ନିରାକାରପୁର-ଭୂଷଣ୍ଡପୁର ମଝି ରେଳଧାରଣାରେ ଅଘଟଣ: ଟ୍ରେନ୍‌ରେ ଲାଗିଲା ନିଆଁ

ନିରାକାରପୁର,୯।୧(ଡି.ଏନ୍‌.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ନିରାକାରପୁର-ଭୂଷଣ୍ଡପୁର ମଝିରାସ୍ତା ରେଳଧାରଣାରେ ଗୁରୁବାର ଏକ ଚଳନ୍ତା କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ ଲାଗିଯାଇଛି। ତେବେ ହରିପୁର ଗେଟ୍‌ ଜଗୁଆଳି ନିଆଁ ଲାଗିଥିବା ଦେଖିବା ପରେ ନାଲି ପତାକା ଦେଖାଇ ଅଟକାଇବାକୁ ଚେଷ୍ଟା କରିଥିଲେ। ହେଲେ ସେତେବେଳକୁ ଟ୍ରେନ୍‌ର ଇଞ୍ଜିନ୍‌ଟି ପାସ୍‌ କରି ଯାଇଥିଲା। ଟ୍ରେନ୍‌ ପଛରେ ଥିବା ସୁରକ୍ଷା କର୍ମୀ ପତାକା ଦେଖି ଟ୍ରେନ୍‌ ବ୍ରେକ୍‌ ମାରିଦେଇଥିଲେ। ବର୍ତ୍ତମାନ ଟ୍ରେନ୍‌ଟି ଅଟକି ରହିଛି। ଟ୍ରେନ୍‌ଟି ବ୍ରହ୍ମପୁରରୁ ଖୋର୍ଦ୍ଧା କୋଇଲା ନେଇ ଆସୁଥିବା ବେଳେ ଏଭଳି ଅଘଟଣ ଘଟିଛି। ଇଞ୍ଜିନର ପ୍ରଥମ ବଗିକୁ ଛାଡ଼ି ୨ୟ, ୩ୟ, ୪ର୍ଥ ବଗିରେ ନିଆଁ ଲାଗିଥିବା ଦେଖାଯାଇଛି। ଖବରଲେଖାଯିବା ସୁଦ୍ଧା ନିଆଁ ଲିଭାଇବାକୁ ଦମକଳବାହିନୀ ପହଞ୍ଚି ନ ଥିବା ଜଣାପଡ଼ିଛି।


All Right Reserved By Dharitri.Com

ଚନ୍ଦନକାଠ ଚୋରି ଘଟଣାର ପର୍ଦ୍ଦାଫାଶ, ୬ ଗିରଫ

ଅନୁଗୋଳ ଅଫିସ, ୨୭।୮ ଅନୁଗୋଳ ପୋଲିସ ଟ୍ରେନିଂ କଲେଜ (ପିଟିସି) ଓ ଅଙ୍ଗାରବନ୍ଧ ମହିମା ଗାଦି ମଠରୁ ଚନ୍ଦନ ଗଛ ଚୋରି ଘଟଣାର ପର୍ଦ୍ଦାଫାଶ କରିଛି...

ପୋଖରୀରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ପାଟଣା,୮।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ସରସକୋଲା ପଞ୍ଚାୟତ ଝିଞ୍ଜିରିନାଳି ଗ୍ରାମର ଏକ ପୋଖରୀରୁ ଶୁକ୍ରବାର ସକାଳୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ...

ଓକିଲ-ପୋଲିସ ହାତାହାତି

ଲୋଇସିଂହା,୪।୪(ଡ଼ି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଆଗଲପୁର ଫାଣ୍ଡିରେ ଶନିବାର ପୂର୍ବାହ୍ନ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଜଣେ ଓକିଲ ଫାଣ୍ଡିକୁ ଯାଇ ସେ...

ଆରମ୍ଭ ହେଲା ଭୁବନେଶ୍ୱର-ସୁରଟ ବିମାନ ଟିକେଟ ବୁକିଂ

ଭୁବନେଶ୍ୱର, ୨୯ା୧୨(ବ୍ୟୁରୋ): ଭୁବନେଶ୍ୱରରୁ ସୁରଟ ବିମାନ ଯାତ୍ରା ପାଇଁ ଏୟାର ଇଣ୍ଡିଆ ଟିକେଟ ବୁକିଂ ଆରମ୍ଭ କରିଛି। ଜାନୁୟାରୀ ୨୦ରୁ ଏହି ବିମାନ ସେବା ଆରମ୍ଭ...

ଖସିଲା ପାରଦ: ସୁନ୍ଦରଗଡ଼ରେ ବରଫପାତ, ଜନଜୀବନ ଅସ୍ତବ୍ୟସ୍ତ

ସୁନ୍ଦରଗଡ଼,୨୮।୧୨(ଡି.ଏନ୍‌.ଏ.): ଅଦିନିଆ ବର୍ଷା ପରେ ସୁନ୍ଦରଗଡ଼ରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ଏଠାରେ ଶନିବାର ପାରଦ ଆହୁରି ତଳକୁ ଖସିଛି। ବିଶେଷକରି କୋଇଡ଼ା, ଟେନ୍‌ସା ଆଦି...

ରିକ୍ସା ଟାଣି ଗୁଜୁରାଣ ମେଣ୍ଟାଉଛନ୍ତି ଲକ୍ଷ୍ମୀଧର

କେନ୍ଦୁଝର, ୧୩ା୨(ଡି.ଏନ.ଏ.): ବର୍ତ୍ତମାନ ସହରମାନଙ୍କରେ ଟ୍ୟାକ୍ସି ଅନ୍‌ କଲ୍‌ ଗ୍ରାହକଙ୍କ ନିକଟରେ ସହଜସାଧ୍ୟ ଭାବରେ ପହଞ୍ଚି ପାରୁଥିବା ସହ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବା...

ବେନିୟମ ଭାବେ ବଣ୍ଟନ ହୋଇଛି ମାର୍କେଟ କମ୍ପ୍ଲେକ୍ସ : ଜଣେ ଜଣେ ହାତେଇଛନ୍ତି ଏକାଧିକ ଗୃହ

ନୟାଗଡ଼ ଅଫିସ,୨୬ା୮: ନୟାଗଡ଼ ସହରର ବିଭିନ୍ନ ମାର୍କେଟ କମ୍ପ୍ଲେକ୍ସରେ ଥିବା ଦୋକାନ ଗୃହଗୁଡିକ ବେନିୟମ ଭାବେ ବଣ୍ଟନ କରାଯାଇଛି। ସହରରେ ବସବାସ କରୁଥିବା ଯୁବକମାନେ ଯେପରି...

କାଳିଆ ଯୋଜନା: ୩୨୩୪ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର, ୮ା୬(ବ୍ୟୁରୋ): ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ କୃଷକ ଆସିଷ୍ଟାନ୍ସ ଫର ଲାଇଭଲିହୁଡ୍‌ ଆଣ୍ଡ ଇନ୍‌କମ ଅଗ୍‌ମେଣ୍ଟେଶନ (କାଳିଆ) ଯୋଜନା ସକାଶେ ୩,୨୩୪...

Leave a comment

Your email address will not be published. Required fields are marked *