୁ ତାଙ୍କ ଦୁଇ ପୁଅ ନ ପଚାରିବାରୁ ସେ ସ୍ଥାନୀୟ ବିଦ୍ୟାଳୟ ବାରଣ୍ଡାରେ ଆଶ୍ରୟ...

ଆନ୍ଦୋଳନକାରୀ-ପୋଲିସ ଧସ୍ତାଧସ୍ତି

ଅନୁଗୋଳ ଅଫିସ୍‌, ୧୭।୭ ଅଳିଆ ପକାକୁ ନେଇ ପୁଣି ଉତ୍ତେଜନା ଦେଖାଦେଇଛି। ବିରୋଧ କରୁଥିବା ପଞ୍ଚମହଲା ବେଣିବଣିଆ ସାହି ମହିଳାମାନଙ୍କ ସହ ପୋଲିସର ଧସ୍ତାଧସ୍ତି ହୋଇଛି।...

ରନ୍ଧନ ଗ୍ୟାସ, ଦରବୃଦ୍ଧିର ପ୍ରତିବାଦ

ଢେଙ୍କାନାଳ ଅଫିସ,୧୨।୭ ହୁ ହୁ ହୋଇ ବଢ଼ି ଚାଲିଥିବା ରନ୍ଧନ ଗ୍ୟାସ୍‌ ଦର ଏବଂ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧିକୁ ବିରୋଧ କରି ରାସ୍ତାକୁ ଓହ୍ଲାଇଛି ଢେଙ୍କାନାଳ...

ଭାଙ୍ଗିଲେ ପୋଲିସ ଗାଡ଼ି

ଭୁବନେଶ୍ୱର,୯।୧୨(ବ୍ୟୁରୋ) ମମିତା ମେହେର ମର୍ଡର ମିଷ୍ଟ୍ରିକୁ ନେଇ ସାତ ଦିନ ହେବ ବିଧାନସଭା ଚାଲିପାରୁନି । ନିଜ ନିଜ ଜିଦ୍‌ରେ ଅଟଳ ରହିଛନ୍ତି ଶାସକ ଓ...

ଆଜି ଆଉ ୧୫ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୬୪୦କୁ ବୃଦ୍ଧି

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୬୪୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ସତେଜ କାରବାର ପୁଣି ଫେରିଛି

ବ୍ୟବସାୟ ପ୍ରବହମାନ ଜଳ ସଦୃଶ। ନଦୀରେ ପାଣି କମ୍‌ ବେଶି ହେବା ଭଳି ବ୍ୟବସାୟ ମଧ୍ୟ ଅନେକ ଉତ୍‌ଥାନ ଓ ପତନ ଦେଇ ଗତି କରିଥାଏ।...

Advertisement
Archives

Model This Week