୧୬ ମାଓବାଦୀଙ୍କ ଆତ୍ମସମର୍ପଣ: ୩ ଜଣଙ୍କ ନାମରେ ଘୋଷଣା କରାଯାଇଥିଲା ୧ ଲକ୍ଷ ଲେଖାଏ ପୁରସ୍କାର

କୋରୁକୋଣ୍ଡା,୧୪।୮(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ୧୬ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଛତିଶଗଡ଼ର ଦାନ୍ତଓ୍ବୋଡା ଜିଲା ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସତନ୍ତ୍ର କାର୍ଯ୍ୟକ୍ରମରେ ଏସ୍‌ପି ଅଭିଷେକ ପଲ୍ଲବଙ୍କ ନିକଟରେ ଏହି ମାଓବାଦୀମାନେ ଆତ୍ମସମର୍ପଣ କରଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ନାମରେ ୧ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ଘୋଷଣା କରାଯାଇଥିଲା। ସହୀଦ ସପ୍ତାହର କିଛି ଦିନ ମଧ୍ୟରେ ଏତେ ସଂଖ୍ୟକ ମାଓବାଦୀଙ୍କ ଆତ୍ମସମର୍ପଣ ପୋଲିସର ମନୋବଳକୁ ଦୃଢ କରିଛି।
ଏମାନେ ବହୁ ହିଂସାରେ ଜଡିତ ଥିବା ପୋଲିସ କହିଛି। ମାଓବାଦୀ ସଂଗଠନରେ ବଢିଚାଲିଥିବା ଭେଦଭାବ ଯୋଗୁ ସେମାନେ ଆତ୍ମସମର୍ପଣ କରିଥିବା କହିଛନ୍ତି। ସରକାରଙ୍କ ଆତ୍ମନିର୍ଭରଶୀଳ ନୀତି ଅନୁଯାୟୀ ସମସ୍ତଙ୍କୁ ତାଲିମ ପ୍ରଦାନ କରାଯିବ ବୋଲି କୁହାଯାଇଛି। ଆର୍ଥିକ ସହାୟତା ମଧ୍ୟ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଖଟିଆରେ ବୃଦ୍ଧାଙ୍କୁ ଟାଣି ଟାଣି ବ୍ୟାଙ୍କ ନେବା ଘଟଣା: ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ବରଗାଁ ମ୍ୟାନେଜର ନିଳମ୍ବିତ

ନୂଆପଡ଼ା ଅଫିସ,୧୫ା୬-ନୂଆପଡା ଜିଲା ଖଡିଆଳ ବ୍ଲକ ବରଗାଁ ରାସ୍ତାରେ ଜନଧନ ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଜଣେ ଶତାୟୁ ମହିଳାଙ୍କୁ ଖଟିଆରେ ଶୁଆଇ ଟାଣି ଟାଣି ବ୍ୟାଙ୍କ...

ଅଙ୍ଗନୱାଡି କର୍ମୀଙ୍କୁ ସିଡିପିଓ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ: ଥାନାରେ ମାମଲା ରୁଜୁ

ସାରସକଣା,୫।୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅନ୍ତର୍ଗତ କଳାପାଣି ଅଙ୍ଗନବାଡି କର୍ମୀଙ୍କୁ ସାରସକଣା ବ୍ଳକ ସିଡିପିଓ ମାନସିକ ଚାପ ଓ ନିର୍ଯାତନା ଦେଉଥିବା ନେଇ ଅଭିଯୋଗ...

୪୮ଘଣ୍ଟା ଏସ୍‌ବିଆଇ ମୁଖ୍ୟ ଶାଖା ବନ୍ଦ

ନବରଙ୍ଗପୁର,୩।୧(ଡି.ଏନ୍‌.ଏ.): ନବରଙ୍ଗପୁର ଏସ୍‌ବିଆଇ ମୁଖ୍ୟ ଶାଖା ୪୮ଘଣ୍ଟା ପାଇଁ ବନ୍ଦ କରାଯାଇଛି। ଏସବିଆଇ ମୁଖ୍ୟ ଶାଖାର ଦୁଇ ଜଣ କର୍ମଚାରୀ କୋଭିଡ୍‌ ସଂକ୍ରମଣ ହେବା ପରେ...

ଆଜି ପରୀକ୍ଷା, ୧୭ ଛାତ୍ରୀଛାତ୍ରଙ୍କ ପରୀକ୍ଷା ବର୍ଜନ ନିଷ୍ପତ୍ତି

ଦଶରଥପୁର,୫ା୧୨(ଡି.ଏନ.ଏ.):ଯାଜପୁର ଜିଲା ଦଶରଥପୁର ବ୍ଲକ୍‌ ଥାଲକୁଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୬ଷ୍ଠ ଶ୍ରେଣୀରେ ଅଧ୍ୟୟନ କରୁଥିବା ୩୭ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୨୦ ଜଣଙ୍କୁ...

କଷ୍ଟ ଦେଲାଣି ଜଳ ସଙ୍କଟ

ଛେଣ୍ଡିପଦା,୧୨ା୩(ସ୍ବ.ପ୍ର.) ଖରା ଟାଣ ଧରୁ ଧରୁ କଷ୍ଟ ଦେଲାଣି ଜଳ ସଙ୍କଟ। ପିଇବା ପାଣି ନ ପାଇ ଅନୁଗୋଳ ଜିଲାର ବିଭିନ୍ନ ବ୍ଲକ ଅଞ୍ଚଳର ଲୋକେ...

ନାରୀ ଶିକ୍ଷିତା ହେଲେ ଦୁର୍ନୀତି ହଟିବ

ସୋନପୁର,୧୫।୧୧(ନି.ପ୍ର.): ସୋନପୁର ବ୍ଲକ ନାରାୟଣପୁର ଗ୍ରାମ୍ୟ ପାଠାଗାର ପରିସରରେ ନାରୀ ଶିକ୍ଷାକୁ ନେଇ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ପାଠାଗାର ପକ୍ଷରୁ ଆୟୋଜିତ ଏହି ଆଲୋଚନାଚକ୍ରରେ...

ପାଇପ୍‌ ଫାଟି ରାସ୍ତାରେ ପାଣି ଜମୁଛି

ନାଉଗାଁ,୧୩ା୧(ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ ଗୋଠଦା ଗ୍ରାମରେ ଦୀର୍ଘ ୧୫ ଦିନରୁ ଊର୍ଦ୍ଧ୍ୱ ହେବ ପାଣି ପାଇପ୍‌ ଫାଟିଯାଇଛି। ଫଳରେ ରାସ୍ତାରେ ପାଣି ଜମିବା ସହ...

କୋରାପୁଟରୁ ପୁଣି ୪୩ କରୋନା ପଜିଟିଭ୍‌ ଚିହ୍ନଟ

କୋରାପୁଟ,୫।୧୦(ସ୍ବ.ପ୍ର.):କୋରାପୁଟ ଜିଲାରୁ ସୋମବାର ପୁଣି ୪୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂତନ ସଂକ୍ରମିତଙ୍କ ମଧ୍ୟରେ ପୁରୁଷ ୨୮ ଓ ମହିଳା ୧୫ ଜଣ...

Advertisement
Archives

Model This Week