ଭଦ୍ରକରେ ପୁଣି ୧୬ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୨୬୨ରେ ପହଞ୍ଚଲା

ଭଦ୍ରକ ଅଫିସ,୫ା୭: ଭଦ୍ରକ ଜିଲାରେ ରବିବାର ୧୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୬୨ରେ ପହଞ୍ଚିଛି। ସମସ୍ତେ କ୍ୱାରାଣ୍ଟାଇନ୍‌ରେ ଥିଲେ। ଭଦ୍ରକ, ଧାମନଗର ଓ ତିହିଡି ବ୍ଲକରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ପ୍ରଶାସନ ସୂତ୍ରରୁ ପ୍ରକାଶ। ଏମାନେ ଦିଲ୍ଲୀ, କର୍ଣ୍ଣାଟକ, କେରଳ, ପଶ୍ଚିମବଙ୍ଗ ଫେରନ୍ତା ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ…

ଭଷ୍ମାରେ ଭୟାବହ ସଡ଼କ ଦୁର୍ଘଟଣା: ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨ ଶିଶୁଙ୍କ ଜୀବନ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ୱେ’ର ସୁନ୍ଦରଗଡ଼ ଜିଲା ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ…

ମମତାରାଣୀ ତ୍ରିପାଠୀ ବରଗଡ଼ର ନୂତନ CDAO

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ନୂତନ ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ଭାବେ ଗୁରୁବାର ମମତାରାଣୀ ତ୍ରିପାଠୀ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ…

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

ବାଂଲାଦେଶର ନୂଆ ରାଷ୍ଟ୍ରପତି ମିର୍ଜା ଫକରୁଲ୍: ଜାଣନ୍ତୁ ତାଙ୍କ ପତ୍ନୀଙ୍କ ଭାରତ କନେକ୍ସନ୍

ଢାକା,୨୦।୮: ବାଂଲାଦେଶ ନେସନାଲିଷ୍ଟ ପାର୍ଟି (BNP) ର ପ୍ରାର୍ଥୀ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର ସଂସଦୀୟ ନିର୍ବାଚନରେ ୨୫୫ଟି ଭୋଟ୍ ପାଇବା ପରେ ବାଂଲାଦେଶର ୨୩ତମ ରାଷ୍ଟ୍ରପତି…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri