ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ଇରାନ ଗିରଫ କରିନାହିଁ ଏବଂ ସେମାନେ ଆରାମରେ ଦେଶ ଛାଡ଼ି ପାରିବେ।
ଏକ ରିପୋର୍ଟ ଅନୁଯାୟୀ, ଇଲାହୀ ଫୋନ୍‌ ଯୋଗେ କହିଛନ୍ତି, ମାଲବାହୀ ଜାହାଜରେ ଥିବା ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ଗିରଫ କରାଯାଇ ନାହିଁ ଏବଂ ସହଜରେ ମୁକ୍ତ ହୋଇପାରିବେ।

ଏହି ଜାହାଜରେ ଥିବା ୧୭ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କ ମଧ୍ୟରୁ  ଡେକ୍‌ କ୍ୟାଡେଟ ଏନ, ଜୋସେ୍‌ଫ କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ନିରାପଦରେ ଅବତରଣ କରିବାର କିଛି ଘଣ୍ଟା ପରେ କେରଳର ଥ୍ରିସୁରର ବାସିନ୍ଦା ଜୋସେଫଙ୍କୁ ବିମାନବନ୍ଦରରେ ଆଞ୍ଚଳିକ ପାସପୋର୍ଟ ଅଧିକାରୀ ସ୍ବାଗତ କରିଥିଲେ।

ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ଏହି ସପ୍ତାହ ପୂର୍ବରୁ ଇରାନର ପ୍ରତିପକ୍ଷ ଆମୀର ଅବ୍‌ଦୁଲ୍ଲାଙ୍କ ସହ କଥା ହୋଇଥିବା କହିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗ୍ୟାରେଣ୍ଟି କେବଳ ଦେଶ ଭିତରେ ନୁହେଁ, ବାହାରେ ମଧ୍ୟ କାମ କରୁଛି। ଜୋସେଫଙ୍କ ଫେରିବା ପରେ ଜୟଶଙ୍କର ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି, ‘ମହାନ କାର୍ଯ୍ୟ, ଇରାନରେ ଭାରତୀୟ ଦୂତାବାସ। ଖୁସି ଯେ ଶ୍ରୀମତୀ ଏନ୍‌ ଟେସା ଜୋସେଫ ଘରେ ପହଞ୍ଚିଛନ୍ତି। ମୋଦିଙ୍କ ଗ୍ୟାରେଣ୍ଟି ସବୁବେଳେ କାମ କରେ, ଦେଶରେ ହେଉ କିମ୍ବା ବିଦେଶରେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଉପରେ ବର୍ଷିଲେ ଧର୍ମେନ୍ଦ୍ର, ତୁଷ୍ଟୀକରଣ ରାଜନୀତିକୁ ନେଇ….

ନୂଆଦିଲ୍ଲୀ,୨୦ା୮: କଂଗ୍ରେସ ମୁଖ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ‘ବନ୍ଦେ ମାତରମ୍’ ଗାନକୁ ନେଇ ଦେଖାଦେଇଥିବା ବିବାଦ ଏବେ ତୀବ୍ର ହୋଇଛି । ଏହାକୁ ନେଇ କଂଗ୍ରେସକୁ…

ଗୋଟିଏ ମାସରେ ୪ ଲଘୁଚାପ, ପୁଣି ଦାନା ବାନ୍ଧିଲାଣି, କାଲିଠୁ ପ୍ରବଳ ବର୍ଷା !

ଭୁବନେଶ୍ୱର,୨୦।୮: ପାଣିପାଗକୁ ନେଇ ବଡ଼ ଖବର । ଅଗଷ୍ଟ ମାସରେ ଗଲାଣି ତିନି ତିନିଟି ଲଘୁଚାପ । ତେବେ ପୁଣି ଆସୁଛି ଲଘୁଚାପ । ଏ ନେଇ…

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ପୋଖରୀରେ ଗାଧୋଉଥିଲେ ଯୁବକ, ୨ ରାଉଣ୍ଡ ଗୁଳି ଚଳାଇ ଲୁଟିନେଲେ ବାଇକ

ନୟାଗଡ, ୨୦।୮(ଲୋକନାଥ ମିଶ୍ର): ନୟାଗଡ ଜିଲା ଚାନ୍ଦପୁର ଥାନା କୁସୂପଲାରେ ୨ରାଉଣ୍ଡ ଗୁଳି ଚାଳନା ହୋଇଛି । ପୋଖରୀରେ ଗାଧୋଉ ଥିବା ବେଳେ ଗୁରୁବାର ଅପରାହ୍ନ ପ୍ରାୟ…

କେସିଙ୍ଗାରେ ବିଜେଡି ଯୁବ ରାଜ୍ୟ ସଭାପତି, କହିଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ…

କେସିଙ୍ଗା,୨୦ା୮(ତୁମେଶ୍ୱର ସାହୁ): ରାଜ୍ୟ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁ ନବରଙ୍ଗପୁରରେ ହେବାକୁ ଥିବା ଛାତ୍ର ସମାବେଶରେ ଯୋଗ ଦେବାପାଇଁ ଗୁରୁବାର…

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri