ବଡ଼ସାହି ଜଙ୍ଗଲରେ ଘୂରିବୁଲୁଛି ଦନ୍ତାହାତୀ: ଲୋକେ ଭୟଭୀତ

ବଡ଼ସାହି,୧୦।୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି-ଉଦଳା ରାସ୍ତାର ସୁହାଗପୁର ଜଙ୍ଗଲରେ ଶୁକ୍ରବାର ଭୋର୍‌ରୁ ଏକ ଦନ୍ତାହାତୀ ବାଟବଣା ହୋଇ ଘୂରିବୁଲୁଛି। ରାସ୍ତାରେ ଚଳପ୍ରଚଳ କରୁଥିବା ଦେଖି ଲୋକମାନେ ଭୟଭୀତ ହୋଇଛନ୍ତି। ଖବରପାଇ ଡୁକୁରା ରେଞ୍ଜର କର୍ମଚାରୀ, ବଡ଼ସାହି ଫରେଷ୍ଟର ଓ ସ୍ଥାନୀୟ ଲୋକେ ଦନ୍ତାହାତୀର ଗତିବିଧି ପରଖୁଛନ୍ତି। ଖବର ପ୍ରଚାରିତ ହେବା ପରେ ଉକ୍ତ ରାସ୍ତା ଦେଇ ଯାତାୟାତ କରିବାକୁ ଲୋକେ ଭୟ କରୁଛନ୍ତି। ଅପରାହ୍ନରେ ବିଭାଗ ପକ୍ଷରୁ ହାତୀକୁ ଶିମିଳିପାଳ ଜଙ୍ଗଲ ଅଭିମୁଖେ ଘଉଡ଼ାଇବାକୁ ଚେଷ୍ଟା କରାଯିବ ବୋଲି ଫରେଷ୍ଟର କହିଛନ୍ତି।


All Right Reserved By Dharitri.Com

ଛତ୍ରପୁରକୁ ମ୍ୟୁନିସିପାଲିଟି ମାନ୍ୟତା ପ୍ରକ୍ରିୟା ଆରମ୍ଭ : ଜିଏନ୍‌ପାଲମ୍‌, ପୁରୁଣା ଛତ୍ରପୁର ଗଁ। ମିଶିବାକୁ ରାଜି

ଛତ୍ରପୁର,୧୪ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ଏନ୍‌ଏସିକୁ ମ୍ୟୁନିସିପାଲିଟି ମାନ୍ୟତା ଦେବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଛତ୍ରପୁର ବ୍ଲକ ଅଧୀନ ଅଗସ୍ତିନୂଆଗଁ। ପଞ୍ଚାୟତ ଜିଏନ୍‌ପାଲମ୍‌ ଓ...

ମୁଖ୍ୟ ଚିକିତ୍ସାଳୟରୁ ରୋଗୀ ଗାଏବ

ଅନୁଗୋଳ ଅଫିସ୍‌, ୧୫।୩ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ଯକ୍ଷ୍ମା ୱାର୍ଡରୁ ଜଣେ ରୋଗୀ ଶୁକ୍ରବାର ରାତି ସାଢ଼େ ୧୦ଟାରେ କେଉଁ ଆଡ଼େ ଚାଲିଯାଇଥିବା...

ଦସ୍ତଖତ ଜାଲିଆତି କରି ଆକାଉଣ୍ଟରୁ ୫୯ ଲକ୍ଷ ଗାଏବ ଘଟଣା : ଟଙ୍କା ଫେରିପାଇଲେ ଜିଲାପାଳ

ଅନୁଗୋଳ ଅଫିସ,୧୫।୯: ଅନୁଗୋଳ ଜିଲାପାଳଙ୍କ ଆକାଉଣ୍ଟରୁ ଗାଏବ ହୋଇଥିବା ୫୯ଲକ୍ଷ ୪୧ହଜାର ୪୮୧ଟଙ୍କା ଫେରସ୍ତ ହୋଇଛି। ସମ୍ପୃକ୍ତ ବ୍ୟାଙ୍କ ଉକ୍ତ ଟଙ୍କା ଫେରସ୍ତ କରିଥିବା ବର୍ତ୍ତମାନର...

ଲଞ୍ଚ ଘାଟରେ ନଦୀକୁ ଡେଇଁ ଯୁବକ ନିଖୋଜ: ଉଦ୍ଧାର କାର୍ଯ୍ୟରେ ଅବହେଳା ନେଇ ଉତ୍ତେଜନା, ଭଙ୍ଗାରୁଜା

ଚାନ୍ଦବାଲି, ୧୬।୬ (ଡି.ଏନ.ଏ) – ଭଦ୍ରକ ଜିଲା ଚାନ୍ଦବାଲି ସହର ନିକଟ ବୈତରଣୀ ଲଞ୍ଚ ଘାଟରେ ଶନିବାର ଅପରାହ୍ନରେ ଜିତୁନ ଦାସ(୨୫) ନାମକ ଜଣେ ଯୁବକ...

ମିଳିଲାନି କୁକୁର କାମୁଡା ଇଞ୍ଜେକ୍ସନ: ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମାତାପିତାଙ୍କ ଧାରଣା

ଖଇରା, ୫।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କୁକୁର କାମୁଡା ଇଞ୍ଜେକ୍ସନ ନ ମିଳିବାରୁ ରଘୁନାଥପୁର ଗ୍ରାମର ସୁଭଦ୍ରା ଲେଙ୍କା ତାଙ୍କ ସ୍ବାମୀ ଏବଂ...

ହତ୍ୟାକାରୀ ପୁତୁରା ଗିରଫ

ବାରିପଦା ଅଫିସ/ବାଙ୍ଗିରିପୋଷି,୨ା୨(ଡ଼ି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଉପର ଉଚ୍ଚଡିହା ଗ୍ରାମରେ ଗତ ୨୭ ତାରିଖ ରାତିରେ ବନ୍ଦ କୋଠରିରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ଘଟଣାର...

୧୭ ବର୍ଷ ପରେ ବେଆଇନ ଚକ ମଡ଼ାଣ ଷଡ଼ଯନ୍ତ୍ର

ଜଗତ୍‌ସିଂହପୁର ଅଫିସ୍‌, ୨୫।୧ ଜଗତ୍‌ସିଂହପୁର ଜିଲାରେ ଚକ ପ୍ରସ୍ତୁତିରେ ବ୍ୟାପକ ତ୍ରୁଟି ହୋଇଛି। କେତେଜଣ ମୁଷ୍ଟିମେୟ ଜମି ମାଲିକ, ରାଜନେତା ଚଞ୍ଚକତା କରି ମୂଲ୍ୟବାନ ଜମି...

ମିଶ୍ରପଡ଼ାରେ ଏମ୍‌ସିସି ନିର୍ମାଣକୁ ବିରୋଧ ଜାରି:ସଚେତନ କରି ନ ପାରି ଫେରିଲେ ପୌର କର୍ତ୍ତୃପକ୍ଷ

ଅନୁଗୋଳ ଅଫିସ, ୪।୧୨-ଅନୁଗୋଳ ପୌରାଞ୍ଚଳର ମିଶ୍ରପଡ଼ା ହାଇଟେକ୍‌ ନର୍ସରୀ ନିକଟରେ ନିର୍ମାଣ ହେବାକୁ ଥିବା ମାଇକ୍ରୋ କମ୍ପୋଷ୍ଟି ସେଣ୍ଟର(ଏମ୍‌ସିସି)କୁ ବିରୋଧ ଜାରି ରହିଛି। ଉପଜିଲାପାଳଙ୍କ କାର୍ଯ୍ୟାଳୟରେ...

Leave a comment

Your email address will not be published. Required fields are marked *