ଆଇଇଏସ୍‌ ପରୀକ୍ଷାରେ ଓଡ଼ିଆ ପୁଅ ଅଂଶୁମାନ୍‌ ଟପ୍ପର

ଭୁବନେଶ୍ୱର,୧୧।୧(ବ୍ୟୁରୋ): ଇଣ୍ଡିଆନ୍‌ ଇକୋନୋମିକ୍ସ ସର୍ଭିସ (ଆଇଇଏସ୍‌) ପରୀକ୍ଷାରେ ଜଣେ ଓଡ଼ିଆ ଛାତ୍ର ଟପ୍ପର ହୋଇଛନ୍ତି। ସେ ହେଲେ ଅଂଶୁମାନ୍‌ କାମିଲା। ଆଇଇଏସ୍‌ ଯୋଗ୍ୟ ବିବେଚିତ ୩୨ ଜଣଙ୍କ ମଧ୍ୟରେ ଅଂଶୁମାନ୍‌ ପ୍ରଥମ ସ୍ଥାନ ଅଧିକାର କରି ଟପ୍ପର ହୋଇଛନ୍ତି। ସେ ପୂର୍ବତନ ଚିଫ୍‌ ପୋଷ୍ଟମାଷ୍ଟର ଜେନେରାଲ ସନ୍ତୋଷ କାମିଲା ଏବଂ ପ୍ରତିଷ୍ଠିତ କଣ୍ଠଶିଳ୍ପୀ ମିତାଲି ଚିନ୍ନାରାଙ୍କ ପୁଅ ବୋଲି ଜଣାପଡ଼ିଛି।


All Right Reserved By Dharitri.Com

ବିଜ୍ଞାପନ ପ୍ରଦାନ ନେଇ ମନ୍ତ୍ରୀ ରଖିଲେ ତଥ୍ୟ

ଭୁବନେଶ୍ୱର,୧୯ା୭(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ(ବିଶେଷ କରି ୬ ମାସ ପୂର୍ବରୁ) ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଗଣମାଧ୍ୟମ ସଂସ୍ଥାକୁ ବିଜ୍ଞାପନ ବାବଦରେ ଅର୍ଥ...

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ୬ ଜଣ ଏ ଓ୍ବାନ୍‌ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ

ଚଣ୍ଡିଖୋଲ,୨୧ା୫(ଡି.ଏନ.ଏ.)- ମାଟ୍ରିକ ପରୀକ୍ଷା ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ବଡ଼ଚଣା ବ୍ଲକ ଅଞ୍ଚଳରୁ ୬ ଜଣ ୯୦ ପ୍ରତିଶତରୁ ଅଧିକ ମାର୍କ ରଖି ଏ ଓ୍ବାନ୍‌...

ଏସ୍‌ଡିସି କପ୍‌ ଉଦ୍‌ଘାଟିତ : ପ୍ରଥମ ଦିନରେ ୪ ମ୍ୟାଚ

ଫୁଲବାଣୀ ଅଫିସ, ୨୫ା୨-ଫୁଲବାଣୀସ୍ଥିତ କରୋନେଶନ ପଡିଆରେ ଆଦିବାସୀ ଫୁଟବଲ ଚାମ୍ପିୟନଶିପ୍‌ ଏସ୍‌ଡିସି (ସ୍ବତନ୍ତ୍ର ଉନ୍ନୟନ ପରିଷଦ) କପ୍‌-୨୦୨୦ ସୋମବାର ଉଦ୍‌ଘାଟିତ ହୋଇଛି ା ସରକାରଙ୍କ ଆଇଟି...

ପୁରୀରେ ବିଶ୍ୱବ୍ୟାଙ୍କ ପ୍ରତିନିଧି ଦଳ

ପୁରୀ ଅଫିସ, ୨୬।୫: ବାତ୍ୟା ଫନୀରେ ପୁରୀ ଜିଲାରେ ହୋଇଥିବା କ୍ଷୟକ୍ଷତି ଆକଳନ ଲାଗି ପୁରୀରେ ପହଞ୍ଚିଛନ୍ତି ବିଶ୍ୱବ୍ୟାଙ୍କ ପ୍ରତିନିଧି ଦଳ। ରବିବାର ପୂର୍ବାହ୍ନରେ ସର୍କିଟ...

ବାତ୍ୟା ପରେ ବିଗୁଡୁଛି ପରିମଳ ବ୍ୟବସ୍ଥା: କୋମାରେ ଗାଁ କଲ୍ୟାଣ ସମିତି

ବ୍ରହ୍ମଗିରି, ୧୭ା୫(ଡି.ଏନ୍‌.ଏ.)-ପ୍ରଳୟଙ୍କରୀ ବାତ୍ୟା ଫନୀ ପୁରୀ ଜିଲାରେ ତାଣ୍ଡବ ରଚିଛି। ଏଥିରେ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ବ୍ରହ୍ମଗିରି ବ୍ଲକ। ବାତ୍ୟା ପରେ ବିଗୁଡୁଛି ଗାଁ...

ଶାନ୍ତିଶୃଙ୍ଖଳାରେ ସାନି ମତଦାନ ଲାଗି ପୂର୍ବାଞ୍ଚଳ ଡିଆଇଜିଙ୍କୁ ଭେଟିଲେ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

ବାଲେଶ୍ୱର ଅଫିସ,୧୭।୫: ବାଲେଶ୍ୱର ଜିଲା ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀର ୧୮୭ ଓ ୧୮୯ ନମ୍ବର ବୁଥ୍‌ରେ ମତଦାନରେ ଅନିୟମିତତା ହୋଇଥିବା କଂଗ୍ରେସ ପକ୍ଷରୁ ଜିଲା ନିର୍ବାଚନ...

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ହାବିଲଦାରଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

କେନ୍ଦୁଝର/ପାଟଣା,୫।୧୨(ଡି.ଏନ୍‌.ଏ./ସ୍ବ.ପ୍ର.): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର କେନ୍ଦୁଝର ରିଜର୍ଭ ପୋଲିସରେ କାର୍ଯ୍ୟରତ ହାବିଲଦାର ବିଶ୍ୱନାଥ ମହାନ୍ତଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। କେନ୍ଦୁଝର...

ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ: ଶଯ୍ୟା ସଂଖ୍ୟା ୩୦୦କୁ ବୃଦ୍ଧି

ଭୁବନେଶ୍ୱର, ୭ା୧(ବ୍ୟୁରୋ): ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯାଇ ୩୦୦ ହେବ। ‘ମୋ ସରକାର’ ଟିମ୍‌ ଭଦ୍ରକ ପରିଦର୍ଶନ କରିବା ପରେ...

Leave a comment

Your email address will not be published. Required fields are marked *