Posted inଜାତୀୟ

ନରାଓ୍ବଣେଙ୍କୁ ପ୍ରଶଂସା କଲା ଶିବସେନା

ମୁମ୍ବାଇ,୧୩।୧: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ନେଇ ସେନାମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଦେଇଥିବା ମନ୍ତବ୍ୟକୁ ଶିବସେନା ପକ୍ଷରୁ ପ୍ରଶଂସା କରାଯାଇଛି। ଏନେଇ ଶିବସେନା ମୁଖପତ୍ର ସାମନାରେ ଲେଖା ପ୍ରକାଶ ପାଇଛି। ଦାୟିତ୍ୱ ଗ୍ରହଣ ପରେ ନରାଓ୍ବଣେ ଜଣେ ମରାଠା ହେବାର ପରିଚୟ ଦେଇଥିବା ସାମନାରେ କୁହାଯାଇଛି। ସୂଚନାଯୋଗ୍ୟ, ନରାଓ୍ବଣେ କହିଥିଲେ ଯେ, ପିଓକେ ଅଧିକାର ପାଇଁ ସରକାର ଆଦେଶ ଦେଲେ ତୁରନ୍ତ କାର୍ଯ୍ୟକାରୀ କରାଯିବ। ଏହାକୁ ନେଇ ବେଶ୍‌ ଚର୍ଚ୍ଚା ଜାରି ରହିଛି।


All Right Reserved By Dharitri.Com

ଦୁର୍ଘଟଣାରେ ୨୦ ଯାତ୍ରୀ ଜଳିଗଲେ

କନୌଜ,୧୧ା୧: ଉତ୍ତରପ୍ରଦେଶର କନୌଜ ଜିଲାରେ ଶୁକ୍ରବାର ଏକ ଘରୋଇ ଡବଲ ଡେକର ବସ୍‌ ସହ ଟ୍ରକ ମୁହାଁମୁହିଁ ଧକ୍କାଖାଇବା ପରେ ଗାଡ଼ି ଦୁଇଟିରେ ନିଆଁ ଲାଗିଯିବାରୁ...

ଧର୍ମାନ୍ତରଣ ରୋକିବା ପାଇଁ ମୋଦି ସରକାର ଆଣିବେ ଆଇନ: ସଂସଦର ଆସନ୍ତା ଅଧିବେଶନରେ ହୋଇପାରେ ଆଗତ

ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଂସଦର ଆସନ୍ତା ଅଧିବେଶନରେ ଧର୍ମାନ୍ତରଣ ରୋକିବା ପାଇଁ ଆଇନ ଆଣିବାର ସମ୍ଭାବନା ରହିଛି। କେରଳ ଏବଂ ଉତ୍ତର-ପୂର୍ବ ରାଜ୍ୟରେ...

ନାମାଙ୍କନପତ୍ର ଦାଖଲ କଲେ ଜୟଶଙ୍କର

ନୂଆଦିଲ୍ଲୀ,୨୬ା୬(ପି.ଟି.): ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଗୁଜରାଟରୁ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ହୋଇଛନ୍ତି। ଜୁଲାଇ ୫ରେ ହେବାକୁ ଥିବା ଉପନିର୍ବାଚନ ଲାଗି ସେ ମଙ୍ଗଳବାର...

କଠୋର ହେଲେ ସୁପ୍ରିମକୋର୍ଟ: ମାଗିଲେ ନଡ଼ା ଜଳାଉଥିବା ଲୋକଙ୍କ ତାଲିକା

ନୂଆଦିଲ୍ଲୀ,୪।୧୧: ରାଜଧାନୀରେ ଭୟଙ୍କର ରୂପ ନେଉଛି ପ୍ରଦୂଷଣ। ଏହି ମାମଲାରେ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସୋମବାର ଦିଲ୍ଲୀରେ ବ୍ୟାପୁଥିବା ପ୍ରଦୂଷଣ ଉପରେ ସୁପ୍ରିମକୋର୍ଟ...

ଦିଲ୍ଲୀରେ ଆପ୍‌ ଲହରି: କେଜ୍‌ରିଓ୍ବାଲଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପୁଣି ଥରେ କ୍ଷମତାକୁ ଫେରିଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିିଓ୍ବାଲଙ୍କ ନେତୃତ୍ୱରେ ଦଳ ତୃତୀୟ ଥର...

ଉନ୍ନାଓ ବଳାତ୍କାର ମାମଲା: ସେନଗର କହିଲେ ମୁଁ ନିର୍ଦ୍ଦୋଷ

ନୂଆଦିଲ୍ଲୀ,୫।୮: ଉତ୍ତର ପ୍ରଦେଶ ଉନ୍ନାଓ ବଳାତ୍କାର ମାମଲାର ଅଭିଯୁକ୍ତ ତଥା ଭଜପାର ବହିଷ୍କୃତ ବିଧାୟକ କୁଲଦୀପ ସିଂ ସେନଗର ସୋମବାର ଦିଲ୍ଲୀର ଏକ କୋର୍ଟରେ ହାଜର...

ଜୟପୁରରେ ଫିଲ୍ମ ‘ପାନିପତ’କୁ ବିରୋଧ

ଜୟପୁର,୯।୧୨: ବଡ଼ ପରଦାରେ ଫିଲ୍ମ ‘ପାନିପତ’ ରିଲିଜ୍‌ ହୋଇଛି। ରିଲିଜ୍‌ ପରେ ବି ଏହାକୁ ବିଭିନ୍ନ ସ୍ଥାନରେ ବିରୋଧ କରାଯାଉଛି। ରାଜସ୍ଥାନର ଜୟପୁର ଓ ଉତ୍ତରପ୍ରଦେଶର...

ବାରାଣସୀ ପହଞ୍ଚିଲେ ମୋଦି

ବାରାଣସୀ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସକାଳେ ବାରାଣସୀ ପହଞ୍ଚିଛନ୍ତି। ସେଠାରେ ସେ ପ୍ରଥମେ ଜଙ୍ଗମଓ୍ବାଡି ମଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏହି ସମୟରେ ତାଙ୍କ...

Leave a comment

Your email address will not be published. Required fields are marked *