ନାଗରିକତ୍ୱ ସଂଶୋଧନ ବିଲ୍‌ ସପକ୍ଷରେ ସଭା

ଖୋର୍ଦ୍ଧା ଅଫିସ,୯ା୧: ଗଡମାଣତୀରର ରାମଚଣ୍ଡୀଙ୍କ ପୀଠରେ ଭାଜପାର ଦକ୍ଷିଣ ବେଗୁନିଆ ପକ୍ଷରୁ ନାଗରିକତ୍ୱ ସଂଶୋଧନ ବିଲ୍‌ ସପକ୍ଷରେ ମଣ୍ଡଳସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ମଣ୍ଡଳ ସଭାପତି ଯଜ୍ଞେଶ୍ୱର ସୁନ୍ଦରରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ କୋ-ଅର୍ଡିନେଟର ରଘୁନାଥ ଷଡଙ୍ଗୀ ଯୋଗ ଦେଇ ନାଗରିକ ସଂଶୋଧନ ବିଲ୍‌ ସପକ୍ଷରେ ବିଭିନ୍ନ ତଥ୍ୟ ଉପସ୍ଥାପନ କରି ଟିପ୍ପଣୀ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଲକ୍ଷ୍ମୀଧର ପାଟଶାଣୀ, ଲଳିତ ହରିଚନ୍ଦନ, ଶୁକଦେବ ଜୟସିଂ, ସଦାଶିବ ସୁନ୍ଦରରାୟ, ବ୍ରଜ ସମାନ୍ତସିଂହାର ପ୍ରମୁଖ ଉପସ୍ଥିତ ଥିଲେ।


All Right Reserved By Dharitri.Com

ମୋ ସ୍କୁଲ ଯୋଜନାରେ ଆଉ ୫୦୮ ବିଦ୍ୟାଳୟ ସାମିଲ

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଗୋଷ୍ଠୀ-ସମ୍ପୃକ୍ତ ଶିକ୍ଷା କାର୍ଯ୍ୟକ୍ରମ ‘ମୋ ସ୍କୁଲ’ ଯୋଜନାରେ ୧୬ଟି ଜିଲାର ଆଉ ୫୦୮ଟି ବିଦ୍ୟାଳୟକୁ ସାମିଲ କରାଯାଇଛି। ଏହି ଜିଲାଗୁଡ଼ିକ ହେଲା...

ଜାତୀୟ ରାଜପଥ ସମ୍ପ୍ରସାରଣ କର୍ମଚାରୀଙ୍କ ବିକ୍ଷୋଭ

ସୋର, ୨୯।୩(ଡି.ଏନ୍‌.ଏ)-୧୬ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ନିୟୋଜିତ କର୍ମଚାରୀ ଓ ଶ୍ରମିକମାନେ ଶନିବାର ସୋର ଜାତୀୟ ରାଜପଥ ବିଦୁଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ବୀରରାମଚନ୍ଦ୍ରପୁର ସରପଞ୍ଚ ଉପନିର୍ବାଚନ: ଡୋର କାମ୍ପେନିଂରେ ଲାଗିପଡିଛନ୍ତି ପ୍ରାର୍ଥୀ

ସାକ୍ଷୀଗୋପାଳ, ୨୩।୧୧(ଡି.ଏନ୍‌.ଏ.): ସତ୍ୟବାଦୀ ବ୍ଲକ ବୀରରାମଚନ୍ଦ୍ରପୁର ପଞ୍ଚାୟତ ସରପଞ୍ଚ ଉପନିର୍ବାଚନକୁ ଆଉ ୫ ଦିନ ବାକିରହିଲା। ନିର୍ବାଚନ ପ୍ରଚାର ଅପେକ୍ଷା ଭୋଟର ମାନଙ୍କ ନିକଟତର ହେବାକୁ...

ଓଡ଼ଗାଁ ତହସିଲ ହରିଡ଼ାବନ୍ଧ ଗ୍ରାମରେ ଅଗ୍ନିକାଣ୍ଡ: ୮ ବଖରା ପୋଡିଗଲା, ୨ ବଳଦ ଜୀବନ୍ତ ଦଗ୍ଧ

ଓଡ଼ଗାଁ,୨ା୭(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ତହସିଲ ଅନ୍ତର୍ଗତ ହରିଡ଼ାବନ୍ଧ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୪ ପରିବାରଙ୍କ ୮ ବଖରା ଜଳିଯାଇଛି ା...

ରାଜ୍ୟ ବାହାରକୁ କାମ କରିବାକୁ ଯାଉଥିବା ୨୭ ଦାଦନ ଶ୍ରମିକ ଉଦ୍ଧାର: ମହିଳା ଦଲାଲ ଅଟକ

ଭଦ୍ରକ ଅଫିସ ,୧୫।୩: ରାଜ୍ୟ ବାହାରକୁ କାମ କରିବାକୁ ଯିବା ପୂର୍ବରୁ ଆଦିବାସୀ ନାବାଳିକା ଓ ନାବାଳକ ଦାଦନ ଶ୍ରମିକଙ୍କୁ ଶନିବାର ରାତିରେ ପୋଲିସ ଉଦ୍ଧାର...

ଫାଇନାନ୍ସ କମ୍ପାନୀରୁ ୧୫ ଲକ୍ଷ ହଡ଼ପ

ଅନୁଗୋଳ ଅଫିସ, ୬।୧୦ – ଅନୁଗୋଳର ଏକ ଘରୋଇ ଫାଇନାନ୍ସ କମ୍ପାନୀରୁ ଟଙ୍କା ହଡ଼ପ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ କରି ମୁଖ୍ୟ ଅଭିଯୁକ୍ତଙ୍କୁ...

ମହିଳାଙ୍କୁ ମାରପିଟ ଅଭିଯୋଗରେ ୨ ଗିରଫ

ବୁଗୁଡ଼ା,୪ା୧୨(ଡି.ଏନ.ଏ.): ବୁଗୁଡ଼ା ଏନ୍‌ଏସି କାଦପଡ଼ା ଗ୍ରାମର ଜଣେ ମହିଳାଙ୍କୁ ଟଣାଓଟରା ଓ ମାରପିଟ ଅଭିଯୋଗରେ ପୋଲିସ ବୁଧବାର ୨ ଜଣଙ୍କୁ କୋର୍ଟଚାଲାଣ କରିଛି। ଗିରଫମାନେ ହେଲେ...

ଚିଲିକା ପାଇଁ ବିପଦ ମାଲେସିଆ ଜାହାଜ : ମିଳୁନି ଆବଶ୍ୟକ ସୁରକ୍ଷା, ବାହାରିପାରୁନି ତେଲ

ବ୍ରହ୍ମଗିରି/କୃଷ୍ଣପ୍ରସାଦ,୩୦।୮(ଡି.ଏନ୍‌.ଏ.) : ଚିଲିକା ପାଇଁ ଦିନକୁ ଦିନ ବିପଦ ସୃଷ୍ଟିକରୁଛି ମାଲେସିଆ ଜାହାଜ। ଜାହାଜରୁ ତେଲ କାଢ଼ିବା ଜରୁରୀ ହୋଇପଡ଼ିଥିବାବେଳେ ଜିଲା ପ୍ରଶାସନ ଚେଷ୍ଟା ଜାରି...

Leave a comment

Your email address will not be published. Required fields are marked *