ଯୁବକଙ୍କ ମୃତଦେହ ଉଦ୍ଧାର

ସଜନାଗଡ଼,୧୦।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବିଇଓ କାର୍ଯ୍ୟାଳୟ ନିକଟରୁ ଶୁକ୍ରବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ଆମ୍ବଡିହା ଗ୍ରାମର ନିରଞ୍ଜନ ମଲ୍ଲିକଙ୍କ ପୁଅ ରାଜେଶ(୩୪)। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପାଟିରୁ ରକ୍ତ ବାହାରିଥିବା ଦେଖିବାକୁ ମିଳିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।


All Right Reserved By Dharitri.Com

ସୀମାନ୍ତ ସିଲ୍‌ ପରେ ଉତ୍ତେଜନା: ୩୭ ବଙ୍ଗୀୟ ଶ୍ରମିକଙ୍କୁ ଫେରାଇ ଦେଲା ପଶ୍ଚିମବଙ୍ଗ

ଭୋଗରାଇ, ୩।୪(ଡି.ଏନ.ଏ.)-ମହାମାରୀ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶ ଲକ୍‌ଡାଉନ୍‌ ଥିବା ବେଳେ ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତକୁ ଗତ ୨୩ତାରିଖରୁ ପ୍ରଶାସନ ପକ୍ଷରୁ ସିଲ୍‌...

ଶାଳଣିଆଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ବଦଳିଲେ ବିପିଏମ୍‌, ବିଏଏମ୍‌

ହାଟଡ଼ିହୀ,୧୯।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଶାଳଣିଆଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବ୍ଲକ ପ୍ରୋଜେକ୍ଟ କୋର୍ଡିନେଟର(ବିପିଏମ୍‌) ଏବଂ ବ୍ଲକ ଆକାଉଣ୍ଟସ୍‌ ମ୍ୟାନେଜର (ବିଏଏମ୍‌)ଙ୍କ ବଦଳି ହୋଇଛି। ସେମାନଙ୍କ...

କଲ୍ୟାଣୀଗ୍ରାମର ୧୫ ପରିବାର ଜଳବନ୍ଦୀ

ବାହାନଗା,୧୨।୯(ଡି.ଏନ.ଏ.-ବାଲେଶ୍ୱର ଜିଲା ବାହାନଗା ବ୍ଳକ କଲ୍ୟାଣୀ ଗ୍ରାମର ୬ ନମ୍ବର ୱାର୍ଡର ୧୫ ପରିବାର ଏବେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଗ୍ରାମରେ ନୂଆ କରି ତିଆରି...

ସ୍ବର୍ଗଦ୍ୱାରରେ ଶୋଷଣ ଅଭିଯୋଗ: ଥାନାରେ ଏତଲା, କାର୍ଯ୍ୟାନୁଷ୍ଠାନ ଦାବି

ପୁରୀ ଅଫିସ, ୩୦ା୧:  ସ୍ବର୍ଗଦ୍ୱାର ହେଉଛି ପ୍ରତ୍ୟେକ ହିନ୍ଦୁଙ୍କ ଶ୍ରଦ୍ଧା ଓ ଆସ୍ଥାର କେନ୍ଦ୍ର। ମୃତ୍ୟୁ ପରେ ଏଠାରେ ମୃତଦେହ ଦାହ କଲେ ସ୍ବର୍ଗପ୍ରାପ୍ତି ହୋଇଥାଏ...

ଯାଜପୁର ଗ୍ରାମ୍ୟ ନିର୍ମାଣ ବିଭାଜନ: ୧୧୭ କୋଟି ଖର୍ଚ୍ଚ ସତ୍ତ୍ୱେ ବଦଳୁନି ରାସ୍ତା ଅବସ୍ଥା

ଯାଜପୁର ଅଫିସ,୨|୮- ଯାଜପୁର ଜିଲାର ମୋଟ ୧୭୮୧ରୁ ୧୩୩ଟି ଗ୍ରାମକୁ ଅଦ୍ୟାବଧି ସଡ଼କ ସଂଯୋଗ ହୋଇପାରି ନାହିଁ। ଚଳିତ ବିଧାନସଭାର ତାରକା ଚିହ୍ନିତ ପ୍ରଶ୍ନସଂଖ୍ୟା ୧୯୬ର...

ବାଡ଼ ଦେଇ ରାସ୍ତା ଅବରୋଧ, ଜିଲାପାଳଙ୍କୁ ଅଭିଯୋଗ

ବଇଣ୍ଡା, ୨୮ା୩(ଡି.ଏନ.ଏ.)- ଅନୁଗୋଳ ଜିଲାରେ ଲକଡାଉନ ଜାରି ଥିବାବେଳେ ବିଭିନ୍ନ ସ୍ଥାନରେ ଲୋକେ ଗାଁକୁ ଯିବାଆସିବା ରାସ୍ତାରେ ବାଡ଼ ଦେଇ ବାଟ ଅବରୋଧ କରିଥିବା ଅଭିଯୋଗ...

ସରକାରୀ ସହାୟତାରୁ ବଞ୍ଚିତ ଦିବ୍ୟାଙ୍ଗ ଛାତ୍ରୀ

ବନ୍ତ, ୨୭।୧୦(ଡି.ଏନ୍‌.ଏ.)-ଭିନ୍ନକ୍ଷମ ପ୍ରମାଣପତ୍ରରେ ତଥ୍ୟଗତ ତ୍ରୁଟି ରହିବା ଯୋଗୁ ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ଗ୍ରାମର ସୁରେଶ ଚନ୍ଦ୍ର ଦ୍ୱିବେଦୀଙ୍କ ଝିଅ ବର୍ଷାରାଣୀ(୧୩) ସରକାରୀ...

ସ୍ବଚ୍ଛ ସାଥୀ ଚୟନରେ ଅନିୟମିତତା: ଆବେଦନକାରୀଙ୍କୁ ଅଣଦେଖା

ରଣପୁର,୨୬ା୯(ସ୍ବ.ପ୍ର.): ରଣପୁର ଏନ୍‌ଏସିରେ ସ୍ବଚ୍ଛ ସାଥୀ ଚୟନରେ ଅନିୟମିତତା ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଏଥିରେ ଆବେଦନକାରୀଙ୍କୁ ଅଣଦେଖା କରାଯାଇ ଅଣଆବେଦନକାରୀଙ୍କୁ ଅନୁକମ୍ପା ଦେଖାଇ...

Leave a comment

Your email address will not be published. Required fields are marked *