କୋଭିଡ ନେଇଛି ୩୧୩ ଡାକ୍ତର, ନର୍ସ, ଆଶାକର୍ମୀଙ୍କ ଜୀବନ

ନୂଆଦିଲ୍ଲୀ,୨ ।୨: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ସାରା ବିଶ୍ୱକୁ ଦୋହଲାଇ ଦେଇଛି । ଏଥିରେ କୋଟି କୋଟି ଲୋକ ସଂକ୍ରମିତ ହୋଇଥିବା ବେଳେ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ବି ଯାଇଛି । ଦେଶରେ ଜାନୁୟାରୀ ୨୨ ସୁଦ୍ଧା ୧୬୨ ଜଣ ଡାକ୍ତର, ୧୦୭ ନର୍ସ ଓ ୪୪ ଜଣ ଅଶାକର୍ମୀଙ୍କ ଜୀବନ ଯାଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଲିଖିତ ଭାବେ ଜଣାଇଛି । ସୂଚନାଯୋଗ୍ୟ, ଏପର୍ଯ୍ୟନ୍ତ ଦେଶରେ ମୋଟ ୧,୦୭,୬୬,୨୪୫ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୧,୦୪,୪୮,୪୦୬ ଜଣ ସୁସ୍ଥ ହୋଇଛନ୍ତି ଓ ୧,୫୪,୪୮୬ଜଣଙ୍କ ମୃତ୍ୟୁ ହୋଇଛି । ଏବେସୁଦ୍ଧା ୧,୬୩,୩୫୩ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୩୯,୫୦,୧୫୬ଜଣ ଟିକା ନେଇ ସାରିଲେଣି । ଏବେବି ମହାରାଷ୍ଟ୍ର ଓ କେରଳରେ ସ୍ଥିତି ଅଣାୟତ୍ତ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

କଶ୍ମୀର ପଣ୍ଡିତଙ୍କ ବିନା ପୂର୍ଣ୍ଣ ନୁହେଁ ଜମ୍ମୁ-କଶ୍ମୀର: ରାଜ୍ୟପାଳ

ଶ୍ରୀନଗର,୧୫।୮: ଶେର-ଇ-କଶ୍ମୀର ଷ୍ଟାଡିୟମରେ ୭୩ତମ ସ୍ବାଧୀନତା ଦିବସରେ ପତାକା ଉତ୍ତୋଳନ କରିବା ସମୟରେ ରାଜ୍ୟପାଳ ସତ୍ୟପାଲ ମଲିକ କହିଛନ୍ତି କଶ୍ମୀର ପଣ୍ଡିତଙ୍କ ବିନା ଜମ୍ମୁ-କଶ୍ମୀର ସମ୍ପୂର୍ଣ୍ଣ...

ପ୍ରଦୂଷଣରୁ ମୁକ୍ତି: ମନ୍ଦିରରେ ମୂର୍ତ୍ତିଙ୍କଠାରେ ବନ୍ଧାଗଲା ମାସ୍କ୍‌

ବାରାଣସୀ,୬।୧୧: ବାୟୁ ପ୍ରଦୂଷଣରୁ ମୁକ୍ତି ପାଇଁ ସାଧାରଣ ଲୋକେ ମୁହଁରେ ମାସ୍କ୍‌ ପିନ୍ଧି ବୁଲୁଥିବା ଦେଖିବାକୁ ମିଳିଛି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂସଦୀୟ କ୍ଷେତ୍ର...

ମେଘାଳୟରେ ଟିଏମସି-ଏନପିପି କଡ଼ା ଟକ୍କର…

ଶିଲଂ,୨।୩: ବିଧାନସଭା ନିର୍ବାଚନର ଭୋଟ ଗଣତିରେ ମେଘାଳୟରେ ଟିଏମସି ଏବଂ ଏନପିପି ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ଏଠାରେ ଭାଜପା ୮ଟି ଆସନରେ ଆଗୁଆ...

ଉପର ମୁହାଁ କରୋନା, ବୁଧବାର ମୁଖ୍ୟମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୬।୪ : ଦେଶରେ କରୋନା ସଂକ୍ରମଣ ପୁଣି ଉପର ମୁହାଁ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ...

ପୁଅ ଗିରଫ ହେବା ପରେ ସରକାରଙ୍କୁ ଗୁହାରି କଲେ ମା’

କାନପୁର,୯।୭: ଉତ୍ତରପ୍ରଦେଶ କାନପୁରର ୮ ପୋଲିସଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ବିକାଶ ଦୁବେଙ୍କୁ ଗୁରୁବାର ଗିରଫ କରାଯାଇଛି। ଉଜ୍ଜୟିନୀର ମହାକାଳ ମନ୍ଦିର ପରିସରରୁ ତାଙ୍କୁ...

ସେପ୍ଟେମ୍ବରରେ ପିଲାଙ୍କୁ ଟିକା

ନୂଆଦିଲ୍ଲୀ, ୧୯ା୮: ପିଲାମାନଙ୍କ ଉପରେ କୋଭିଡ୍‌ ଟିକାର ପରୀକ୍ଷା ଚାଲିଥିବାବେଳେ ଖୁବ୍‌ଶୀଘ୍ର ଏହାର ଫଳାଫଳ ମିଳିଯିବ ବୋଲି ଆଶା କରାଯାଉଛି। ଉକ୍ତ ଫଳାଫଳ ଭାରତର ଔଷଧ...

ପୁଣି ଆତଙ୍କବାଦୀଙ୍କ ଟାର୍ଗେଟରେ କଶ୍ମୀର ପଣ୍ଡିତ: ଗୋଟିଏ ଦିନରେ ତୃତୀୟ ଆକ୍ରମଣ

ଶ୍ରୀନଗର,୪।୪: ଜମ୍ମୁ-କଶ୍ମୀରରେ ସୋମବାର ଆତଙ୍କବାଦୀମାନେ ଗୋଟିଏ ପରେ ଗୋଟିଏ ଆକ୍ରମଣ କରିଛନ୍ତି। ଗୋଟିଏ ଦିନରେ ୩ଟି ଆକ୍ରମଣ ଘଟାଇଛନ୍ତି ଆତଙ୍କବାଦୀ। ଇତିମଧ୍ୟରେ ଶୋପିଆନ ଜିଲାରେ ପୁଣି...

ଏବେ ବି ବଙ୍ଗଳା ଛାଡ଼ି ନାହାନ୍ତି ପୂର୍ବତନ ଏମ୍‌ପି

ନୂଆଦିଲ୍ଲୀ,୭ା୧୦(ପି.ଟି.): ଷୋଡ଼ଶ ଲୋକ ସଭା ଭଙ୍ଗ ହେବା ୫ ମାସ ବିତିଲାଣି। ବାରମ୍ବାର ତାଗିଦ୍‌ ସତ୍ତ୍ୱେ ଏବେ ବି ପାଖାପାଖି ୫୦ ପୂର୍ବତନ ଏମ୍‌ପି ସରକାରୀ...

Advertisement
Archives

Model This Week