Posted inଜାତୀୟ

ଭିଡରେ ଅଣନିଃଶ୍ୱାସି ହୋଇ ଟ୍ରେନ୍‌ରେ ଯୁବତୀଙ୍କ ମୃତ୍ୟୁ

ଲକ୍ଷ୍ନୌ,୨।୬: ଉତ୍ତର ପ୍ରଦେଶରେ ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସରେ ଶୁକ୍ରବାର ରାତିରେ ଗୋଟିଏ ପରିବାର ଯାତ୍ରା କରୁଥିବା ସମୟରେ ଏମାନଙ୍କ ମଧ୍ୟରେ ଥିବା ସୀତା(୧୮) ନାମକ ଜଣେ ଯୁବତୀଙ୍କର ଭିଡ ଯୋଗୁ ଅଣନିଃଶ୍ୱାସୀ ହୋଇ ମୃତ୍ୟୁ ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ବାନ୍ଦା ନିବାସି ରାମପ୍ରକାଶ ଅହିରଓ୍ବାର ପରିବାର ସହ ଶୁକ୍ରବାର ବାନ୍ଦାରୁ ହଜରତ ନିଜାମୁଦ୍ଦିନ ଯାତ୍ରା କରୁଥିଲେ। ଟ୍ରେନ୍‌ ପ୍ରବଳ ଭିଡ ସତ୍ତ୍ୱେ ସେ ପରିବାର ସହ ସାଧାରଣ ବଗିରେ ଉଠିଯାଇଥିଲେ। ହେଲେ ଅଧାବାଟରେ ତାଙ୍କ ଝିଅ ସୀତାଙ୍କ ଦେହ ଖରାପ ହେବାରୁ ସେ ବାପାଙ୍କୁ ଓହ୍ଲାଇ ଯିବାକୁ କହିଥିଲେ ସୁଦ୍ଧା ଗୋଟିଏ ପରେ ଗୋଟିଏ ଷ୍ଟେଶନ ଅତିକ୍ରମ କରିବା ପରେ ମଧ୍ୟ ସେମାନେ ଓହ୍ଲାଇ ପାରି ନ ଥିଲେ। ଶେଷରେ ସୀତା ଅଣନିଃଶ୍ୱାସୀ ହୋଇଯିବାରୁ ତାଙ୍କର ମୃତ୍ୟୁ ହୋଇଥିଲା। ପୋଲିସ ଏ ସମ୍ପର୍କରେ ଖବର ପାଇ ମୃତଦେହ ଜବତ କରିବା ସହ ପୋଷ୍ଟମର୍ଟମ ପରେ ପରିବାରକୁ ହସ୍ତାନନ୍ତର କରିଥିବା କୁହାଯାଏ।


All Right Reserved By Dharitri.Com

ପ୍ରକାଶ ପାଇଲା ନିଟ୍‌ ପରୀକ୍ଷା ଫଳ: ସର୍ବୋଚ୍ଚ ସ୍ଥାନରେ ନଳିନ୍‌

ନୂଆଦିଲ୍ଲୀ,୫।୬: ପ୍ରକାଶ ପାଇଛି ୨୦୧୯ ନିଟ୍‌(NEET) ପରୀକ୍ଷା ଫଳ। ଏଥିରେ ରାଜସ୍ଥାନର ନଳିନ୍‌ ଖଣ୍ଡେଲଓ୍ବାଲ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ମୋଟ ୭୨୦ରୁ ସେ ପାଇଛନ୍ତି...

ଅରୁଣାଚଳ ପ୍ରଦେଶରୁ ମିଳିଲା ବିରଳ କଇଁଚ୍ଛ

ଇଟାନଗର: ବିରଳ ପ୍ରଜାତିର କଇଁଚ୍ଛ ‘ମନୌରିଆ ଇମ୍ପ୍ରେସା’ ଏବେ ଅରୁଣାଚଳ ପ୍ରଦେଶରେ ଦ୍ୱିତୀୟ ଥର ଦେଖିବାକୁ ମିଳିଛି। ଏହା ପ୍ରଥମଥର ଜୁନ, ୨୦୧୯ରେ ଦେଖିବାକୁ ମିଳିଥିଲା।...

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଯବାନ ଶହୀଦ

ଶ୍ରୀନଗର,୨୩।୮: ଜମ୍ମୁ-କଶ୍ମୀରର ନୌସେରା ସେକ୍ଟରରେ ପାକିସ୍ତାନ ସୀମାରେ ଶୁକ୍ରବାର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଫଳରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ଶହୀଦ...

ହନିଟ୍ରାପ୍‌ ଗୁମର ଖୋଲିଲେ କିଙ୍ଗ୍‌ପିନ୍‌ ଶ୍ୱେତା: ୨୪ ଛାତ୍ରୀଙ୍କୁ କରାଯାଇଥିଲା ଭିଆଇପିଙ୍କ ଶଯ୍ୟାସଙ୍ଗିନୀ

ଇନ୍ଦୋର,୨୮।୯: ମଧ୍ୟପ୍ରଦେଶ ହନିଟ୍ରାପ୍‌ର ଗୁମର ଖୋଲିବା ସହ ବହୁ ରହସ୍ୟପୂର୍ଣ୍ଣ ତଥ୍ୟ ଲୋକଲୋଚନକୁ ଆସିଛି। ୧୨ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ୮ ପୂର୍ବତନ ମନ୍ତ୍ରୀ...

ମୁମ୍ବାଇ, ଠାଣେରେ ଶିବସେନା ମେୟର

ମୁମ୍ବାଇ, ୨୩ା୧୧(ପି.ଟି.): ମହାରାଷ୍ଟ୍ର ରାଜନୀତି କଡ଼ ଲେଉଟାଇବାରେ ଲାଗିଛି। ଶିବସେନା, ଏନ୍‌ସି ଓ କଂଗ୍ରେସ ଏକାଠି ହେବାକୁ ଉଦ୍ୟମ ଜାରି ରଖିଥିବାବେଳେ ଭାଜପାକୁ ଝଟକା ଲାଗିଛି।...

ବାଚସ୍ପତିଙ୍କ କୋର୍ଟରେ ବଲ୍‌

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୮ା୭: କର୍ନାଟକରେ ଶାସକ କଂଗ୍ରେସ ଓ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ମେଣ୍ଟର ବିଧାୟକମାନେ ଇସ୍ତଫା ଦେବା ପରେ ତେରମାସିଆ ସରକାର ଉପରେ ଘନକଳାବାଦଲ ଉଠିଛି।...

ଆପ୍‌ରୁ ଇସ୍ତଫା ଦେଲେ ଅଳକା ଲାମ୍ବା, କଂଗ୍ରେସରେ ଯୋଗ ଦେଇପାରନ୍ତି

ନୂଆଦିଲ୍ଲୀ: ଦିଲ୍ଲୀରେ କ୍ଷମତାସୀନ ଆମ ଆଦମୀ ପାର୍ଟି (ଆପ୍‌)ର ବିଦ୍ରୋହୀ ବିଧାୟକ ଅଳକା ଲାମ୍ବା ଶେଷରେ ଦଳରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସକାଳୁ ସେ ଟୁଇଟ୍‌...

ନୂଆ ନିୟମ: ଗାଡ଼ିଠାରୁ ମହଙ୍ଗା ହେଲା ଜରିମାନା

ଗୁରୁଗ୍ରାମ,୪।୯: ସେପ୍ଟେମ୍ବର ୧ରୁ ଦେଶରେ ନୂଆ ମୋଟର ଯାନ ସଂଶୋଧନ ଆଇନ ଲାଗୁ ହୋଇଛି। ଫଳରେ ଟ୍ରାଫିକ୍‌ ଉଲଂଘନ କରୁଥିବା ବ୍ୟକ୍ତିଙ୍କୁ ପୂର୍ବ ତୁଳନାରେ ୧୦...

Leave a comment

Your email address will not be published. Required fields are marked *