ଡକାୟତଙ୍କ ଆକ୍ରମଣରେ ୧୬୦ ଜଣଙ୍କ ମୃତ୍ୟୁ

ଅବୁଜା,୨୬।୧୨: ନାଇଜେରିଆର ଉତ୍ତର-ମଧ୍ୟ ରାଜ୍ୟରେ ହୋଇଥିବା ଆକ୍ରମଣରେ ମୃତ୍ୟୁ ସଂଖ୍ୟା ୧୬୦ରେ ପହଞ୍ଚିଛି। ସୋମବାର ଜଣେ ସ୍ଥାନୀୟ ଅଧିକାରୀ କହିଛନ୍ତି ଯେ ରବିବାର ଡକାୟତମାନେ ବିଭିନ୍ନ ସମ୍ପ୍ରଦାୟ ଉପରେ ଆକ୍ରମଣ କରିଥିଲେ।

ଅଧିକାରୀ କହିଛନ୍ତି ଯେ ଏହି ଆକ୍ରମଣ ପରଠାରୁ ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହା ବ୍ୟତୀତ ୩୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି।
ଏହାପୂର୍ବରୁ ସୋମବାର ସ୍ଥାନୀୟ ସରକାରୀ ଅଞ୍ଚଳର କାର୍ଯ୍ୟକାରୀ ସଭାପତି କାସାହ କହିଥିଲେ ଯେ ଶନିବାର ଏବଂ ରବିବାର ହୋଇଥିବା ଆକ୍ରମଣରେ ୧୧୩ଜଣଙ୍କର ମୃତ୍ୟୁ ଘଟିଛି। ସେ କହିଛନ୍ତି ଯେ ଏହି ଆକ୍ରମଣ ଡକାୟତଙ୍କ ଦ୍ୱାରା କରାଯାଇଥିଲା ଯେଉଁଥିରେ ୩୦୦ରୁ ଅଧିକ ଲୋକ ଆହତ ହୋଇଥିଲେ। ସେ କହିଛନ୍ତି ଯେ ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ବାସ୍ତବରେ ଉତ୍ତର-ମଧ୍ୟ ରାଜ୍ୟରେ ପଶୁପାଳକ ଓ କୃଷକଙ୍କ ମଧ୍ୟରେ ସଂଘର୍ଷ ହେବାର ଖବର ରହିଛି। ମେ ମାସରୁ ଏଠାରେ ହିଂସା ଘଟଣା ବୃଦ୍ଧି ପାଇଛି। କୃଷକ-ପଶୁପାଳକଙ୍କ ଆକ୍ରମଣରେ ୧୦୦ରୁ ଅଧିକ ଲୋକ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ଖୁବଶୀଘ୍ର ଖୋଲିବ…ଶୁଣିଲେ ସବୁ ଦେଶ ହୋଇଯିବେ ଖୁସି

ଓ୍ବାଶିଂଟନ୍‌,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଲୋଚନା ସଫଳ ହେଲେ ହର୍ମୁଜ ପ୍ରଣାଳୀ (ଯାହା ଯୁଦ୍ଧ ଏବଂ ସଂଘର୍ଷ ଯୋଗୁ ପ୍ରାୟ…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ଆମେରିକା-ଇରାନ ଡିଲ୍‌ରେ ଏହି ଦେଶ ସାମିଲ, ଜାଣିଲେ ହୋଇଯିବେ ତାଜୁବ

ଓ୍ବାଶିଂଟନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବିବାଦର ମଧ୍ୟସ୍ଥତା ପାଇଁ ପ୍ରୟାସ ଜୋର ଧରିଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ…

ପେଟ୍ରୋଡଲାର ସାମ୍ରାଜ୍ୟ

ପୃଥିବୀର କୌଣସି ଏକ ପେଟ୍ରୋଲ୍‌ ପମ୍ପରେ ଗାଡ଼ିରେ ଇନ୍ଧନ ଭରିବା ଦୃଶ୍ୟ ସାଧାରଣ ହୋଇପାରେ, କିନ୍ତୁ ଏହା ପ୍ରଚ୍ଛଦପଟରେ ଏକ ବିଶାଳ ଆର୍ଥିକ ବ୍ୟବସ୍ଥା କାମ କରୁଥାଏ,…

ଦୁବାଇରେ ଧରାପଡ଼ିଲେ ଭାରତର ମୋଷ୍ଟ ୱାଣ୍ଟେଡ ଡ୍ରଗ୍ସ ମାଫିଆ! ଖୁବଶୀଘ୍ର ଆସିବେ ଭାରତ

ନୂଆଦିଲ୍ଲୀ,୨୪।୩: ଭାରତର ଡ୍ରଗ ମାଫିଆଙ୍କ ଜଣେ ପ୍ରମୁଖ ବ୍ୟକ୍ତି ଜସବିନ୍ଦର ଓରଫ ‘ଜାଜ’କୁ ଦୁବାଇରେ ଗିରଫ କରାଯାଇଛି। ଭାରତୀୟ ଏଜେନ୍ସିଗୁଡ଼ିକର ନିର୍ଦ୍ଦେଶରେ ଇଣ୍ଟରପୋଲ ସହାୟତାରେ ଏହି ଅପରେଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri