ବାଦଲଫଟା ବର୍ଷା, ଭୂସ୍ଖଳନ ନେଲା ୧୬ ଜୀବନ

ଇସ୍‌ଲାମାବାଦ,୧୨।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅଧୀନ ମାନସେହ୍‌ରା ଜିଲାରେ ପ୍ରବଳ ବର୍ଷା ଯୋଗୁ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ବର୍ଷାରେ ଭୂସ୍ଖଳନ ଘଟି ୪ଟି ଘର ମାଟିରେ ମିଶିଯାଇଛି। ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜଳବାୟୁ ପରିବର୍ତ୍ତନ ଯୋଗୁ ପାକିସ୍ତାନରେ ବାରମ୍ବାର ବାଦଲଫଟା ବର୍ଷା ହେଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବରରେ ମୋଦିଙ୍କ ଆମେରିକା ଗସ୍ତ

ଓ୍ବାଶିଂଟନ୍‌,୧୪ା୭(ପି.ଟି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତିସଂଘର ସାଧାରଣ ସଭାରେ ଯୋଗଦେବା ଲାଗି ସେପ୍ଟେମ୍ବରରେ ଆମେରିକା ଗସ୍ତରେ ଯିବା ସମ୍ଭାବନା ଅଛି। ମୋଦି ତାଙ୍କ ଗସ୍ତକାଳରେ ହ୍ୟୁଷ୍ଟନ୍‌ରେ...

ବିଦେଶରେ ପାଳିତ ହେଲା ବଡ ଠାକୁରଙ୍କ ରଥଯାତ୍ରା

ବାହାରିନ,୬।୭: ଶ୍ରୀଗୁଣ୍ଡିଚା ଅବସରରେ ଗତ ଜୁଲାଇ ୪ରେ ସୁଦୂର ବାହାରିନ ସ୍ଥିତ ପ୍ରବାସୀ ଓଡ଼ିଆ ଓ ଇସ୍କନ କାନୁ ଗାର୍ଡେନର ମିଳିତ ଆନୁକୂଲ୍ୟରେ ବିଶ୍ୱ ପ୍ରସିଦ୍ଧ...

ଚାଇନାର ମୃତ୍ୟୁର ଖେଳ, ଯୁଦ୍ଧକ୍ଷେତ୍ରରେ କେହି ବି ରହିବେନି ଜୀବିତ…

ବେଜିଂ,୧୯।୯ : ସମଗ୍ର ବିଶ୍ୱରେ ବିଭିନ୍ନ ଦେଶର ସରକାର ଏବଂ ସୈନ୍ୟମାନେ ଚାଇନାର ଶସ୍ତା ଯୁଦ୍ଧ ଡ୍ରୋନ ସଂଗ୍ରହ କରୁଛନ୍ତି। ଏହା ସହିତ ଏହି ଡ୍ରୋନଗୁଡ଼ିକୁ...

ଉତ୍ତର କୋରିଆ-ଦକ୍ଷିଣ କୋରିଆ ମଧ୍ୟରେ ତିକ୍ତତା ଚରମ ସୀମାରେ, ସାମୁଦ୍ରିକ ସୀମାରେ ମୁହାଁମୁହିଁ…

ପ୍ୟୋଙ୍ଗୟାଙ୍ଗ/ସିଓଲ,୨୪।୧୦ : ଉତ୍ତର କୋରିଆ ଏବଂ ଦକ୍ଷିଣ କୋରିଆ ମଧ୍ୟରେ ତିକ୍ତତା କ୍ରମାଗତ ଭାବେ ବୃଦ୍ଧି ପାଉଛି। ସୋମବାର ଉଭୟ ଦେଶ ସାମୁଦ୍ରିକ ସୀମାରେ ମୁହାଁମୁହିଁ...

ପୋଲାଣ୍ଡରେ ୨.୫ ନିୟୁତ ଶରଣାର୍ଥୀ, ବୁଚା ପରେ ଏବେ ସୁମିରେ ସମାନ ସ୍ଥିତି…

କ୍ୱିଭ୍‌, ୫।୪ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଗତ ୪୧ ଦିନ ଧରି ଯୁଦ୍ଧ ଜାରି ରହିଛି। ଅପରପକ୍ଷରେ, କ୍ୱିଭ୍‌ର ବୁଚାଠାରେ ହୋଇଥିବା ହତ୍ୟାକାଣ୍ଡର...

କରୋନା ୫୦ କୋଟି ଲୋକଙ୍କୁ ଗରିବ କରିପାରେ

ଲଣ୍ଡନ,୧୦।୪: କରୋନା ଭାଇରସ୍‌ ଏବେ ପୃଥିବୀର ୨୦୯ ରାଷ୍ଟ୍ରକୁ ବ୍ୟାପି ୮୩ ହଜାରରୁ ଅଧିକ ଲୋକଙ୍କ ଜୀବନ ନେଇ ସାରିଲାଣି। ଏହା ବିଶ୍ୱ ଅର୍ଥନୀତି ଉପରେ...

ଆମେରିକାରେ ଗୁଳି: ୪ ମୃତ

ସିକାଗୋ, ୧୧।୧(ଆଇଏଏନ୍‌ଏସ୍‌): ଆମେରିକାର ଇଲିନୋଇସ୍‌ ରାଜ୍ୟରେ ଗୁଳିକାଣ୍ଡ ଘଟି ୪ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ପୋଲିସ...

ଥରିଲା ତାଜିକିସ୍ତାନ

ଦୁଶାନ୍‌ବେ, ୧୬।୬:  ତାଜିକିସ୍ତାନରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୮ ଥିଲା ବୋଲି ଭୂବିଜ୍ଞାନ ଗବେଷଣା ସଂସ୍ଥା ପକ୍ଷରୁ କୁହାଯାଇଛି। ମଙ୍ଗଳବାର...

Advertisement
Archives

Model This Week