Posted inଜାତୀୟ

ଓମାନ ସୁଲତାନଙ୍କ ସମ୍ମାନରେ ଗୋଟିଏ ଦିନ ରାଷ୍ଟ୍ରୀୟ ଶୋକ ପାଳନ କରିବ ଭାରତ

ନୂଆଦିଲ୍ଲୀ,୧୨।୧: ଓମାନ ସୁଲତାନଙ୍କ ସମ୍ମାନରେ ଭାରତ ଗୋଟିଏ ଦିନ ଅର୍ଥାତ୍‌ ଜାନୁୟାରୀ ୧୩ରେ ରାଷ୍ଟ୍ରୀୟ ଶୋକ ପାଳନ କରିବ ବୋଲି ସରକାର ଘୋଷଣା କରିଛନ୍ତି। ଏଥିପାଇଁ ଜାତୀୟ ପତାକାକୁ ଅର୍ଦ୍ଧନମିତ କରାଯିବା ସହ କୌଣସି ଉତ୍ସବ ପାଳନ କରାଯିବ ନାହିଁ। ସୂଚନାଯୋଗ୍ୟ,ଓମାନର ସୁଲତାନ କାବୁସ ବିନ ସୈଦ ଅଲ ସୈଦଙ୍କର ୭୯ ବର୍ଷ ବୟସରେ ଗତ ଶୁକ୍ରବାର ପରଲୋକ ହୋଇଥିଲା। କାବୁସ ଆରବର ସର୍ବାଧିକ ସମୟ ସୁଲତାନ ଭାବେ କାର୍ଯ୍ୟ କରିଥିଲେ। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ବ୍ୟକ୍ତ କରିଥିଲେ।


All Right Reserved By Dharitri.Com

ରାସ୍ତାରେ ଛେପ ପକାଇଲେ ଶହେ ଟଙ୍କା ଜରିମାନା: ୧୦ ହଜାର ଲୋକଙ୍କ ଉପରେ ହେଲାଣି କାର୍ଯ୍ୟାନୁଷ୍ଠାନ

ଅହମ୍ମଦାବାଦ୍‌,୨୮।୪: ଗୁଜରାଟରେ ରାସ୍ତାରେ ଛେପ ପକାଉଥିବା ଲୋକଙ୍କ ପାଇଁ କରାଯାଇଛି କଡ଼ା ଆଇନ। ସହରକୁ ପରିଷ୍କାର ରଖିବା ଲାଗି ଅହମ୍ମଦାବାଦ୍‌ ମହାନଗର ପାଳିକା ପକ୍ଷରୁ ଏଭଳି...

କୋମଳମତି ଶିଶୁଙ୍କ ଚିତ୍କାର ଶୁଣି ସାହାଯ୍ୟର ହାତ ବଢ଼ାଇଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨।୮: ଭୋଜପୁରୀ ସୁପରଷ୍ଟାର ତଥା ଭାଜପା ଏମ୍‌ପି ରବି କିଶନ ଶୁକ୍ରବାର ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ପ୍ରବଳ ବର୍ଷାରେ କିଛି...

ସେଓ ବଗିଚାରେ ନିଆଁ ଲଗାଇଲେ ଆତଙ୍କବାଦୀ

ଶ୍ରୀନଗର,୧୫।୯: ଦକ୍ଷିଣ କଶ୍ମୀରରେ ଥିବା ‘ଗୋଲ୍ଡେନ’ ଭେରାଇଟିର ସେଓ ବଗିଚାରେ ନିଆଁ ଲଗାଇ ଦେଇଛନ୍ତି ଆତଙ୍କବାଦୀ। କଶ୍ମିରୀବାସୀଙ୍କ ଅର୍ଥନୀତିକ ମେରୁଦଣ୍ଡ ଭାଙ୍ଗିବାକୁ ଆତଙ୍କବାଦୀମାନେ ଏଭଳି କାମ...

ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ପାଇଁ ସରକାରୀ ନିଯୁକ୍ତି ଯୋଜନା: ପେଶା ଛାଡ଼ିବାକୁ ମନା କଲେ ଭିକାରି

ଲକ୍ଷ୍ନୌ,୨୬।୬: ଉତ୍ତରପ୍ରଦେଶର ଲକ୍ଷ୍ନୌ ନଗର ନିଗମ ପକ୍ଷରୁ ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ପାଇଁ ସରକାରୀ ନିଯୁକ୍ତି ଯୋଜନା କରାଯାଇଛି। ତେବେ ଏହି ଯୋଜନା ଅନ୍ତର୍ଗତ ଚାକିରି...

ଚନ୍ଦ୍ରୟାନ-୨ ଲ୍ୟାଣ୍ଡିଂ ପୂର୍ବରୁ ପ୍ରତିକ୍ରିୟା ରଖିଲେ ଇସ୍ରୋ ଅଧ୍ୟକ୍ଷ

ନୂଆଦିଲ୍ଲୀ,୬।୯: ଭାରତ ପାଇଁ ମହାକାଶ କ୍ଷେତ୍ରରେ ଶୁକ୍ରବାର ବିଳମ୍ବିତ ରାତି ଏକ ଐତିହାସିକ ଦିନ ପାଲଟିବାକୁ ଯାଉଛି। ରାତି ୧ଟା ୩୦ରୁ ୨ଟା ୩୦ ମଧ୍ୟରେ...

ବନ୍ଦ ହେବ ଗରିବ ରଥ

ନୂଆଦିଲ୍ଲୀ,୧୮।୭: ଗରିବ ରଥର ହେବ ନବକଳେବର। ବିଶେଷ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ଗରିବ ରଥ ଟ୍ରେନ୍‌କୁ ଖୁବ୍‌ଶୀଘ୍ର ସୁପରଫାଷ୍ଟ ଟ୍ରେନ୍‌ରେ ପରିବର୍ତ୍ତନ କରାଯିବ। ଏହାସହ...

ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ

ମୁଜଫରନଗର, ୨୦।୫: ଉତ୍ତର ପ୍ରଦେଶର ମୁଜାଫରନଗରରେ ଏକ ଚାଞ୍ଜଲ୍ୟକର ଘଟଣା ଘଟିଛି। ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ପିଟପିଟି ହତ୍ୟା କରିଛନ୍ତି ସ୍ତ୍ରୀ। ହତ୍ୟାର ୧୫...

ଶୌଚାଳୟରେ ରୋଷେଇ ଘର: ବାରବାଙ୍କିରେ ସ୍ବଚ୍ଛ ଭାରତ ମିଶନ ବାଟବଣା

ଲକ୍ଷ୍ନୌ,୧୮।୧: ସ୍ବଚ୍ଛ ଭାରତ ମିଶନ ନେଇ କେନ୍ଦ୍ର ସରକାର ନାନା ପ୍ରକାର ଉଦ୍ୟମ ଜାରି ରଖିଛନ୍ତି। ତେବେ ଉତ୍ତରପ୍ରଦେଶ ବାରବାଙ୍କିରେ ସ୍ବଚ୍ଛ ଭାରତ ମିଶନ ଅନ୍ତର୍ଗତ...

Leave a comment

Your email address will not be published. Required fields are marked *