ମା’ଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ଜେଲ୍‌ରୁ ବାହାରିଲେ ପୁଞ୍ଜିଲାଲ୍‌

ବଲାଙ୍ଗୀର ଅଫିସ,୧୨।୧: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ମା’ ଇନ୍ଦୁମତୀ ମେହେର(୭୨)ଙ୍କ ଶୁକ୍ରବାର ରାତିରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ପରଲୋକ ଘଟିଥିଲା। ପୁଞ୍ଜିଲାଲ ସମ୍ପ୍ରତି ଗିରଫ ହୋଇ ବଲାଙ୍ଗୀର ଜେଲରେ ଥିଲେ। ଇନ୍ଦୁମତୀଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ପାଟଣାଗଡ଼ ଏଡିଜେଙ୍କ ନିର୍ଦ୍ଦେଶ ବଳରେ ପୁଞ୍ଜିଲାଲ ରବିବାର ଅପରାହ୍ନ ୨ଟାରେ ବଲାଙ୍ଗୀର ଜେଲରୁ ବାହାରିଛନ୍ତି। ତାଙ୍କୁ କଡ଼ା ସୁରକ୍ଷାରେ ପାଟଣାଗଡ଼ ରାମପୁରକୁ ନିଆଯାଇଛି। ପାଟଣାଗଡ଼ରେ ପୁଞ୍ଜିଲାଲ ମା’ଙ୍କ ଅନ୍ତିମ ସଂସ୍କାର କରାଯିବ।


All Right Reserved By Dharitri.Com

ପୋଖରୀରେ ବୁଡ଼ି ବୃଦ୍ଧ ମୃତ

ବସ୍ତା, ୧୭।୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ସିଂଲା ଥାନା ଇଡ଼ଦା ଗ୍ରାମର କୃଷ୍ଣପ୍ରସାଦ ବେହେରା (୭୦) ନାମକ ବୃଦ୍ଧ ଗୁରୁବାର ସକାଳେ ପାଣିରେ ବୁଡ଼ିଯାଇ ମୃତ୍ୟୁବରଣ କରିଛନ୍ତି। ସେ...

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ୱର,୭।୧୨(ବ୍ୟୁରୋ) : ଶନିବାର ସନ୍ଧ୍ୟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ...

ଶିଶୁ ଦିବସରେ ପିଲାଙ୍କୁ ଚକୋଲେଟ୍‌ ଦେଇ ଅଡୁଆରେ ପ୍ରଧାନ ଶିକ୍ଷକ

ଆରଡି,୧୯।୧୧,(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତସ୍ଥିତ ତଳଦୁମୁକା ପ୍ରୋଜେକ୍ଟ ପ୍ରାଇମେରୀ ସ୍କୁଲରେ ଗତ ଗୁରୁବାର ଶିଶୁ ଦିବସ ପାଳିତ ହୋଇଥିଲା। ସେହିଦିନ ବିଦ୍ୟାଳୟରେ...

କଳାକାର ଦେଲେ ଲୋକଙ୍କୁ ବାର୍ତ୍ତା

ବାଲେଶ୍ୱର ଅଫିସ,୧୯।୩- ବାଲେଶ୍ୱର ଜିଲା ୧୬ ନଂ. ଜାତୀୟ ରାଜପଥ ନିକଟସ୍ଥ କାଠସଙ୍ଗଡ଼ା ନିକଟରେ ଗତ ଦୋଳ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିବା ପିତୃତର୍ପଣ ଓ ପିଣ୍ଡଦାନ...

ଅଗ୍ନିକାଣ୍ଡ: ୩ ବଖରା ଭସ୍ମୀଭୂତ

ବନ୍ତ,୧୧ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ପଞ୍ଚାୟତ ଦେବଗଡ଼ି ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ସୁରେନ୍ଦ୍ର ଜେନା, ଗୌରାଙ୍ଗ ଜେନା ଓ...

କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ ଦାବି: ମୁଖ୍ୟ ଶାସନ ସଚିବଙ୍କୁ ଛାତ୍ର ବିଜେଡିର ଦାବିପତ୍ର

ଭବାନୀପାଣା,୨୯।୧୧(ଡି.ଏନ୍‌.ଏ.): ଭବାନୀପାଟଣା ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟକୁ ଏକକ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିବା ପରେ ବର୍ତ୍ତମାନ କଳାହାଣ୍ଡି ଜିଲାରେ କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ ଦାବି ଜୋର ଧରିଛି।...

୪ ଓପିଏସ୍‌ ଅଧିକାରୀଙ୍କ ବଦଳି

କଟକ ଅଫିସ, ୨୦ା୧୦- ଷ୍ଟେଟ୍‌ ପୋଲିସ ଏଷ୍ଟାବ୍ଲିଶମେଣ୍ଟ ବୋର୍ଡର ନିଷ୍ପତ୍ତିକ୍ରମେ ଓଡ଼ିଶା ପୋଲିସର ୪ଜଣ ଓଡ଼ିଶା ପୋଲିସ ସର୍ଭିସ(ଓପିଏସ୍‌) ସ୍ତରର ଅଧିକାରୀଙ୍କ ବଦଳି କରାଯାଇଛି। ଡିଜିପି...

ହିତାଧିକାରୀଙ୍କୁ ମିଳିଲା ୩ ମାସର ସାଧାରଣ ବଣ୍ଟନ ସାମଗ୍ରୀ

ଦାରିଙ୍ଗବାଡ଼ି,୨୯।୩(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଚାରିଆଡ଼େ ଲକ୍‌ଡାଉନ୍‌ କରାଯାଇଥିବାବେଳେ ଗରିବ ଶ୍ରେଣୀର ଲୋକଙ୍କ ସୁବିଧା ପାଇଁ ସରକାର ସମସ୍ତ ହିତାଧିକାରୀଙ୍କୁ ସାଧାରଣ ବଣ୍ଟନ ସାମଗ୍ରୀକୁ ଆଗୁଆ...

Leave a comment

Your email address will not be published. Required fields are marked *