Posted inଖେଳ

ଉମେଶଙ୍କୁ ପରିହାସ କଲେ ଜାଡେଜା

ପୁଣେ,୧୦।୧- ଭାରତୀୟ ଟେଷ୍ଟ ଦଳର ସଦସ୍ୟ ଉମେଶ ଯାଦବଙ୍କୁ ପରିହାସ କରିଛନ୍ତି ସାଥୀ ଖେଳାଳି ରବୀନ୍ଦ୍ର ଜାଡେଜା। ୩୨ ବର୍ଷୀୟ ପେସର ନିକଟରେ ଏକ ଭିଡିଓ ଇନ୍‌ଷ୍ଟାଗ୍ରାମରେ ଅପଲୋଡ୍‌ କରିଛନ୍ତି। ସେଥିରେ ସେ ଭାରୋତ୍ତୋଳନ କରୁଛନ୍ତି। ଏହାର କ୍ୟାପଶନରେ ଲେଖିଛନ୍ତି, ତୁମେ ଉଠାଇ ପାରିବ କି? ତୁରନ୍ତ ପରେ ଜାଡେଜା କମେଣ୍ଟ କରି ଉମେଶଙ୍କୁ ପରିହାସ କରିଥିଲେ। ଏତିକି ଓଜନ ତ ଝିଅ ଉଠାନ୍ତି ବୋଲି ସେ ଲେଖିଥିଲେ। ଏହାର ରିପ୍ଲାଇରେ ଉମେଶ ଲେଖିଥିଲେ, ଏହା କେବଳ ଟ୍ରେଲର ପୂରା ଫିଲ୍ମ ଏବେ ବାକି ଅଛି। ଉଲ୍ଲେଖଯୋଗ୍ୟ, ଜାଡେଜା ଏବେ ଶ୍ରୀଲଙ୍କା ଓ ଭାରତ ମଧ୍ୟରେ ଚାଲିଥିବା ଟି୨୦ ସିରିଜ୍‌ର ଅଂଶବିଶେଷ ଥିବାବେଳେ ଉମେଶ ଏବେ ବିଦର୍ଭ ପାଇଁ ରଣ୍‌ଜୀ ଖେଳୁଛନ୍ତି।


All Right Reserved By Dharitri.Com

Posted inଖେଳ View All

ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌: ମନପ୍ରୀତ ଅଧିନାୟକ

ନୂଆଦିଲ୍ଲୀ, ୧୪।୧- ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ହେବାକୁଥିବା ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ ପାଇଁ ସୋମବାର ୨୦ ଜଣିଆ ଭାରତୀୟ ଦଳ ଘୋଷଣା ହୋଇଛି। ଭାରତର...

ସ୍ବସ୍ତିକ, ସତ୍ୟେନ୍ଦ୍ର, ଅନନ୍ତଙ୍କୁ ସରୋଜ ମହାସୁଆର ପୁରସ୍କାର

ଭୁବନେଶ୍ୱର, ୧୧।୯(କ୍ରୀଡ଼ା ପ୍ରତିନିଧି)-ଯୁବ କ୍ରିକେଟର ସ୍ବସ୍ତିକ ସାମଲ ଏବଂ ରାଜ୍ୟର ଦୁଇ ଜଣାଶୁଣା ଅମ୍ପାୟର ସତ୍ୟେନ୍ଦ୍ର ମୋହନ ମହାନ୍ତି ଓ ଅନନ୍ତ ବାସୁଦେବ ମିଶ୍ର ଚଳିତ...

ଶ୍ରୀଲଙ୍କା-ସ୍କଟ୍‌ଲାଣ୍ଡ ମ୍ୟାଚ୍‌ ବାତିଲ

ଏଡିନବର୍ଗ, ୧୯।୫- ଶ୍ରୀଲଙ୍କା ଓ ଘରୋଇ ସ୍କଟ୍‌ଲାଣ୍ଡ ମଧ୍ୟରେ ଶନିବାରଠାରୁ ଆରମ୍ଭ ହୋଇଥିବା ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ମ୍ୟାଚ୍‌...

ପୂର୍ବତନ କ୍ରିକେଟରଙ୍କ ପୁଅ ଗାଡ଼ି ଧକ୍କାରେ ମହିଳା ଗୁରୁତର

ମୁମ୍ବାଇ,୮।୧- ପୂର୍ବତମ ଭାରତୀୟ କ୍ରିକେଟର ସବା କରିମଙ୍କ ପୁଅ ଫିଦେଲଙ୍କ ଗାଡ଼ି ଧକ୍କାରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ମହିଳାଙ୍କୁ ମେଡିକାଲରେ...

ଧାଓ୍ବନଙ୍କୁ ପ୍ରଧାନମନ୍ତ୍ରୀଙ୍କ ସାନ୍ତ୍ୱନା

ନୂଆଦିଲ୍ଲୀ,୨୧।୬(ପି.ଟି.)- ତାରକା ତଥା ଅଭିଜ୍ଞ ଓପନର ଶିଖର ଧାଓ୍ବନ ଇଞ୍ଜୁରି କାରଣରୁ ଭାରତୀୟ ବିଶ୍ୱକପ୍‌ ଦଳରୁ ବାଦ ପଡିଛନ୍ତି। ଫଳରେ ଭାରତର ବିଶ୍ୱକପ୍‌ ଅଭିଯାନକୁ ଜବରଦସ୍ତ...

ଏଲିସେ ପେରୀଙ୍କ ସଫଳତା

ଆଣ୍ଟିଗୁଆ, ୧୨।୯- ବିଶ୍ୱର ତୃତୀୟ ମହିଳା କ୍ରିକେଟର୍‌ ଭାବେ ଅଷ୍ଟ୍ରେଲିଆର ଷ୍ଟାର୍‌ ଅଲ୍‌ରାଉଣ୍ଡର ଏଲିସେ ପେରୀ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ରେ ୧୫୦ ଉଇକେଟ୍‌ ଅକ୍ତିଆର କରିଛନ୍ତି।...

ବୋଟାସଙ୍କୁ ହ୍ୟାଟ୍ରିକ୍‌ ପୋଲ ପୋଜିଶନ

ମଣ୍ଟମେଲ୍‌(ସ୍ପେନ୍‌),୧୨ା୫(ଏଏଫ୍‌ପି)-ଚାମ୍ପିୟନଶିପ୍‌ ଲିଡର ଭାଲଟେରି ବୋଟାସ ଶନିବାର ହ୍ୟାଟ୍ରିକ୍‌ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ସ୍ପାନିଶ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ଲାଗି ଏଠାରେ ଶନିବାର ଅନୁଷ୍ଠିତ...

ବାଇକ୍‌ରୁ ପଡ଼ିଲେ କୁଶାଲ ମେଣ୍ଡିସ

କଲମ୍ବୋ,୨।୮- ଶ୍ରୀଲଙ୍କା ବ୍ୟାଟ୍ସମ୍ୟାନ କୁଶାଲ ମେଣ୍ଡିସ ଆର. ପ୍ରେମଦାସ ଷ୍ଟାଡିୟମ୍‌ରେ ଏକ ଦୁର୍ଘଟଣାର ଶିକାର ହୋଇଛନ୍ତି। ଏଠାରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ୩ୟ ମ୍ୟାଚ୍‌ ଜିତିବା...

Leave a comment

Your email address will not be published. Required fields are marked *