ଓଏଏସ୍‌ ପରୀକ୍ଷା: ୫୧ ର଼୍ୟାଙ୍କରେ ନାରାୟଣ

ପୁରୁଷୋତ୍ତମପୁର,୮ା୧(ଡି.ଏନ.ଏ.):-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅନ୍ତର୍ଗତ ଚିଙ୍ଗୁଡିଆପଦର ସାହିର ନାରାୟଣ ବେହେରା ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ୫୧ ର଼୍ୟାଙ୍କରେ ରହିଛନ୍ତି। ତାଙ୍କ ବାପାଙ୍କ ନାମ ରାମ ବେହେରା ଓ ମାଆଙ୍କ ନାମ ସୁଷମା । ବର୍ତ୍ତମାନ ସେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଜଲେଶପେଟା ଆଦର୍ଶ ବିଦ୍ୟାଳୟରେ ଶିକ୍ଷକତା କରୁଛନ୍ତି।


All Right Reserved By Dharitri.Com

ଅଣସରରେ ଠାକୁର : ପଟିଦିଅଁଙ୍କୁ ପୂଜା କରୁଛନ୍ତି ଶ୍ରଦ୍ଧାଳୁ, ୨ରେ ନବଯୌବନ ଦର୍ଶନ

ବାଲିଗୁଡ଼ା,୨୨।୬(ଡି.ଏନ୍‌.ଏ.): ଦେବସ୍ନାନ ପୂର୍ଣ୍ଣିମା ପରଠାରୁ ଚତୁର୍ଦ୍ଧା ବିଗ୍ରହଙ୍କୁ ଗତ ୧୭ ତାରିଖଠାରୁ ଅଣସର ଘରେ ରଖାଯାଇଛି। ଅତ୍ୟଧିକ ସ୍ନାନ ଯୋଗୁ ବିଗ୍ରହମାନେ ଜ୍ୱରରେ ପୀଡ଼ିତ ହୋଇଛନ୍ତି।...

୨ ବିଦେଶ ଫେରନ୍ତା ଲୁଚିଛନ୍ତି ଘରେ, ଅଞ୍ଚଳରେ ଉତ୍ତେଜନା

ଧାମନଗର,୨୪ା୩(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକ ବୟାଙ୍ଗଡିହି ପଞ୍ଚାୟତ ଅଞ୍ଚଳରେ ଦୁଇ ଯୁବକ ଦୁବାଇରୁ ଘରକୁ ଫେରି ଲୁଚିଥିବା ଏବଂ ପ୍ରଶାସନର ନିଷ୍କ୍ରିୟତା ଯୋଗୁ ଉକ୍ତ ପଞ୍ଚାୟତରେ...

ବର୍ଷା ନାହିଁ, ଚାଷ କାର୍ଯ୍ୟରେ ବାଧା ଚାଷୀକୂଳ ହତାଶ

ତେଲକୋଇ, ୧୬।୭(ଡି.ଏନ.ଏ.)-ତେଲକୋଇ ବ୍ଲକର ଚାଷୀ ମାନେ ମୌସୁମୀ ବର୍ଷା ଉପରେ ନିର୍ଭର କରି ଚାଷ କାର୍ଯ୍ୟ କରିଥାନ୍ତି। ତେବେ ମୌସୁମୀ ବର୍ଷାର ଅଭାବ ଯୋଗୁଁ ୯୦ପ୍ରତିଶତ...

ଗୁରୁତର ଅବସ୍ଥାରେ ଅଜଣା ଯୁବକଙ୍କୁ ଉଦ୍ଧାରକଲା ଅଗ୍ନିଶମ ବିଭାଗ

ଆନନ୍ଦପୁର,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ୫୩ ନଂ. ରାଜ୍ୟ ରାଜପଥ ବଞ୍ଚୋ ଛକ ନିକଟରେ ଶନିବାର ଜଣେ ଅଜଣା ଯୁବକ ଦୁର୍ଘଟଣାଗ୍ରସ୍ତ ହୋଇ...

କ୍ୟାମ୍ପସ୍‌ ହାଲଚାଲ୍‌: ପରୀକ୍ଷାଠୁ ପିକ୍‌ନିକ୍‌ ଯାଏ ଚାଲିଛି ଚର୍ଚ୍ଚା

କଟକ ଅଫିସ,୯ା୧୨- ସୋସିଆଲ ମିଡ଼ିଆ ସହ ଅଧିକ ମାତ୍ରାରେ ଜଡ଼ିତ ଯୁବପିଢ଼ି। ଏହି ଜରିଆରେ ଯୁବପିଢିଙ୍କ ପାଖରେ ଦେଶବିଦେଶର ଖବର ସବୁବେଳେ ମହଜୁଦ। ଘଟଣା ହେଉ...

ଏଲ୍‌ଆଇସି ଅଂଶଧନ ବିକ୍ରିକୁ ବିରୋଧ

ବ୍ରହ୍ମପୁର ଅଫିସ,୩ା୨-ଭାରତୀୟ ଜୀବନ ବୀମା ନିଗମ (ଏଲଆଇସି)ରୁ ସରକାରଙ୍କ ଅଂଶଧନରୁ କିଛି ପ୍ରତିଶତ ଷ୍ଟକ୍‌ ବଜାର ମାଧ୍ୟମରେ ତଥା ଆଇପିଓ ରୂପେ ବିକ୍ରି କରାଯିବା ଲୋକ...

ସେଲ୍‌ଫି ହେଲା କାଳ: ମହାନଦୀ ବ୍ରିଜ୍‌ରୁ ଖସିପଡ଼ିଲେ ଯୁବକ

ସୋନପୁର,୨୭।୧୨(ନି.ପ୍ର.): ମୋବାଇଲରେ ସେଲ୍‌ଫି ନେବା ଯୁବକଙ୍କୁ ମହଙ୍ଗା ସାବ୍ୟସ୍ତ ହୋଇଛି। ଗୁରୁବାର ସକାଳେ ସୋନପୁର ସହର ପଟାଭାଡି ଅଞ୍ଚଳର ଜିତୁ ନାଏକ(୨୪) ମହାନଦୀ ବ୍ରିଜ୍‌ ଉପରେ...

ନରସିଂହ ବନ୍ଧ, ସ୍ନାନଘାଟରେ ଗଣସଫେଇ

ବଲାଙ୍ଗୀର ଅଫିସ, ୨ା୩: ଜିଲା ଚିତ୍ରଗୁପ୍ତ କଲ୍ୟାଣ ସମିତି ତଥା ବଲାଙ୍ଗୀର କରଣ ସମାଜ ପକ୍ଷରୁ ରବିବାର ସ୍ଥାନୀୟ ନରସିଂହ ବନ୍ଧର ମୁଖ୍ୟ ସ୍ନାନଘାଟରେ ଗଣସଫେଇ...

Leave a comment

Your email address will not be published. Required fields are marked *