Posted inଜାତୀୟ

ସେନା ଟ୍ରକ୍‌ ଦୁର୍ଘଟଣା ଗ୍ରସ୍ତ: ୧୬ ମୃତ

ଗ୍ୟାଙ୍ଗଟକ,୨୩।୧୨: ଭାରତ-ଚାଇନା ସୀମା ଉତ୍ତର ସିକିମ ଜେମାଠାରେ ଶୁକ୍ରବାର ଏକ ବଡ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଭାରତୀୟ ସେନାର ଏକ ଟ୍ରକ୍‌ ଦୁର୍ଘଟଣା ଗ୍ରସ୍ତ ହୋଇ ଘାଇକୁ ଖସିପଡିଛି। ଫଳରେ ୧୬ ଭାରତୀୟ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଥିବା ଜଣାପଡିଛି। ଖବରପାଇ ଏକ ଉଦ୍ଧାରକାରୀ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରି ୪ ଆହତ ଯବାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ମୃତକଙ୍କ ମଧ୍ୟରେ ତିନିଜଣ ଜୁନିୟର କମିସନ୍‌ଡ ଅଫିସର ଏବଂ ୧୩ ଜଣ ଯବାନ ଅଛନ୍ତି।
ଶୁକ୍ରବାର ସକାଳେ ଗାଡିଟି ଚଟନରୁ ଥାଙ୍ଗୁ ଆଡକୁ ଯାଇଥିଲା। ସେତିକି ବେଳେ ଜେମାଠାରେ ଭାରସାମ୍ୟ ହରାଇ ଟ୍ରକ୍‌ଟି ଏକ ଘାଇକୁ ଖସିପଡିଥିଲା। ଘଟଣାସ୍ଥଳରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷେ, ଏହି ଦୁର୍ଘଟଣାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri