ଜିଲା ପରିଷଦ ଅଧ୍ୟକ୍ଷଙ୍କ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବି କରି କଂଗ୍ରେସର ରାସ୍ତାରୋକୋ

ଗୁଣପୁର,୧୩।୧(ଡି.ଏନ୍‌ .ଏ.) : ରାୟଗଡ଼ା ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ଗତ ୨୪ ତାରିଖରେ ରାମନାଗୁଡ଼ା ବ୍ଲକର ତାଣ୍ଡିକଣା ଛକଠାରୁ କିଛି ଦୂରରେ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ଏହି ଘଟଣାର ତଦନ୍ତ କରି ପ୍ରକୃତ ରହସ୍ୟ ଉନ୍ମୋଚନ କରିବା ସହ ଘଟଣାର ସିବିଆଇ ତଦନ୍ତ ଦାବି କରି କଂଗ୍ରେସ ପକ୍ଷରୁ ସୋମବାର ବାଙ୍ଗିଠାରେ ରାସ୍ତାରୋକୋ କରାଯାଇଛି l ଏ ନେଇ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନ ଅଟକି ରହିବା ସହ ଯାତାୟାତରେ ବାଧା ସୃଷ୍ଟି ହୋଇଛି l ଗୁଣପୁରଠାରୁ ରାୟଗଡ଼ା ଏବଂ ବ୍ରହ୍ମପୁରଠାରୁ ରାୟଗଡ଼ା ମଧ୍ୟରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଜିଲା କଂଗ୍ରେସ ସଭାପତି ଦୁର୍ଗା ପ୍ରସାଦ ପଣ୍ଡାଙ୍କ ଅଧ୍ୟକ୍ଷତାରେ କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା, ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି, ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷ ବିଜୟ ଗମାଙ୍ଗଙ୍କ ସମେତ ବହୁ ନେତା ଏବଂ କର୍ମୀ ଉପସ୍ଥିତ ଥିଲେ l


All Right Reserved By Dharitri.Com

କାଳବୈଶାଖୀ, ବର୍ଷାପବନରେ ଘର ଭାଙ୍ଗିଲା

ଦାରିଙ୍ଗବାଡ଼ି,୨୨।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପୁଣି କାଳବୈଶାଖୀର ପ୍ରଭାବରେ ବୁଧବାର ବ୍ୟାପକ କ୍ଷୟକ୍ଷତି ହୋଇଛି ା ବ୍ଲକର ଗ୍ରୀନବାଡ଼ି ଏବଂ ପ୍ଲିହେରି ପଞ୍ଚାୟତରେ ସର୍ବାଧିକ ବର୍ଷା...

ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ସମୀକ୍ଷା:ଜାତୀୟ ଭତ୍ତା ପାଇବା ଅପେକ୍ଷାରେ ଅଛନ୍ତି ୨୪୨୨ଜଣ

ଯାଜପୁର ଅଫିସ,୨୮।୮- ଯାଜପୁର ଜିଲାରେ ମୋଟ ୬୧,୨୧୧ ଜଣ ବ୍ୟକ୍ତି ଜାତୀୟ ବାର୍ଦ୍ଧକ୍ୟ ଭତ୍ତା, ୧୯,୬୪୪ ଜଣ ବିଧବା ଭତ୍ତା ଓ ୪,୬୨୩ ଜଣ ଭିନ୍ନକ୍ଷମ...

ସିମନବାଡ଼ିରେ କରାଗଲା ବିଶୋଧନ, ବ୍ୟବହାର ହେଉଛି କମ୍‌ ପରିମାଣର ବ୍ଲିଚିଂ

ଦାରିଙ୍ଗବାଡ଼ି,୬।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସମେତ ପଞ୍ଚାୟତ କାର୍ଯ୍ୟାଳୟ, ବ୍ୟାଙ୍କ ଏବଂ ଗାଁ ଦାଣ୍ଡ ବିଶୋଧନ କରାଯାଇଛି। ତେବେ ଉପଯୁକ୍ତ...

ମଣ୍ଡିରୁ ଶୀଘ୍ର ଧାନ ଉଠାଣ ଦାବି: ଚାଷୀଙ୍କ ରାସ୍ତାରୋକୋ

ଜୁନାଗଡ/ଦାସିଗଁା,୨୦।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚିଲଗୁଡା ନୀଳ ମାଧବ ଉଚ୍ଚ ବିଦ୍ୟାଳୟ ପରିସରରେ ସ୍ଥାନୀୟ ଚାଷୀମାନେ ମଣ୍ଡିରୁ ଶୀଘ୍ର ଧାନ ଉଠାଣ କରିବା ଦାବିରେ...

୨ ବହିଷ୍କୃତ ହେଲେଣି, ୧୪ ଜଣଙ୍କ ନାମରେ ମାମଲା

କବିସୂର୍ଯ୍ୟନଗର,୧୭ା୨: ଗଞ୍ଜାମ ଜିଲାରେ ନକଲି ଶିକ୍ଷକ ଧରପଗଡ଼ ଜୋରଦାର ଚାଲିଛି। କବିସୂର୍ଯ୍ୟନଗର ଏନ୍‌ଏସି ଓ ବ୍ଲକରେ ମଧ୍ୟ ଜାଲ ସାର୍ଟିଫିକେଟ ଦେଇ ଶତାଧିକ ଶିକ୍ଷକ ଶିକ୍ଷକତା କରୁଥିବା...

ଲଗାଣ ବର୍ଷାରେ କାନ୍ଥ ଭୁଶୁଡ଼ିବା ଘଟଣା: ବୃଦ୍ଧା ମୃତ

ଦିଗପହଣ୍ଡି,୨୯।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା ଗାଁ ଦଳିତ ସାହିରେ ଲଗାଣ ବର୍ଷାରେ ଗତ ଶନିବାର ସନ୍ତୋଷ ନାଇକଙ୍କ ମାଟି...

ତୋଷାଳି ଛକରେ ଫାଙ୍କା ଗୁଳିଚାଳନା

ପୁରୀ ଅଫିସ,୨୩ା୧: ପୁରୀରେ ପୁଣି ଫୁଟିଛି ଗୁଳି। ପେଣ୍ଠକଟା ମେରାଇନ ଥାନା ଅନ୍ତର୍ଗତ ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ ରୋଡର ହୋଟେଲ ତୋଷାଳି ଛକ ନିକଟରେ ବୁଧବାର...

ମଦ ଛଡ଼ାଇ ଆଣି ପୋଡ଼ିଲେ ଉତ୍ତ୍ୟକ୍ତ ମହିଳା

ହାତୀଓଟ,୪ା୧୧: ପୋଲସରା ବ୍ଲକ ମନ୍ଦାର ଗ୍ରାମପଞ୍ଚାୟତର ମାଳତିବାଡ଼ିରେ ମଦ ବିକ୍ରିକୁ ବନ୍ଦ କରିବା ପାଇଁ ଗତ ଗୁରୁବାର ଗ୍ରାମର ୧୦ଟି ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ...

Leave a comment

Your email address will not be published. Required fields are marked *