Posted inଜାତୀୟ

‘ଦାନା’ ଲ୍ୟାଣ୍ଡଫଲ କରିବା ପୂର୍ବରୁ ନିଖୋଜ ହେଲେ ୧୬ ମତ୍ସଜୀବୀ

କୋଲକାତା,୨୪।୧୦: ବାତ୍ୟା ‘ଦାନା’ ଆସିବା ପୂର୍ବରୁ ମଧ୍ୟ ପଶ୍ଚିମବଙ୍ଗର ଶମଶେରଗଞ୍ଜ ଏବଂ ଫରକ୍କା ଅଞ୍ଚଳରେ ପବନ ସାଙ୍ଗକୁ ଆକାଶ ମେଘାଚ୍ଛନ୍ନ ହୋଇ ଯାଇଥିବା ଦେଖିବାକୁ ମିଳିଥିଲା। ଏହି ସମୟରେ ସମୁଦ୍ରରେ ତିନୋଟି ଡଙ୍ଗା ବୁଡ଼ିଯିବା ସହ ୧୬ଜଣ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଥିବା ସୂଚନା ମିଳିଛି। ସେମାନଙ୍କୁ ଖୋଜାଯାଉଛି। ମତ୍ସ୍ୟଜୀବୀଙ୍କ ଏହି ଦଳ ସହିତ ୧୦ରୁ ୧୨ ବର୍ଷ ବୟସର କେତେଜଣ ପିଲା ମଧ୍ୟ ଡଙ୍ଗାରେ ଥିଲେ। ପ୍ରଶାସନ ପକ୍ଷରୁ ଚେତାବନୀ ସତ୍ତ୍ୱେ ସେମାନେ ମାଛ ଧରିବାକୁ ସମୁଦ୍ରକୁ ଯାଇଥିଲେ।
କୋଲକାତା ସମେତ ପଶ୍ଚିମବଙ୍ଗର ଉପକୂଳବର୍ତ୍ତୀ ଅଞ୍ଚଳରେ ସାଇକ୍ଲୋନିକ ଷ୍ଟର୍ମ ‘ଦାନା’ର ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରବଳ ପବନ ଓ ପ୍ରବଳ ବର୍ଷା ହେତୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଚଳାଚଳ ଗୁରୁବାର ସା ୬ଟାରୁ ସ୍ଥଗିତ ରଖାଯାଇଛି।

ଅନ୍ୟପଟେ ଓଡ଼ିଶାରେ ବାତ୍ୟା ଦାନାର ପ୍ରକୋପ ଅଧିକ ମାତ୍ରାରେ ଦେଖିବାକୁ ମିଳିଥିବା ବେଳେ ସରକାରଙ୍କ ପକ୍ଷରୁ ଏଥିପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି। ଏ ସମ୍ପର୍କରେ ଜାଣିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା…

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri