ଏରସମା ଫାଶୀଦଣ୍ଡ ମାମଲା:୨୪ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୦।୧: ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅଞ୍ଚଳରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣାରେ ଫାଶୀଦଣ୍ଡ ପାଇଥିବା କାଳିଆ ମାନା ମାମଲା ଉପରେ ଗୁରୁବାର ହାଇକୋର୍ଟରେ ଶୁଣାଣି ହୋଇଥିଲା। ଏହି ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ କୋର୍ଟରେ ଜବାବ ସୁଆଲ ଆରମ୍ଭ ହୋଇଥିଲା। ଜବାବସୁଆଲ ଶେଷ ନ ହେବାରୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଆସନ୍ତା ୨୪ ତାରିଖକୁ ଧାର୍ଯ୍ୟ ହୋଇଛି। ସୂଚନାଥାଉ କି, ୨୦୧୮ ମାର୍ଚ୍ଚ ୨୧ରେ ଉକ୍ତ ଅଞ୍ଚଳର ୯ ବର୍ଷୀୟା ଜଣେ ନାବାଳିକାଙ୍କୁ କାଳିଆ ଚକ୍‌ଲେଟ ଦେବା ବାହାନାରେ ଡାକିନେଇ କାଜୁ ଜଙ୍ଗଲ ଭିତରେ ବଳାତ୍କାର କରି ହତ୍ୟା କରିଥିଲେ। ଉକ୍ତ ମାମଲାର ଶୁଣାଣି କରି ତଳ କୋର୍ଟ କାଳିଆଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଥିଲେ।


All Right Reserved By Dharitri.Com

ଜଗତ କଲ୍ୟାଣ ପାଇଁ ଶ୍ରୀ ସୁଦର୍ଶନଙ୍କ ଗ୍ରାମ ପରିକ୍ରମା:ବିଭିନ୍ନ ରୋଗରୁ ଗ୍ରାମବାସୀଙ୍କୁ ମିଳେ ସୁରକ୍ଷା

ଖଣ୍ଡପଡ଼ା,୧୭ା୮(ସ୍ବ.ପ୍ର.)-କଣ୍ଟିଲୋ ନୀଳମାଧବ ପୀଠ, ଖଣ୍ଡପଡ଼ା ଓ ସିଧାମୂଳାସ୍ଥିତ ଜଗନ୍ନାଥ ମନ୍ଦିର, ଖଳିସାହି ଗୋପାଳ ଜୀଉ ମନ୍ଦିରରେ ୪ ଦିନବ୍ୟାପୀ ଚାଲିଥିବା ଝୁଲଣ ଯାତ୍ରା ଗହ୍ମା ପୂର୍ଣ୍ଣିମା...

୨୩ରୁ ଖଲ୍ଲିକୋଟ କଲେଜରେ ଡ୍ରାଇଭିଂ ଲାଇସେନ୍ସ କ୍ୟାମ୍ପ:  ଇନ୍‌ସ୍ୟୁରାନ୍ସ ସାର୍ଟିଫିକେଟ ମିଳିବ

ଛତ୍ରପୁର,୨୨ା୯(ଡି.ଏନ.ଏ)-ନୂଆ ମୋଟରଯାନ ଆଇନ୍‌ ଲାଗୁ ହେବା ପରେ ଗାଡିମୋଟର କାଗଜପତ୍ର ଓ ଡ୍ରାଇଭିଂ ଲାଇସେନ୍ସ କରିବା ପାଇଁ ଛତ୍ରପୁରସ୍ଥିତ ପରିବହନ କାର୍ଯ୍ୟାଳୟରେ ପ୍ରବଳ ଭିଡ ହେଉଛି...

ପରୀକ୍ଷା କେନ୍ଦ୍ରରେ କପି: ଖବର ସଂଗ୍ରହ ବେଳେ ଖବରଦାତାଙ୍କୁ ଆକ୍ରମଣ

ପାଟଣାଗଡ଼,୨୨।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ମନାଇପାଦ ହାଇସ୍କୁଲରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପରୀକ୍ଷା କେନ୍ଦ୍ରରେ କପି ଚାଲିଥିବା ବେଳେ ଲଳିତ...

‘ଯୋଗ ଦ୍ୱାରା ଶାରୀରିକ ଓ ଆଧ୍ୟାତ୍ମିକ ବିକାଶ ହୋଇଥାଏ’

ବଡ଼ସାହି,୨୧ା୬(ସ୍ବ.ପ୍ର.) : ଯୋଗ ଦ୍ୱାରା ମଣିଷର ଶାରୀରିକ ଓ ଆଧ୍ୟାତ୍ମିକ ବିକାଶ ଘଟିବା ସହ ଦୀର୍ଘାୟୁ ହୋଇଥାଏ।  ରୋଗ ଓ ଦୁଶ୍ଚିନ୍ତାରୁ ମୁକ୍ତ ହେବା ପାଇଁ...

ରାସ୍ତାରେ ଧାନତଳି ରୋଇଲେ ଗ୍ରାମବାସୀ

ବାହାନଗା, ୨୮ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତ ତଳକରଞ୍ଜାବିନ୍ଧା ଗ୍ରାମର ୨ ନମ୍ବର ୱାର୍ଡର ମୁଖ୍ୟ ରାସ୍ତାରେ ଏବେ ବର୍ଷା ପାଣି ଲହଡି ଖେଳୁଛି।...

୬ ବସ୍ତା ଚୋରା ମଦ ପୋଡିଲେ ମହିଳା

ସୋର, ୯ା୧(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ଖଣ୍ଡାସାହି ଗ୍ରାମରେ ଗୁରୁବାର ୫ଟି ସ୍ବୟଂସହାୟକ ଗୋଷ୍ଠୀର ୫୦ରୁ ଉର୍ଦ୍ଧ୍ୱ ମହିଳା ମଦ ବିରୋଧୀ ଆନ୍ଦୋଳନରେ ସାମିଲ...

୧୨ କି.ମି. ରାସ୍ତାକୁ ବନ ବିଭାଗ କଣ୍ଟା: ରୋହିତଙ୍କ ନେତୃତ୍ୱରେ ମୁଖ୍ୟମନ୍ତ୍ରୀଙ୍କୁ ଫେରାଦ ହେଲେ ଦୁଇ ପଞ୍ଚାୟତବାସୀ

ନାକଟିଦେଉଳ,୧୧।୧୨(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ରାଇଲ ଗ୍ରାମଠାରୁ କୁଡ଼ାନାଳୀ ଗ୍ରାମ ପର୍ଯ୍ୟନ୍ତ ୧୨ କି.ମି. ରାସ୍ତା କାମ ଅଟକିଛି। ବନ ବନ ବିଭାଗ...

ସିପସରୁବାଲି ମୌଜାରେ ଜବରଦଖଲ ଉଚ୍ଛେଦ: ତିଆରି ହେବ ଲୋକସେବା ସଦନ

ପୁରୀ ଅଫିସ, ୨୫।୮: ବଦଳିବ ପୁରୀର ଢାଞ୍ଚା। ବିଶ୍ୱର ଐତିହ୍ୟ ସହର ଭାବେ ପାଇବ ନୂଆ ପରିଚୟ। ଏଥିପାଇଁ ସହରର ସାମ୍ପ୍ରତିକ ଚିତ୍ରରେ ବ୍ୟାପକ ପରିବର୍ତ୍ତନ...

Leave a comment

Your email address will not be published. Required fields are marked *