ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୬୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୬,୫୬୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୩ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୨୨ ଏବଂ ସମ୍ବଲପୁର ୧୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ଗଜପତିରୁ ୧୪,ବାଲେଶ୍ୱର ୧୨, ଝାରସୁଗୁଡ଼ା ୧୨, କଟକ ୯, ଅନୁଗୋଳ ୮, କେନ୍ଦ୍ରାପଡ଼ା ୮, ମୟୂରଭଞ୍ଜ ୮, କୋରାପୁଟ ୫, ବଲାଙ୍ଗୀର ୩, ଗଞ୍ଜାମ ୩, ଯାଜପୁର ୩, ମାଲକାନଗିରି ୩, କନ୍ଧମାଳ ୨, ନୂଆପଡ଼ା ୨, ବରଗଡ଼ ଏବଂ ଦେବଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୬।


Enter your email to get our daily news in your inbox.

All Right Reserved By Dharitri.Com

୨୫% ସିଟ୍‌ରେ ମାଗଣା ନାମ ଲେଖାଯାଉନି

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ୨୦୦୯-ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଅବହେଳିତ ଶ୍ରେଣୀର ପିଲାଙ୍କ ପାଇଁ ସବୁ ସ୍କୁଲରେ ୨୫% ସିଟ୍‌ ସଂରକ୍ଷଣ ବ୍ୟବସ୍ଥା ରହିଛି। ଏହି ନିୟମାନୁସାରେ ରାଜ୍ୟରେ...

ଆଗାମୀ ଦିନରେ ସମ୍ପୂର୍ଣ୍ଣ ସରକାର-ସମାଜକୁ ସମନ୍ବିତ ହେବାକୁ ପଡ଼ିବ: ବାଗ୍‌ଚୀ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ମେ ୩ ତାରିଖରେ ଶେଷ ହେବ ଲକ୍‌ଡାଉନ୍‌। ଏହାପରେ ବାହାରେ ଫସି ରହିଥିବା ଓଡ଼ିଆ ଘରକୁ ଫେରିବେ। ହେଲେ ଆକ୍ରାନ୍ତ ରାଜ୍ୟରୁ ଫେରୁଥିବାରୁ ସଂକ୍ରମଣ...

୫ ଶ୍ରେଷ୍ଠ ନାଟକ ପୁରସ୍କୃତ

କଟକ ଅଫିସ, ୧।୨: ଥିଏଟର ମୁଭ୍‌ମେଣ୍ଟ ପକ୍ଷରୁ କଟକ କଳାବିକାଶ କେନ୍ଦ୍ରଠାରେ ଚାଲିଥିବା ଗ୍ଲୋବାଲ ଥିଏଟର ଫେଷ୍ଟିଭାଲ ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି...

ରାଜଧାନୀରେ ଯୋଜନାବଦ୍ଧ ଜବରଦଖଲ: ଗଳାବାଟ ଦେଖାଉଛନ୍ତି ଅଧିକାରୀ

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ଦିନ ଆସିବ ଭୁବନେଶ୍ୱରର ସରକାରୀ ଜମି ଆଉ ସରକାରଙ୍କ ହାତରେ ନ ଥିବ। ସରକାରଙ୍କ ନାଁରେ ରେକର୍ଡ ଥିବ, ହେଲେ ଉପଭୋଗ କରୁଥିବେ...

ନୂଆଁଖାଇରେ ଉଦାହରଣ ପାଲଟିଲେ ଡାକ୍ତର ଦମ୍ପତି

ବରଗଡ଼ ଅଫିସ,୧ା୯: ଗୁରୁବାର ମହାନ କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ବର୍ତ୍ତମାନ ଚଳଚଞ୍ଚଳ ସମଗ୍ର ପଶ୍ଚିମ ଓଡ଼ିଶା। ପୂର୍ବରୁ ସମଲେଶ୍ବରୀଙ୍କ ପୀଠରେ ପଣ୍ଡିତମାନଙ୍କ ଦ୍ବାରା...

ଆସନ୍ତା ୨୮ରୁ ପୁଣି ବିଧାନସଭା ଘେରିବେ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ପ୍ରାଥମିକ ଶିକ୍ଷକଙ୍କ ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବର ପ୍ରତିବାଦରେ ଆସନ୍ତା ୨୮ ରୁ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ବିଧାନସଭା...

ଏମ୍‌ଆର୍‌ୟୁଟି ସ୍କିମ୍‌ କାର୍ଯ୍ୟକାରୀ କରିବାରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର୧୧।୮(ବ୍ୟୁରୋ):  କେନ୍ଦ୍ରୀୟ ଯୋଜନା କାର୍ଯ୍ୟକାରୀ କରିବା ହେଉ କିମ୍ବା ବିପର୍ଯ୍ୟୟ ପରିଚାଳନା କରିବା କ୍ଷେତ୍ରରେ ଓଡ଼ିଶା ଅନ୍ୟ ରାଜ୍ୟଗୁଡ଼ିକ ପାଇଁ ଅନେକ ସମୟରେ ଦୃଷ୍ଟାନ୍ତ ପାଲଟିଛି।...

ବୁଧବାରକୁ ଘୁଞ୍ଚିଲା ଅର୍ଚ୍ଚନାଙ୍କ ଜାମିନ ଆବେଦନ ମାମଲା

ଭୁବନେଶ୍ୱର, ୧୧।୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ରାଜଧାନୀ ଲେଡି ବ୍ଲାକମେଲର୍‌ ଘଟଣାର ଅଭିଯୁକ୍ତ ଅର୍ଚ୍ଚନା ନାଗଙ୍କ ଜାମିନ ଆବେଦନ ମାମଲା ବୁଧବାରକୁ ଘୁଞ୍ଚିଛି । ଭୁବନେଶ୍ୱର ଏସ୍‌ଡିଜେଏମଙ୍କ...

Advertisement
Archives

Model This Week