କଟକରେ ମାଡ଼ିଲାଣି କରୋନା: ଆଜି ଚିହ୍ନଟ ହେଲେ ୧୬ ନୂଆ ପଜିଟିଭ୍‌

କଟକ ଅଫିସ,୧୦।୭: କଟକ ସହରରେ ଶନିବାର ୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୧୩ଜଣ, ପେଡ୍‌ କ୍ୱାରାଣ୍ଟାଇନ୍‌ରୁ ଜଣେ, ଲୋକାଲ କଣ୍ଟାକ୍ଟ କେସ୍‌ ୨ ରହିଛି। ଏନେଇ ସିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ଆକ୍ରାନ୍ତମାନେ ହେଲେ ଏମ୍ସ ଆଇସୋଲେଶନ ଓ୍ବାର୍ଡର ୧୩ବର୍ଷର ନାବାଳକ, ସମ୍‌ ହସ୍ପିଟାଲ ଆଇସୋଲେଶନ ଓ୍ବାର୍ଡର ୫୮ ବର୍ଷୀୟା ମହିଳା, ୩୫ବର୍ଷୀୟା ପୁରୁଷ, ଏସ୍‌ସିବି ଆଇସୋଲେଶନ ଓ୍ବାର୍ଡରୁ ୨୬,୨୫,୩୪ ବର୍ଷୀୟା କରୋନା ଯୋଦ୍ଧା, ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରର ୫୨ ବର୍ଷୀୟ,୫୦, ୨୬,୨୩ କଣ୍ଟାକ୍ଟ କେସ୍‌, କଟକ ସଦର ସମ୍ପର୍ଶରେ ଆସିଥିବା ୩୩ବର୍ଷ, ୨୭ବର୍ଷ. ୨୬ ବର୍ଷୀୟ ବ୍ୟକ୍ତି, ଦୁବାଇରୁ ଫେରିଥିବା ୩୭ବର୍ଷୀୟ ପୁରୁଷ, ସିଡିଏ ସେକ୍ଟର ୧୧ ଅଞ୍ଚଳର ୪୮ବର୍ଷୀୟ ପୁରୁଷ(ପୋଲିସ), ବଢ଼େଇ ସାହିର ୩୦ବର୍ଷୀୟା ମହିଳା କରୋନା ଯୋଦ୍ଧା। ନୂତନ ଆକ୍ରାନ୍ତଙ୍କୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୨୯ରେ ପହଞ୍ଚିଛି। ସେଥିରୁ ୩୨ ସୁସ୍ଥ ହୋଇ ଫେରିଥିବା ବେଳେ ୧୯୫ ଆକ୍ଟିଭ୍‌ କେସ୍‌ ରହିଛି। ୨ଜଣଙ୍କ ମୃତ୍ୟୁ ଘଟିଥିବା ସିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri