ପୁଣି ରାଜ୍ୟରେ ୧୬୧ କରୋନା ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୨୯।୬(ବ୍ୟୁରୋ): ରାଜ୍ୟରେ ବୁଧବାର ୧୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୯୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୬ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୯ ହଜାର ୬୦୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୮, ଭଦ୍ରକରୁ ୩, କଟକରୁ ୩୨, ଜଗତ୍‌ସିଂହପୁରରୁ ୩, ଯାଜପୁରରୁ ୨, ଝାରସୁଗୁଡ଼ାରୁ ୩, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୬୦, ମୟୂରଭଞ୍ଜରୁ ୧, ନୂଆପଡ଼ାରୁ ୧, ପୁରୀରୁ ୫ ରାୟଗଡ଼ାରୁ ୫, ସମ୍ବଲପୁରରୁ ୧, ସୁବର୍ଣ୍ଣପୁରରୁ ୮, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ୍‌ ପୁଲ୍‌ରୁ ୧୫ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ଉପରେ ସାମଗ୍ରୀ ରଖି କରୁଥିଲେ ବ୍ୟବସାୟ: ହଠାତ୍ ଚଢ଼ାଉ କଲା ପୋଲିସ

ନନ୍ଦପୁର, ୧୬।୫ (ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକ ସଦର ମହକୁମାର ମୁଖ୍ୟ ରାସ୍ତା ଓ ରାଜଦାଣ୍ଡ ଉପରେ ବିଭିନ୍ନ ଦୋକାନୀମାନେ ସାମଗ୍ରୀ ରଖି ରାସ୍ତାକୁ ଅବୈଧ…

+୩ ଶେଷ ବର୍ଷ ପରୀକ୍ଷାର ଫଳାଫଳ ପ୍ରକାଶ : ବିଶ୍ୱବିଦ୍ୟାଳୟ ର଼୍ୟାଙ୍କରେ ଗଞ୍ଜାମ କଲେଜର ୩ ପିଲା

ଗଞ୍ଜାମ, ୧୫।୫ (ଅନାଥ ତରାଇ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୨୬ ବର୍ଷର +୩ ଶେଷ ବର୍ଷ ପରୀକ୍ଷାର ଫଳାଫଳରେ ଗଞ୍ଜାମ କଲେଜର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ବିଜିପୁର ଗ୍ରାମକୁ ଯିବା ବେଳେ ଯୁବକଙ୍କୁ ଧକ୍କାଦେଇ ୧୫ ଫୁଟ ତଳକୁ ଖସିପଡ଼ିଲା ଟ୍ରାକ୍ଟର: ଆଖିବୁଜିଦେଲେ…

ମୋହନା,୧୬ା୫(ମନ୍ମଥ ମିଶ୍ର): ମୋହନା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋହନା ଥାନା ଅନ୍ତର୍ଗତ କିର୍ତିଂ ଗ୍ରାମର…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri