Posted inଜାତୀୟ

ରାମ ମନ୍ଦିର ଭୂମିପୂଜାର ସିଧାପ୍ରସାରଣକୁ ଟିଭିରେ ଦେଖିଲେ ୧୬ କୋଟି ଲୋକ

ନୂଆଦିଲ୍ଲୀ,୯।୮: ଦୀର୍ଘ ପ୍ରାୟ ୫ଶହ ବର୍ଷର ଅପେକ୍ଷା ପରେ ବୁଧବାର ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ଲାଗି ଭୂମିପୂଜା କରାଯାଇଥିଲା। ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ ଟେଲିଭିଜନରେ ଦର୍ଶକେ ଦେଖିଥିଲେ। ପ୍ରସାର ଭାରତୀର ପ୍ରାଥମିକ ସୂଚନାରୁ ଜଣାପଡଛି କି ଏହି ଭୂମିପୂଜାକୁ ୧୬ କୋଟିରୁ ଊର୍ଦ୍ଧ୍ୱ ଲୋକେ ଘରେ ବସି ଟେଲିଭିଜନରେ ଦେଖିଥିଲେ। ପ୍ରସାର ଭାରତୀର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ(ସିଇଓ) ଶଶି ଶେଖର ଟୁଇଟ କରି ଏହି ସୂଚନା ଦେଇଛନ୍ତି। ପାଖାପାଖି ୨୦୦ ଟିଭି ଚ୍ୟାନେଲ ସକାଳ ୧୦ଟା ୪୫ରୁ ଦିନ ୨ଟା ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମର ସିଧାପ୍ରସାରଣ କରିଥିଲେ। ସୂଚନାଯୋଗ୍ୟ, ଏହି ଭୂମିପୂଜା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Crude Oil Price : ହର୍ମୁଜ ବନ୍ଦ, ଇରାନ ଉପରେ ଆମେରିକାର ଆକ୍ରମଣ ଆରମ୍ଭ ଅଶୋଧିତ ତୈଳ ମୂଲ୍ୟ ଉପରେ କ’ଣ ପଡ଼ିଲା ପ୍ରଭାବ? ଜାଣନ୍ତୁ…

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁ ଅଶୋଧିତ ତୈଳ ବଜାରରେ ପୁଣି ଥରେ ଅନିଶ୍ଚିତତା ଦେଖାଦେଇଛି। ଇରାନ ଉପରେ ଆମେରିକାର ଆକ୍ରମଣ…

ଟ୍ରେନରୁ ଖସି ଯୁବକ ଗୁରୁତର: ଦେବଦୂତ ସାଜି ଉଦ୍ଧାର କଲେ ସ୍ୱାମୀ-ସ୍ତ୍ରୀ

ଛତ୍ରପୁର ୧୨।୭(ଦିଲ୍ଲୀପି ସାମଲ): ଚଳନ୍ତା ଟ୍ରେନରୁ ଗୋଡ଼ ଖସିଯିବା ଫଳରେ ଜଣେ ଯୁବକ ରେଳ ଧାରଣା କଡ଼କୁ ପଡ଼ି ଗୁରୁତର ଆହତ ହୋଇଛନ୍ତି। ଛତ୍ରପୁର ପୋଡାପଦର ରେଳ…

ତାଜ ହୋଟେଲକୁ ବୋମାରେ ଉଡ଼ାଇ ଦେବାକୁ ଧମକ, ତଦନ୍ତ ଆରମ୍ଭ କରିଛି ପୋଲିସ

ମୁମ୍ବାଇ,୧୨।୭: ମୁମ୍ବାଇର ତାଜ ହୋଟେଲକୁ ଉଡାଇ ଦେବାକୁ ବୋମା ଧମକ ଦିଆଯାଇଛି। ରବିବାର (୧୨ ଜୁଲାଇ) ମଧ୍ୟରାତ୍ରିରେ କଣ୍ଟ୍ରୋଲ ରୁମକୁ ଏହି ହୋଟେଲ ସମ୍ପର୍କରେ ବୋମା ଧମକ…

ଛାତରୁ ଖସି ପଡ଼ିଲେ ଯୁବକ

ଛତ୍ରପୁର, ୧୧।୭ (ଦିଲ୍ଲୀପ ସାମଲ): ନିଜ ଘରର ଛାତ ଉପରେ କାମ କରୁଥିବା ବେଳେ ଛାତରୁ ଖସି ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଅଭାବନୀୟ…

କୋର୍ଟ ମ୍ୟାରେଜ୍ ହୋଇସାରିଥିବା କହି ପୀଡ଼ିତାଙ୍କୁ ବିଶ୍ୱାସ କରାଇ ଅଦାଲତରୁ ମାମଲା ପ୍ରତ୍ୟାହାର : ପରେ ପୁଣି ପ୍ରତାରଣା

ଦେବଗଡ଼, ୧୨।୭ (ଶଶାଙ୍କ ଶେଖର ଝାଙ୍କର): ଟଙ୍କା ଠକେଇ ଓ ବଳାତ୍କାର ଭଳି ସଙ୍ଗୀନ ଅଭିଯୋଗରେ ରୁଜୁ ହୋଇଥିବା ମାମଲା ଅଦାଲତରୁ ପ୍ରତ୍ୟାହାର କରାଇବା ପରେ ପୀଡ଼ିତାଙ୍କୁ…

ସରିଛି ରବିଧାନ ସଂଗ୍ରହ, ସରିନି ଚାଷୀଙ୍କ ଦୁଃଖ ଏବେ ବି ମଣ୍ଡିରେ ପଡ଼ିଛି ଧାନ ଚାଷୀଙ୍କୁ ମିଳିନି ବିକ୍ରିଧାନର ପ୍ରାପ୍ୟ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ଅନ୍ୟପଟେ ଏପର୍ଯ୍ୟନ୍ତ ଜିଲା ଚାଷୀଙ୍କ ରବିଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ଗତମାସ ୩୦ତାରିଖରୁ ଜିଲାରେ…

ଇସ୍ତଫା ଦେବାର ଦିନକ ପରେ ବିଜେଡି ଫେରିଲେ କାଉନ୍‌ସିଲର

ଭୁବନେଶ୍ୱର,୧୨।୭ (ସୁନିତ୍‌ ମିଶ୍ର): ଚୌଦ୍ୱାର ମ୍ୟୁନିସିପାଲଟିର ୧୨ ନମ୍ବର ଓ୍ବାର୍ଡର କାଉନସିଲର୍‌ ସୁବ୍ରତ କୁମାର ସାମଲ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଇସ୍ତଫା…

ପେପର ବ୍ୟାଗ୍‌: ବର୍ତ୍ତମାନର ଜରୁରୀ ଆବଶ୍ୟକତା

ପ୍ରତିବର୍ଷ ଜୁଲାଇ ୧୨ରେ ସାରା ବିଶ୍ୱରେ ପାଳନ ହୋଇଆସୁଛି ‘ବିଶ୍ୱ ପେପର(କାଗଜ) ବ୍ୟାଗ ଦିବସ’। ଚଳିତ ମାସ ଜୁଲାଇ ୩ରେ ‘ଅନ୍ତର୍ଜାତୀୟ ପ୍ଲାଷ୍ଟିକ ବ୍ୟାଗ ମୁକ୍ତ ଦିବସ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri