ଖୋର୍ଦ୍ଧାରେ ବନ୍ଦ ସଫଳ

ଖୋର୍ଦ୍ଧା ଅଫିସ,୮।୧: ୧୨ ଦଫା ଦାବିରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଦିଆଯାଇଥିବା ବନ୍ଦ ପାଳନ ଡାକରା ଖୋର୍ଦ୍ଧାରେ ସଫଳ ହୋଇଛି। କଂଗ୍ରେସ,ସିପିଆଇଏମ୍‌, ଏସ୍‌ଆଇଟିୟୁ ସମେତ ବଭିନ୍ନ ଟ୍ରେଡ୍‌ ୟୁନିଅନ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ବିକ୍ଷୋଭ କରାଯାଇଛି। ସେହିଭଳି ଅଞ୍ଚଳରେ ଦୋକାନ ବଜାର, ଯାନବାହନ ଚଳାଚଳ ଆଦି ବନ୍ଦ ରହିଛି। ବ୍ୟାଙ୍କ ଛକରେ ଆୟୋଜିତ ପ୍ରତିବାଦ ସଭାରେ ମୋଦି ସରକାରଙ୍କ ବିରୋଧରେ ବକ୍ତାମାନେ ଟିପ୍ପଣୀ ଦେଇଛନ୍ତି।


All Right Reserved By Dharitri.Com

ସରପଞ୍ଚରୁ ମନ୍ତ୍ରୀ ହେଲେ ଜଗନ୍ନାଥ

ଗୁଣପୁର/ମୁନିଗୁଡ଼ା,୩୦।୫(ଡି.ଏନ.ଏ)- ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ୫ମ ଥର ପାଇଁ ଗଠିତ ହୋଇଥିବା ସରକାରରେ ବିଷମକଟକ ନିର୍ବାଚନମଣ୍ଡଳୀର ବିଧାୟକ ଜଗନ୍ନାଥ ସାରକାଙ୍କୁ ରାଷ୍ଟ୍ରପାହ୍ୟା ମନ୍ତ୍ରୀ ପଦ...

କେୟାର ହସ୍ପିଟାଲରେ ଲୋକଙ୍କୁ ପାର୍କିଂ ମନା

ଭୁବନେଶ୍ୱର, ୩୧ା୧୦: ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ହସ୍ପିଟାଲ, ସିନେମା ହଲ୍‌, ଆପାର୍ଟମେଣ୍ଟ, ମଲ୍‌ରେ ଲୋକଙ୍କ ଗାଡ଼ି ରଖିବା ଆବଶ୍ୟକ ପାର୍କିଂ ସ୍ଥାନ ରଖିବାକୁ ବାଧ୍ୟ। ଏବେ...

ବଦଳିଲା ଷ୍ଟ୍ରଙ୍ଗରୁମ୍‌

ପାରଳାଖେମୁଣ୍ଡି, ୧।୫(ସ୍ବ.ପ୍ର.): ବାତ୍ୟା ଫନୀକୁ ନଜରରେ ରଖି ପାରଳାଖେମୁଣ୍ଡି ସହରର ମହାରାଜାଙ୍କ ବାଳକ ଉଚ୍ଚ  ବିଦ୍ୟାଳୟରେ ଥିବା ଇଭିଏମ୍‌ଗୁଡିକୁ ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥ ନୂତନ...

ସୁବର୍ଣ୍ଣପୁର ଜିଲା ଚିଠି: ଧଳାସୁନା ମଣ୍ଡି

କୃଷିଭିତ୍ତିକ ସୁବର୍ଣ୍ଣପୁର ଜିଲାରେ ଚାଷୀ ସବୁବେଳେ ଅଭାବୀ ବିକ୍ରି ଓ ଦଲାଲଙ୍କ ଦ୍ୱାରା ଶୋଷିତ ହୋଇଆସୁଛି। ଧାନ ହେଉ ଅବା ପନିପରିବା କିମ୍ବା ଧଳାସୁନା କୁହାଯାଉଥିବା...

ବିଏସ୍‌ଏଫ୍‌ କର୍ମଚାରୀଙ୍କ ବିରୋଧରେ ହତ୍ୟା ଅଭିଯୋଗ : ପାପରମେଟଲା ଥାନା ଘେରିଲେ ଆଦିବାସୀ

ଚିତ୍ରକୋଣ୍ଡା,୧୫।୯(ଡି.ଏନ୍‌.ଏ.) : ବିଏସ୍‌ଏଫ୍‌ କର୍ମଚାରୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ନେଇ ଶତାଧିକ ଆଦିବାସୀ ପାପରମେଟଲା ଥାନା ତଥା ବିଏସ୍‌ଏଫ୍‌ କ୍ୟାମ୍ପ ଘେରାଉ କରିଛନ୍ତି। ମାଲକାନଗିରି ଜିଲା...

ଉଦ୍‌ଘାଟିତ ହେଲା ନାଲ୍‌କୋ ଭୀମ ଭୋଇ ବାଟିକା:ସୌନ୍ଦର୍ଯ୍ୟ ବଢ଼ାଇଲା ଟ୍ରାଇବାଲ୍‌ ମ୍ୟୁଜିୟମ୍‌

ହେଲା ନାଲ୍‌କୋ ଭୀମ ଭୋଇ ବାଟିକା ସୌନ୍ଦର୍ଯ୍ୟ ବଢ଼ାଇଲା ଟ୍ରାଇବାଲ୍‌ ମ୍ୟୁଜିୟମ୍‌ ବଅଁରପାଳ, ୧୩।୮- ନାଲ୍‌କୋ ସେଣ୍ଟ୍ରାଲ ମାର୍କେଟ ଟାଉନଶିପ କଲୋନୀର ୩ ନମ୍ବର ଫାଟକ...

ସଫେଇ କର୍ମଚାରୀଙ୍କୁ ପ୍ରତାରଣା: ୨୬ରୁ କାର୍ଯ୍ୟ ବନ୍ଦ ଚେତାବନୀ

ବାଲେଶ୍ୱର ଅଫିସ, ୧୫।୯-ବାଲେଶ୍ୱର ପୌରପରିଷଦ ଅଧୀନ ୩୧ ୱାର୍ଡ଼ର ରାସ୍ତାଘାଟ ଓ ନାଳ ସଫେଇ କାର୍ଯ୍ୟରେ ୨ଜଣ ଠିକାଦାରଙ୍କ ମାଧ୍ୟମରେ ୩୧୦ଜଣ ସଫେଇ କର୍ମଚାରୀ ୨୦୧୫-୧୬...

ଲୁଟିନେଲେ ୨୯ ଟନ୍‌ ଲୁହାଛଡ଼

ପରଜଙ୍ଗ, ୨୪।୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ୧୪୯ନଂ. ଜାତୀୟ ରାଜପଥର ପରମହଂସପୁର ଛକ ନିକଟରୁ ଗୁରୁବାର ଅପରାହ୍ନରେ ବଡ଼ଧରଣର ଲୁଟ୍‌ ହୋଇଛି। ବୋଲେରୋରେ ଆସିଥିବା...

Leave a comment

Your email address will not be published. Required fields are marked *