୧୬ ବାଘ ଦାନ୍ତ ସହ ୪ ଗିରଫ

ଦିସପୁର, ୨୧।୧୦: ଆସାମର କର୍ବି ଆଙ୍ଗ୍ଲୋଙ୍ଗ ଜିଲାରୁ ପୋଲିସ ବୁଧବାର ୧୬ଟି ବାଘ ଦାନ୍ତ ଜବତ କରିଛି। ବାଘ ଦାନ୍ତ ଚୋରା ଚାଲାଣ ମାମଲାରେ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ଗୁପ୍ତ ସୂଚନାକୁ ଆଧାର କରି ମଞ୍ଜା ପୋଲିସ ପକ୍ଷରୁ ଦିଫୁ ଅଞ୍ଚଳରେ ଚଢ଼ଉ କରାଯାଇଥିଲା। ଏହି ସମୟରେ ପୋଲିସ ୪ ଜଣ ବନ୍ୟଜନ୍ତୁ ଅଙ୍ଗ ପ୍ରତ୍ୟଙ୍ଗ ଚୋରା ଚାଲାଣକାରୀଙ୍କଠାରୁ ୧୬ଟି ବାଘ ଦାନ୍ତ ଜବତ କରିବାରେ ସଫଳ ହୋଇଥିଲା। ଏହି ମାମଲରେ ଅଧିକ ଲୋକଙ୍କୁ ଗିରଫ କରିବାକୁ ଉଦ୍ୟମ ଚାଲିଥିବାରୁ ପୋଲିସ ପକ୍ଷରୁ ଗିରଫ ୪ ଚୋରା ଚାଲାଣକାରୀଙ୍କ ପରିଚୟ ପ୍ରଦାନ କରାଯାଇନାହିଁ। ଏହି ୪ଜଣ ଚୋରା ଚାଲଣକାରୀ ଦାନ୍ତଗୁଡ଼ିକ ବିକ୍ରି କରିବା ଉଦ୍ଦେଶ୍ୟରେ ଥିଲେ। କିନ୍ତୁ କୌଣସି ସୂତ୍ରରୁ ଖବର ପାଇ ପୋଲିସ ଚଢ଼ଉ କରି ସେମାନଙ୍କୁ ଗିରଫ କରିବାରେ ସଫଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…

ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ ।…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri