ପାଟଣା, ସାହାରପଡ଼ା ବ୍ଲକରେ ୧୬୧ ଛାତ୍ରୀଛାତ୍ର ପରୀକ୍ଷାରେ ଅନୁପସ୍ଥିତ

ପାଟଣା,୧୦।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ବ୍ଲକରେ ଉଚ୍ଚ ମାଧମିକ ପରିଷଦ କଟକ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଶୁକ୍ରବାର ଆରମ୍ଭ ହୋଇଯାଇଛି। ପାଟଣା ବ୍ଲକରେ ୧୧ଟି ପରୀକ୍ଷା କେନ୍ଦ୍ର ଓ ସାହାରପଡ଼ା ବ୍ଲକରେ ୯ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହେଉଛି।

ପ୍ରଥମ ଦିନ ଏସ୍‌ଏ-୨ ପରୀକ୍ଷାରେ ମାତୃଭାଷା ପରୀକ୍ଷା ଶାନ୍ତିଶୃଙ୍ଖଳା ମଧ୍ୟରେ ହୋଇଛି। ପାଟଣା ବ୍ଲକରେ ମୋଟ ୧୫୪୪ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ୭୩ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଥିବା ବ୍ଲକ ମୁଖ୍ୟାଳୟ ଜିଏନ ହାଇସ୍କୁଲ ନୋଡାଲ ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟ ପ୍ରତାପ ଚନ୍ଦ୍ର ମହାନ୍ତ କହିଛନ୍ତି। ସେହିପରି ସାହାରପଡ଼ା ବ୍ଲକରେ ୧୩୬୦ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୮୮ଜଣ ଅନୁପସ୍ଥିତ ଥିବା ସାହାରପଡା ସରକାରୀ ଉଚ୍ଚ ବିଦ୍ୟାଳୟ ନୋଡାଲସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟ ସ୍ବର୍ଣ୍ଣଲତା ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri