ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ବାସହରାଙ୍କ ସାହାରା ପାଲଟିଛନ୍ତି ସୁଖବିନ୍ଦର

ସିଡ୍‌ନୀ,୧୧।୧: ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ ଲାଗିବା ଫଳରେ ସେଠାରେ ଲକ୍ଷାଧିକ ଲୋକ ବାସଶୂନ୍ୟ ହୋଇପଡିଥିବା ବେଳେ ଅଧିକାଂଶ ବନ୍ୟଜନ୍ତୁଙ୍କ ମୃତ୍ୟୁ ମଧ୍ୟ ହେଲାଣି। ଏହି ସମୟରେ ବାସହରା ହୋଇଥିବା ଲୋକଙ୍କର ସାହାରା ପାଲଟିଛନ୍ତି ଶିଖ୍‌ ମହିଳା ସୁଖବିନ୍ଦର କୌର। ଦୀର୍ଘ ପ୍ରାୟ ୧୦ ବର୍ଷ ପରେ ସେ ଭାରତ ଆସିବାର କାର୍ଯ୍ୟକ୍ରମ ଥିଲା। ତାଙ୍କ ଭଉଣୀ କୋମାରେ ଥିବା ବେଳେ ସେ ତାଙ୍କୁ ଦେଖିବାକୁ ଆସିଥାଆନ୍ତେ। ହେଲେ ଗୋଟିଏ ବଦଳରେ ଏବେ ତାଙ୍କ ମନକୁ ଦେହଲାଇ ଦେଇଛନ୍ତି ଅଷ୍ଟ୍ରେଲିଆର ହଜାର ହଜାର ବାସହରା ଜନତା। ସୁଖବିନ୍ଦର ତାଙ୍କ ଭାରତ ଯାତ୍ରାକୁ ସ୍ଥଗିତ ରଖି ଏବେ ପ୍ରତିଦିନ ପ୍ରାୟ ଏକ ହଜାର ଲୋକଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କରୁଥିବା ଜଣାପଡିଛି। ସେ ୩୧ ଡିସେମ୍ବରରୁ ଓ୍ବେର୍ନସଡେଲ ଓବଲରେ କ୍ୟାମ୍ପ କରି ରହିବା ସହ ଲୋକମାନଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କରୁଥିବା କୁହନ୍ତି।


All Right Reserved By Dharitri.Com

ବ୍ଲକେଜ୍‌ ହଟାଇବ ରୋବୋଟିକ ଥ୍ରେଡ୍‌

ଓ୍ବାଶିଂଟନ: ମାସାଚ୍ୟୁସେଟସ ଇନ୍‌ଷ୍ଟିଚ୍ୟୁଟସ ଅଫ୍‌ ଟେକନୋଲୋଜି(ଏମ୍‌ଆଇଟି)ର ଗବେଷକମାନେ ବିକାଶ କରିଛନ୍ତି ଏକ ରୋବୋଟିକ ଥ୍ରେଡ୍‌। ଏହା ଚୁମ୍ବକୀୟ ଶକ୍ତି ଦ୍ୱାରା ସଞ୍ଚାଳିତ ହୋଇପାରୁଛି। ଏହା ଅତି...

ଭାରତୀୟଙ୍କୁ ଭାଗ୍ୟବାନ ବୋଲି କହିଲେ ଆମେରିକା ଡାକ୍ତର

ଓ୍ବାଶିଂଟନ,୧୮।୪: ଆମେରିକାର ନ୍ୟୁଜର୍ସିରେ ଏବେ କରୋନା ସଂକ୍ରମିତଙ୍କ ଚିକିତ୍ସା କରୁଥିବା ଭାରତୀୟ ଡାକ୍ତର କ୍ରିତି ଅଗ୍ରଓ୍ବାଲ କୁହନ୍ତି ପ୍ରତିଦିନ ସେ ଚିକିତ୍ସା କରୁଥିବା ହସ୍ପିଟାଲରେ ଶହ...

ଏଡ୍‌ସ ଚିକିତ୍ସା ଖୋଜିବାର ପରିଣାମ କରୋନା ଭାଇରସ !

ପ୍ୟାରିସ,୧୯।୪: କରୋନା ଭାଇରସ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ସାରିଥିବା ବେଳେ ଏହାର ଚିକିତ୍ସା ପାଇଁ ଏବେ ସବୁ ବିକାଶଶୀଳ ଦେଶରେ ଚାଲିଛି...

୨୦୯ ଦେଶ କଲବଲ

ଓ୍ବାଶିଂଟନ,୯।୪: ବିଶ୍ୱ ସ୍ଥିତି ଏବେ ଅସମ୍ଭାଳ ହୋଇପଡ଼ିଛି। ୨୦୯ ଦେଶରେ କରୋନା ଭୂତାଣୁର ରାଜୁତି ଚାଲିଛି। ମୁଣ୍ଡ ପରେ ମୁଣ୍ଡ ଗଡ଼ିଚାଲିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା...

ଯନ୍ତ୍ରଣା ସହି ନପାରି ମାତ୍ର ୧୭ ବର୍ଷ ବୟସରେ ନାବାଳିକା ବାଛିନେଲେ ‘ଇଛାମୃତ୍ୟୁ’

ଆମଷ୍ଟରଡମ୍‌,୫।୬: ମାନସିକ ଯନ୍ତ୍ରଣା ଓ ଡିପ୍ରେସନରୁ ବାହାରି ନ ପାରି ଶେଷରେ ‘ଇଛାମୃତ୍ୟୁ’ ଦ୍ୱାରା ନାବାଳିକା ଜଣଙ୍କ ଜୀବନ ହାରିଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି...

ହିନ୍ଦୁ ରୀତିନୀତିରେ ମାଙ୍କଡ଼ର ଅନ୍ତିମ ସଂସ୍କାର

ଦଭାନ୍‌ଗିରି: ଅନେକ ସମୟରେ ପଶୁମାନଙ୍କର ବ୍ୟବହାର ସମସ୍ତଙ୍କୁ ପ୍ରଭାବିତ କରିଥାଏ। ଏହାଦ୍ୱାରା ପଶୁ ଓ ଲୋକମାନଙ୍କ ମଧ୍ୟରେ ନିବିଡ଼ତା ବଢିଯାଏ, ଯାହା ଘଟିଛି କର୍ନାଟକର ଛନ୍ନାଗିରି...

ବିଲେଇ ପିନ୍ଧୁଛନ୍ତି ନିଜ ଲୋମରେ ତିଆରି କ୍ୟାପ୍‌

ପୋଷା ପ୍ରାଣୀଭାବେ ଅନେକେ ବିଲେଇ ରଖିବାକୁ ପସନ୍ଦ କରନ୍ତି। ସେମାନଙ୍କ ସୁନ୍ଦର କମନୀୟ ଚେହେରା, ଗେହ୍ଲେଇ ହେବା ଲୋକଙ୍କ ମନ ଜିଣିନିଏ। ଅନେକେ ତ ନିଜ...

ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମହିଳାଙ୍କ ପାଇଁ ରହିବ ସ୍ବତନ୍ତ୍ର ମତଦାନ କେନ୍ଦ୍ର

ମୁମ୍ବାଇ,୨୮।୩: ଆସନ୍ତା ମାସରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ମହିଳାମାନଙ୍କୁ ଅଧିକ ମାତ୍ରାରେ ସାମିଲ କରିବା ଲାଗି ମହାରାଷ୍ଟ୍ର ସରକାର ଏକ ଅଭିନବ ଉପାୟ...

Leave a comment

Your email address will not be published. Required fields are marked *