କାବୁଲରୁ ୧୬୦ ଅଷ୍ଟ୍ରେଲୀୟ-ଆଫଗାନିସ୍ତାନ ନାଗରିକଙ୍କୁ ସ୍ଥାନାନ୍ତର

କାନବେରା,୨୦ା୮: ଆଫଗାନିସ୍ତାନକୁ ତାଲିବାନ କବ୍‌ଜା ପରଠାରୁ ଅନ୍ୟ ଦେଶଗୁଡ଼ିକ ସେମାନଙ୍କର ନାଗରିକ ଏବଂ ଦୂତାବାସର ଅଧିକାରୀମାନଙ୍କୁ ସେଠାରୁ ସ୍ଥାନାନ୍ତର କରିବା ଆରମ୍ଭ କରି ଦେଇଛନ୍ତି। ତୃତୀୟ ଥଇଥାନ ବିମାନ ପରେ ଅଷ୍ଟ୍ରେଲିଆ ଏବଂ ଆଫଗାନିସ୍ତାନର ୧୬୦ରୁ ଅଧିକ ନାଗରିକଙ୍କୁ କାବୁଲରୁ ସ୍ଥାନାନ୍ତର କରାଯାଇଛି। ଏନେଇ ଶୁକ୍ରବାର ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ସ୍କଟ ମାରିସନ ସୂଚନା ପ୍ରଦାନ କରିଛନ୍ତି।

ମାରିସନ କହିଛନ୍ତି, ଆଫଗାନିସ୍ତାନରେ ୨୦ ବର୍ଷ ଯୁଦ୍ଧ ସମୟରେ ଅଷ୍ଟ୍ରେଲିଆକୁ ସାହାଯ୍ୟ କରିଥିବା ଆଫଗାନିସ୍ତାନ ଏବଂ ଅଷ୍ଟ୍ରେଲୀୟ ନାଗରିକଙ୍କ ସମେତ ୬୦ଜଣଙ୍କୁ ରାତିରେ ସଂଯୁକ୍ତ ଆରବ ଏମିରେଟ୍ସକୁ ବିମାନ ଉଡ଼ାଣ କରାଯାଇଥିଲା। ସେ କହିଛନ୍ତି, ପ୍ରଥମ ବିମାନ ଦ୍ୱାରା ଶୁକ୍ରବାର ୯୪ ଜଣଙ୍କୁ ପଶ୍ଚିମ ଉପକୂଳବର୍ତ୍ତୀ ପର୍ଥ ସହରକୁ ପଠାଯାଇଛି। ମାରିସନଙ୍କ ଅନୁଯାୟୀ, ଅଷ୍ଟ୍ରେଲିଆ କାବୁଲ ବିମାନବନ୍ଦର ବ୍ୟତୀତ ଆଫଗାନିସ୍ତାନର ଅନ୍ୟ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରିପାରିବ ନାହିଁ। ୬୦୦ ଅଷ୍ଟ୍ରେଲୀୟ ଏବଂ ଆଫଗାନିସ୍ତାନରୁ ବାହାରିବା ଖବର ଉପରେ ଅଷ୍ଟ୍ରେଲିଆ ସରକାର କୌଣସି ମନ୍ତବ୍ୟ ଦେଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri