କଟକରେ ମାଡ଼ିଲାଣି କରୋନା: ଆଜି ଚିହ୍ନଟ ହେଲେ ୧୬ ନୂଆ ପଜିଟିଭ୍‌

କଟକ ଅଫିସ,୧୦।୭: କଟକ ସହରରେ ଶନିବାର ୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୧୩ଜଣ, ପେଡ୍‌ କ୍ୱାରାଣ୍ଟାଇନ୍‌ରୁ ଜଣେ, ଲୋକାଲ କଣ୍ଟାକ୍ଟ କେସ୍‌ ୨ ରହିଛି। ଏନେଇ ସିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ଆକ୍ରାନ୍ତମାନେ ହେଲେ ଏମ୍ସ ଆଇସୋଲେଶନ ଓ୍ବାର୍ଡର ୧୩ବର୍ଷର ନାବାଳକ, ସମ୍‌ ହସ୍ପିଟାଲ ଆଇସୋଲେଶନ ଓ୍ବାର୍ଡର ୫୮ ବର୍ଷୀୟା ମହିଳା, ୩୫ବର୍ଷୀୟା ପୁରୁଷ, ଏସ୍‌ସିବି ଆଇସୋଲେଶନ ଓ୍ବାର୍ଡରୁ ୨୬,୨୫,୩୪ ବର୍ଷୀୟା କରୋନା ଯୋଦ୍ଧା, ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରର ୫୨ ବର୍ଷୀୟ,୫୦, ୨୬,୨୩ କଣ୍ଟାକ୍ଟ କେସ୍‌, କଟକ ସଦର ସମ୍ପର୍ଶରେ ଆସିଥିବା ୩୩ବର୍ଷ, ୨୭ବର୍ଷ. ୨୬ ବର୍ଷୀୟ ବ୍ୟକ୍ତି, ଦୁବାଇରୁ ଫେରିଥିବା ୩୭ବର୍ଷୀୟ ପୁରୁଷ, ସିଡିଏ ସେକ୍ଟର ୧୧ ଅଞ୍ଚଳର ୪୮ବର୍ଷୀୟ ପୁରୁଷ(ପୋଲିସ), ବଢ଼େଇ ସାହିର ୩୦ବର୍ଷୀୟା ମହିଳା କରୋନା ଯୋଦ୍ଧା। ନୂତନ ଆକ୍ରାନ୍ତଙ୍କୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୨୯ରେ ପହଞ୍ଚିଛି। ସେଥିରୁ ୩୨ ସୁସ୍ଥ ହୋଇ ଫେରିଥିବା ବେଳେ ୧୯୫ ଆକ୍ଟିଭ୍‌ କେସ୍‌ ରହିଛି। ୨ଜଣଙ୍କ ମୃତ୍ୟୁ ଘଟିଥିବା ସିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ସମ୍ପର୍କ କାର୍ଯ୍ୟକ୍ରମର ଶୁଭାରମ୍ଭ: ଯୋଗଦେଲେ ସୁନାବେଡାର ଆଦିବାସୀ

ନୂଆପଡା ଅଫିସ,୧୦ା୮ ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟରେ ସଭାଗୃହରେ ଜିଲାପାଳ ମଧୁସ୍ମିତା ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆଦିବାସୀ ଜନଜାତି ଚକୋଟିଆ ଭୁଞ୍ଜିଆଙ୍କ ଉନ୍ନତି ସକାଶେ ଜୀବନ...

୧୦୦ ଫୁଟ ଧସିଲା ପଥର ପ୍ୟାକିଂ

ଆରଡ଼ି,୨୧ା୮(ଡି.ଏନ୍‌.ଏ.)- ଲଘୁଚାପ ଜନିତ ବର୍ଷା ଯୋଗୁଁ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବୋଡ଼କଠାରେ ୨୦ନଂ. ଜାତୀୟ ରାଜପଥର ବୈତରଣୀ ନଦୀର କୟଁାଗୋଲା ସେତୁ ପାର୍ଶ୍ୱ ରାସ୍ତାରେ...

ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କୁ  ବଳାତ୍କାର:ଜେଲ ଗଲେ ପ୍ରେମିକ

ଗଣିଆ,୨୩।୮(ଡି.ଏନ.ଏ.)-ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ବଳାତ୍କାର କରିବା ଅଭିଯୋଗରେ ନୟାଗଡ ଜିଲା ଗଣିଆ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ...

ସୀମା ସିଲ୍‌ ଅଞ୍ଚଳ ପରିଦର୍ଶନ କଲେ ଡିଜିପି

ବାଲେଶ୍ୱର ଅଫିସ/ଜଳେଶ୍ୱର/ବାରିପଦା ଅଫିସ, ୨୧ା୪(ସ୍ବ.ପ୍ର.)-ଓଡ଼ିଶାରେ ଚିହ୍ନଟ ହୋଇଥିବା ସର୍ବାଧିକ କରୋନା ଆକ୍ରାନ୍ତଙ୍କ ପଶ୍ଚିମବଙ୍ଗ ଲିଙ୍କ୍‌ ରହିଥିବା ଜଣାପଡିବା ପରେ ରାଜ୍ୟ ସରକାର ସୀମାନ୍ତ ଅଞ୍ଚଳରେ ସୁରକ୍ଷା...

ବିରଳ ବୋଡ଼ା ସାପ ଉଦ୍ଧାର

ପଦ୍ମପୁର,୧୮ା୧୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାଜଘରପୋଖରୀ ପଞ୍ଚାୟତର ବୁଢ଼ା ନାୟକ ନାମକ ଜଣେ ବ୍ୟକ୍ତିଙ୍କ ବାଡ଼ିରୁ ଏକ ବିରଳ ଜାତିର ବୋଡ଼ା ସାପ...

ଅନ୍ୟ ଜିଲାରୁ ଚୌଦ୍ୱାର ଫେରୁଛନ୍ତି ଲୋକେ: ସଚେତନ ହେଲେ, କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଆସିଲେ

ଚୌଦ୍ୱାର,୨୩।୪(ଡି.ଏନ୍‌.ଏ.): କରୋନା ଭୁତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ବାହାରୁ ଆସୁଥିବା ବ୍ୟକ୍ତିବିଶେଷଙ୍କ ଡାକ୍ତରୀ ପରୀକ୍ଷା କରାଇ ସ୍ଥାନୀୟ କ୍ୱାରେଣ୍ଟାଇନ ସେଣ୍ଟରରେ ରଖିବା ବ୍ୟବସ୍ଥା ସରକାରଙ୍କ...

ଭିମ୍‌ସାରରେ ସ୍ବାଇନଫ୍ଲୁ ରୋଗୀ

ସମ୍ବଲପୁର,୫ା୩(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଭିମ୍‌ସାରରେ ସୁନ୍ଦରଗଡ଼ର ଜଣେ ସ୍ବାଇନଫ୍ଲୁ ରୋଗୀ ଚିକିତ୍ସିତ ହେଉଛନ୍ତି। ତାଙ୍କୁ ସ୍ବତନ୍ତ୍ର ବିଭାଗରେ ଚିକିତ୍ସା କରାଯାଉଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି...

ଧରାପଡିଲେ ୨୮ ବଙ୍ଗୀୟ ଶ୍ରମିକ

ଚମ୍ପୁଆ, ୧୩ା୪(ଡି.ଏନ.ଏ.)-ମହାମାରୀ କରୋନାକୁ ନେଇ ଏବେ ସାରା ବିଶ୍ୱରେ ଆତଙ୍କ ଦେଖାଦେଇଛି। ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେବା ସହିତ ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କ ଉପରେ...

Coronavirus Update

Archives

Model This Week

Why Dharitri