ଆମେରିକୀୟ ବିଦ୍ୟାଳୟ ପ୍ରତିଯୋଗିତାର ଅନ୍ତିମ ପର୍ଯ୍ୟାୟରେ ମନୋନୀତ ହୋଇଥିବା ୩୦ ରୁ ୧୬ଜଣ ମୂଳ ଭାରତୀୟ ଛାତ୍ରୀଛାତ୍ର…

ଓ୍ବାଶିଂଟନ,୨୫।୯ : ଆମେରିକାର ମାଧ୍ୟମିକ ବିଦ୍ୟାଳୟର ଛାତ୍ରମାନଙ୍କ ପାଇଁ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ଇଞ୍ଜିନିୟରିଂ ଏବଂ ଗଣିତ (ଏସଟିଇଏମ) ପ୍ରତିଯୋଗିତାର ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଥିବା ୩୦ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୧୬ ଜଣ ମୂଳ ଭାରତୀୟ ଅଟନ୍ତି। ଏହି ପ୍ରତିଯୋଗିତାର ନାମ ହେଉଛି ଥର୍ମୋ ଫିସର ସାଇଣ୍ଟିଫିକ ଜୁନିଅର ଇନୋଭେଟର୍ସ ଚ୍ୟାଲେଞ୍ଜ (ଥର୍ମୋ ଫିସର ଜେଆଇସି)।

ଏହାର ଉଦ୍ଦେଶ୍ୟ ହେଉଛି ଭବିଷ୍ୟତର ବଡ ଆହ୍ବାନର ସମାଧାନ ପାଇଁ ଯୁବ ବୈଜ୍ଞାନିକ ଏବଂ ଇଞ୍ଜିନିୟରମାନଙ୍କୁ ପ୍ରେରଣା ଦେବା। ୩୦୦ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ବୈଜ୍ଞାନିକ, ଇଞ୍ଜିନିୟର୍‌ ଏବଂ ଶିକ୍ଷକମାନଙ୍କର ଏକ ଚୟନ କମିଟି ଅନ୍ତିମ ପର୍ଯ୍ୟାୟ ପାଇ ୩୦ ଜଣଙ୍କୁ ଚୟନ କରିଥିଲେ। ଏହି ଛାତ୍ରୀତଛାତ୍ରମାନେ ଆସନ୍ତା ମାସରେ ୱାଶିଂଟନରେ ହେବାକୁ ଥିବା ଫାଇନାଲରେ ନିଜର ପ୍ରତିଭା ପ୍ରଦର୍ଶନ କରି ୧୦୦,୦୦୦ ଡଲାରରୁ ଅଧିକ ପୁରସ୍କାର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବେ।

ଏଥିରେ ୨୫,୦୦୦ ଡଲାର ଥର୍ମୋ ଫିସର ସାଇଣ୍ଟିଫିକ ଆସେଣ୍ଡ (ନୂତନ ଆବିଷ୍କାର ପାଇଁ ଆସ୍ପିରିଙ୍ଗ ସାଇଣ୍ଟିଷ୍ଟ) ପୁରସ୍କାର ମଧ୍ୟ ଅନ୍ତର୍ଭୁକ୍ତ। ବିଚାରପତିମାନଙ୍କର ପ୍ୟାନେଲ ଏହି ଛାତ୍ରମାନଙ୍କର ବୈଜ୍ଞାନିକ ଗବେଷଣା, ସୃଜନଶୀଳତା ଏବଂ ଦକ୍ଷତାକୁ ମୂଲ୍ୟାଙ୍କନ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଟଳିଲା ହର୍ମୁଜ ସଙ୍କଟ, ଏପଟେ ଭାରତ ଉପରକୁ ମାଡିଆସିଲା ନୂଆ ବିପର୍ଯ୍ୟୟ, ବିପଦରେ ପଡିବେ ୪୦ କୋଟି ଲୋକ!

ନୂଆଦିଲ୍ଲୀ,୮।୪: ହର୍ମୁଜ ପ୍ରଣାଳୀ ସଙ୍କଟ ଏବେ ଟଳିଯାଇଛି। ଇରାନ-ଆମେରିକା ଯୁଦ୍ଧବିରତି ଘୋଷଣା ବିଶ୍ୱର ତୈଳ ଏବଂ ଗ୍ୟାସ ଯୋଗାଣରେ ଆଶ୍ୱସ୍ତି ଆଣିବ ବୋଲି ଆଶା କରାଯାଉଛି। ଏହି…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ଇରାନ ଯୁଦ୍ଧରେ ଫସିଗଲେ ଟ୍ରମ୍ପ, ହରାଇବେ ପଦ! ଇସ୍ତଫା ଦାବି କଲେ…

ଓ୍ବାଶିଂଟନ୍‌,୮।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ ୨୮ ତାରିଖରେ ଯେତେବେଳେ ଇସ୍ରାଏଲ ସହ ମିଶି ଇରାନ ବିରୁଦ୍ଧରେ ଆକ୍ରମଣ ଆରମ୍ଭ କରିଥିଲେ, ସେତବେଳେ ସେ ଭେନେଜୁଏଲାରେ…

ଯୁଦ୍ଧ ବନ୍ଦ କରିବା ପରେ ପାକିସ୍ତାନର ପ୍ରଧାନମନ୍ତ୍ରୀଙ୍କ ବିସ୍ଫୋରକ ବୟାନ: ମୁଁ ଘୋଷଣା କରୁଛି ଯେ, ଆଗାମୀ ଦିନରେ…

ଇସଲାମାବାଦ,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଶେଷରେ ଆମେରିକା ଏବଂ ଇରାନ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri