ସ୍ବପ୍ନେଶ୍ୱର ସାହିରୁ ୧୭.୨ ଗ୍ରାମ୍‌ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୧୦।୧: ଖୋର୍ଦ୍ଧା ଆଦର୍ଶ ଥାନା ସାମନ୍ତରାପୁର ସ୍ବପ୍ନେଶ୍ୱର ସାହିରୁ ଶୁକ୍ରବାର ଅପରାହ୍ନରେ ୧୭.୨ ଗ୍ରାମ୍‌ ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୯ ଲକ୍ଷ ୨୧ ହଜାର ୮ଶହ ଟଙ୍କା ହେବ ବୋଲି ଜଣାପଡ଼ିଛି। ଘଟଣାରେ ବ୍ରାଉନସୁଗାର ବ୍ୟବସାୟୀ ମହେନ୍ଦ୍ର ବେହେରା(୩୪) ଗିରଫ ହୋଇଛନ୍ତି।


All Right Reserved By Dharitri.Com

ଚିକିସତ୍ା ଲାଗି ଟଁକା ଅଭାବ୍‌: ଭାଏଗ୍‌କେ ଆଦ୍‌ରି ପଡ଼ିରହିଛନ୍‌ ସୂଯର୍‌ୟମଣି

ଟିକ୍ରାପଡା, ୨ ା୭ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ସଇଁନ୍ତଳା ବ୍ଲକ କରମତଲା ପଁଚେତ୍‌ ଅଧୀନ ଭଣ୍ଡାରବାଞ୍ଜି ଗଁାର ସୂର୍ଯ୍ୟମଣି ସୁନାପିରତି(୪୬)। ସେ ଗଲା ୨୦୧୮ ଅକ୍ଟୋବରରେ...

ର଼୍ୟାକ ପଏଣ୍ଟରୁ ୟୁରିଆ ସାର ହରିଲୁଟ

ଯାଜପୁର ଅଫିସ,୨୮।୯:  ଲାଭଖୋର ସାର ବ୍ୟବସାୟୀଙ୍କୁ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାରଙ୍କ ବିଫଳତା ଯୋଗୁ ଯାଜପୁର ଜିଲାରେ ସାରର ଅଭାବୀ ପରିସ୍ଥିତି ଲାଗି ରହିଛି। ର଼୍ୟାକ...

ରେଳଧାରଣା କଡରୁ ମିଳିଲା ନବଜାତ ଶିଶୁକନ୍ୟା

ବରଗଡ ଅଫିସ, ୨୨।୧୨: ପୁଣି ଶିଶୁକନ୍ୟା ଅଲୋଡ଼ା ହୋଇପଡିଛି। ବରଗଡ ଜିଲା ପଦ୍ମପୁରସ୍ଥିତ ଏକ ଡ୍ରେନ ଭିତରୁ ଅଖାରେ ଭର୍ତ୍ତି ନବଜାତ ଶିଶୁକନ୍ୟା ଉଦ୍ଧାର ହେବା...

ରାସ୍ତାକଡ଼ରୁ ବୃଦ୍ଧାଙ୍କୁ ଉଦ୍ଧାର କଲା ପ୍ରଶାସନ

ସଜନାଗଡ଼,୧୭।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଜିଲାପାଳଙ୍କ ଅଫିସ୍‌ଠାରୁ ମାତ୍ର ୫୦୦ ମିଟର ଦୂର ବିଚ୍‌ ଦୁର୍ଗାମଣ୍ଡପ ରାସ୍ତାକଡ଼ରେ ୨ଦିନ ଧରି ଏକ ନିରାଶ୍ରୟା ବୃଦ୍ଧା ଖାଇବାକୁ ନ...

ବିହନ ଅନୁକୂଳ, ସାଥୀ ବାଛିବାର ପର୍ବ ‘ଚୈତ୍ର’: ଗୀତବାଦ୍ୟ ସହ ଢେମ୍‌ସା ନାଚରେ କମ୍ପୁଛି ଆଦିବାସୀ ପଡ଼ା

କୋରାପୁଟ,୧୯।୪(ସ୍ବ.ପ୍ର.): କୋରାପୁଟ ଜିଲାର ଆଦିବାସୀ ବହୁଳ ଅଞ୍ଚଳ ଚୈତ୍ର ପରବ ପାଇଁ ଉତ୍ସବମୁଖର ହୋଇପଡ଼ିଛି। ଆଦିବାସୀ ତରୁଣୀଙ୍କ ଢେମସା ନାଚ ସାଙ୍ଗକୁ ମାଇକରେ ଆଦିବାସୀ ଗୀତ...

ବର୍ଷବର୍ଷ ଧରି ବାରଣ୍ଡାରେ ପଢୁଛନ୍ତି ୨ ଶ୍ରେଣୀର ଛାତ୍ରୀଛାତ୍ର

ଝରିଗାଁ, ୨୧।୧(ସ୍ବ.ପ୍ର.) –  ଗ୍ରାମାଞ୍ଚଳରେ ଗୁଣାତ୍ମକ ଶିକ୍ଷା ବିକାଶ ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କିନ୍ତୁ ଏହାର ସଫଳ ରୂପାୟନ ହୋଇପାରୁନି...

୩ ଅଙ୍ଗନୱାଡ଼ି କେନ୍ଦ୍ରରେ ତଦନ୍ତ ଆରମ୍ଭ

ରୂପ୍‌ସା, ୨୦।୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅନ୍ତର୍ଗତ ନିମା, ଖିରଂ ଓ ଗୁଣ୍ଡୁରିପଦା ଅଙ୍ଗନୱାଡ଼ି କେନ୍ଦ୍ରରେ ମଙ୍ଗଳବାର ତଦନ୍ତ ଆରମ୍ଭ ହୋଇଛି। ଏହି ଅଙ୍ଗନୱାଡି...

ପଣପଣା ସମବାୟ ସମିତି ଆଗରେ ଚାଷୀଙ୍କ ଧାରଣା

ବାହାନଗା, ୮।୬(ଡି.ଏନ.ଏ.)-ବିକ୍ରି ହୋଇଥିବା ଧାନର ପ୍ରାପ୍ୟ ପାଇଁ ବାହାନଗା ବ୍ଲକ ପଣପଣା ସେବା ସମବାୟ ସମିତି ଆଗରେ ଶୁକ୍ରବାର ଚାଷୀମାନେ ଧାରଣା ଦେଇଥିଲେ। ୧୫ ଦିନ...

Leave a comment

Your email address will not be published. Required fields are marked *